Tag: NHRC

Sleeper Bus Safety Norms: ନିୟମ ଉଲ୍ଲଂଘନ କରୁଥିବା ସ୍ଲିପର କୋଚ୍ ବସ୍ ହଟାଇବାକୁ ଏନ୍‌ଏଚ୍‌ଆର୍‌ସିର ନିର୍ଦ୍ଦେଶ

କୁର୍ଣ୍ଣୁଲରେ ଚଳନ୍ତା ବସ୍‌ରେ ଅଗ୍ନିକାଣ୍ଡ ଘଟି ଯାତ୍ରୀଙ୍କ ଜୀବନ ଯିବା ଘଟଣାକୁ ଗୁରୁତର ନେଇଛି ଜାତୀୟ ମାନବାଧିକାର ଆୟୋଗ (ଏନ୍‌ଏଚ୍‌ଆର୍‌ସି) । ନିୟମ ଉଲ୍ଲଂଘନ କରୁଥିବା ସ୍ଲିପର କୋଚ୍ ବସ୍ ହଟାଇବାକୁ ଏନ୍‌ଏଚ୍‌ଆର୍‌ସି ନିର୍ଦ୍ଦେଶ ଦେଇଛନ୍ତି । ଭାରତୀୟ ଜାତୀୟ ମାନବାଧିକାର…

ନବରଙ୍ଗପୁର ଜିଲ୍ଲାରେ ସାମ୍ବାଦିକଙ୍କୁ ଛୁରାମାଡ଼ ଘଟଣାରେ ଡିଜିପିଙ୍କୁ ବିସ୍ତୃତ ରିପୋର୍ଟ ମାଗିଛନ୍ତି ଜାତୀୟ ମାନବାଧିକାର କମିଶନ

ଜାତୀୟ ମାନବାଧିକାର କମିଶନ (ଏନଏଚଆରସି) ଏକ ଗଣମାଧ୍ୟମ ରିପୋର୍ଟର ସ୍ୱତଃ ସଂଜ୍ଞାନ ନେଇଛନ୍ତି, ଯେଉଁଥିରେ ଦର୍ଶାଯାଇଥିଲା ଯେ ୨୯ ଅଗଷ୍ଟ, ୨୦୨୫ ରେ ଓଡ଼ିଶାର ନବରଙ୍ଗପୁର ଜିଲ୍ଲାର ପାପଡାହାଣ୍ଡି ଅଞ୍ଚଳରେ ଜଣେ ସାମ୍ବାଦିକଙ୍କୁ ଜନୈକ ନିଶାଶକ୍ତ ବ୍ୟକ୍ତି ଅନେକ ଥର ଛୁରାମାଡ଼…

ବଲାଙ୍ଗିରରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା: ନିଜ ଆଡୁ ଡିଜିପିଙ୍କୁ ନୋଟିସ୍ କଲେ NHRC

ବଲାଙ୍ଗିରରେ ହାତଗୋଡ଼ ବାନ୍ଧି ସାମ୍ବାଦିକଙ୍କୁ ମାଡ଼ ମାରିବା ଘଟଣାରେ ନିଜ ଆଡୁ ମାମଲା ଗ୍ରହଣ କରି ନୋଟିସ୍ କଲେ NHRC । ମାମଲା ଗ୍ରହଣ ସହ ଡିଜିପିଙ୍କୁ ନୋଟିସ୍ କଲେ NHRC । ୨ ସପ୍ତାହ ମଧ୍ୟରେ ସବିଶେଷ ରିପୋର୍ଟ ଦେବାକୁ…

କିଟ୍‌ ଛାତ୍ରୀ ମୃତ୍ୟୁ ଘଟଣାରେ ମୁଖ୍ୟ ଶାସନ ସଚିବ ଓ ଡିଜିଙ୍କୁ NHRCର ନୋଟିସ୍‌

କିଟ୍‌ ଛାତ୍ରୀ ମୃତ୍ୟୁ ଘଟଣାରେ ମୁଖ୍ୟ ଶାସନ ସଚିବ ଓ ଡିଜିଙ୍କୁ ନୋଟିସ୍‌ ଜାରି କରିଛି NHRC । କିଟ୍‌ ବିଶ୍ୱବିଦ୍ୟାଳୟରେ ପୁଣି ଜଣେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାକୁ ଗମ୍ଭୀରତାର ସହ ନେଇଛି ଜାତୀୟ ମାନବାଧିକାର କମିଶନ୍ । ପୀଡ଼ିତାଙ୍କ…

ନେପାଳୀ ଛାତ୍ରୀ ମୃତ୍ୟୁ ପାଇଁ କିଟକୁ ଦାୟୀ କଲେ ଏନଏଚଆରସି

କିଟ କର୍ତ୍ତୃପକ୍ଷଙ୍କ ଅବହେଳାରୁ ଛାତ୍ରୀଙ୍କ ମୃତ୍ୟୁ ବୋଲି ଦାୟୀ କଲେ ନ୍ୟାଶନାଲ ହ୍ୟୁମାନ ରାଇଟ୍ସ (ଏନଏଚଆରସି) । କିଟ୍ ବିଶ୍ୱବିଦ୍ୟାଳୟର କର୍ତ୍ତୃପକ୍ଷଙ୍କ ଅବହେଳାରୁ ଛାତ୍ରୀଙ୍କ ମୃତ୍ୟୁ ହୋଇଥିବା ଦର୍ଶାଇଲେ ଏନଏଚଆରସି ଟିମ୍। ଏହା ସହ କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦାଖଲ ପାଇଁ ମୁଖ୍ୟ…

ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା: କିଟ୍‌ରେ NHRC ଟିମ୍‌

କିଟ୍ ବିଶ୍ୱବିଦ୍ୟାଳୟରେ ଛାତ୍ରୀ ହତ୍ୟା ମାମଲାର ତଦନ୍ତ ପାଇଁ ଭୁବନେଶ୍ବରରେ ପହଞ୍ଚିଛନ୍ତି ଜାତୀୟ ମାନବାଧିକାର କମିଶନ ବା NHRC ଟିମ୍‌ । କିଟ୍ ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରକୃତି ଲାମସାଙ୍କ ମୃତ୍ୟୁ ଓ ନେପାଳୀ ଛାତ୍ରଛାତ୍ରୀଙ୍କ ଉପରେ ହୋଇଥିବା ନିର୍ଯାତନା ଘଟଣାକୁ…