Tag: NIA

ପହଲଗାମ ଆତଙ୍କୀ ଆକ୍ରମଣ ଘଟଣା: ପ୍ରଶାନ୍ତ ଶତପଥୀଙ୍କ ଘରେ ନିଆ ଟିମ୍‌

ପହଲଗାମ ଆତଙ୍କୀ ଆକ୍ରମଣରେ ମୃତ୍ୟୁବରଣ କରିଥିବା ଓଡ଼ିଶାର ପ୍ରଶାନ୍ତ ଶତପଥୀଙ୍କ ଘରେ ଏନଆଇଏ ଚିମ୍ ପହଞ୍ଚି ତଦନ୍ତ କରୁଛି । ବାଲେଶ୍ୱରର ଇସାଣୀ ଗାଁରେ ଏନଆଇଏ ଟିମ୍ ପହଞ୍ଚି ପ୍ରଶାନ୍ତଙ୍କ ପତ୍ନୀ ଓ ପୁଅଙ୍କୁ ପଚରାଉଚରା କରୁଛି । ଆତଙ୍କବାଦୀ ଆକ୍ରମଣର…

୧୮ ଦିନିଆ ରିମାଣ୍ଡରେ ଗଲା ମୁମ୍ବାଇ ଆତଙ୍କୀ ଆକ୍ରମଣ ଅଭିଯୁକ୍ତ ତହୱୁର ରାଣା

୧୮ ଦିନିଆ ରିମାଣ୍ଡରେ ଗଲା ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ଅଭିଯୁକ୍ତ ତହୱୁର ହୁସେନ ରାଣା । NIA ହେଡକ୍ୱାର୍ଟରେ ଥିବା ସ୍ୱତନ୍ତ୍ର ସେଲରେ ରାଣାକୁ ଜେରା କରାଯିବ । ଏହି ୧୮ ଦିନ ମଧ୍ୟରେ ରାଣାଠାରୁ ମୁମ୍ବାଇ ଆତଙ୍କୀ ଆକ୍ରମଣର…

ଭାରତ ପହଞ୍ଚିବା ପରେ ୨୬/୧୧ ମୁମ୍ବାଇ ଆକ୍ରମଣର ମାଷ୍ଟର ମାଇଣ୍ଡ ତହବୁର ରାଣା ଗିରଫ

୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ଅଭିଯୁକ୍ତ ତହୱୁର ହୁସେନ ରାଣା ଆଜି ଆମେରିକାରୁ ପ୍ରତ୍ୟର୍ପିତ ହୋଇ ଭାରତ ପହଞ୍ଚିବା ପରେ ଔପଚାରିକ ଭାବେ ତାକୁ ଏନଆଇଏ (NIA) ଗିରଫ କରିଛି । ତାକୁ ସିଧାସଳଖ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନଆଇଏ) ମୁଖ୍ୟାଳୟକୁ…

ସିମ୍‌ ବକ୍ସ ମାମଲାର ତଦନ୍ତ ପାଇଁ ଭୁବନେଶ୍ବରରେ ପହଞ୍ଚିଲା ଏନ୍ଆଇଏ ଟିମ୍

ସିମ୍‌ ବକ୍ସ ମାମଲାର ତଦନ୍ତ ପାଇଁ ଭୁବନେଶ୍ଵର ପହଞ୍ଚିଲେ ନ୍ୟାସନାଲ ଇନ୍‌ଭେଷ୍ଟିଗେସନ ଏଜେନ୍ସିର ଜଣେ ସଦସ୍ୟ । ଭୁବନେଶ୍ବରରେ ପହଞ୍ଚିବା ପରେ ପୋଲିସ କମିଶନରଙ୍କୁ ଭେଟିଥିବା ସୂଚନା । ଓଡିଶାରୁ ଠାବ ହୋଇଥିବା ସିମ୍ ବାକ୍ସର ତଦନ୍ତ କରିବା ସହ ଗିରଫ…