ତାଜା ଖବର ରାଜ୍ୟ କେନ୍ଦ୍ରୀୟ ଡେପୁଟେସନରେ ଯିବେ ନିକୁଞ୍ଜ ଧଳ April 18, 2025 Papirani କେନ୍ଦ୍ରୀୟ ଡେପୁଟେସନରେ ଯିବେ ୧୯୯୩ ବ୍ୟାଚ୍ର ଆଇଏଏସ୍ ନିକୁଞ୍ଜ ଧଳ । ଆଜି ଆଇଏଏସ୍ ସ୍ତରରେ ହୋଇଛି ବଡ଼ ଅଦଳବଦଳ । ଓଡ଼ିଶା କ୍ୟାଡ଼ରର ୩ ଜଣ ଆଇଏଏସ୍ଙ୍କୁ ନୂଆ ନିଯୁକ୍ତି ମିଳିଛି । ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ଭାବେ…
ରାଜନୀତି ରାଜ୍ୟ ରାଜ୍ୟପାଳଙ୍କୁ ଭେଟି ନିର୍ବାଚନ ଫଳାଫଳ ଅବଗତ କରାଇଲେ ନିର୍ବାଚନ ଅଧିକାରୀ June 6, 2024 Nirvay ଓଡ଼ିଶାରେ ଶାନ୍ତିପୂର୍ଣ୍ଣ ନିର୍ବାଚନ ପରିଚାଳନା ପାଇଁ ରାଜ୍ୟପାଳ ରଘୁବର ଦାସ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ତଥା ସମସ୍ତ ଅଧିକାରୀ ଓ କର୍ମଚାରୀମାନଙ୍କୁ ସାଧୁବାଦ ଜଣାଇଥିଲେ। ଓଡ଼ିଶା ନୂତନ ବିଧାନସଭା ଗଠନ ସମ୍ପର୍କିତ ବିଜ୍ଞପ୍ତି ଭାରତ ନିର୍ବାଚନ ଆୟୋଗଙ୍କ…
ରାଜ୍ୟ ଭୁବନେଶ୍ୱରରେ ଭୋଟ ହାର ୫୦% ଟପିଲା; ଭୋଟରଙ୍କୁ କୃତଜ୍ଞତା ଜଣାଇଲେ ସିଇଓ May 27, 2024 Nirvay ଏକକାଳୀନ ସାଧାରଣ ନିର୍ବାଚନ -୨୦୨୪ ର ଷଷ୍ଠ ପର୍ଯ୍ୟାୟରେ ୧୧୨- ଭୁବନେଶ୍ୱର ମଧ୍ୟ , ୧୧୩- ଭୁବନେଶ୍ୱର-ଉତ୍ତର, ୧୧୪- ଭୁବନେଶ୍ୱର-ଏକାମ୍ର ବିଧାନସଭା ନିର୍ବାଚନ ମଣ୍ଡଳୀରେ ମତଦାନ ହାର ୫୦ ପ୍ରତିଶତ ଉପରେ ରହିଛି । ଏହି ସମସ୍ତ ବିଧାନସଭା ନିର୍ବାଚନ ମଣ୍ଡଳୀରେ…
ରାଜନୀତି ରାଜ୍ୟ ଶେଷ ହେଲା ତୃତୀୟ ପର୍ଯ୍ୟାୟ ନିର୍ବାଚନ ପ୍ରଚାର May 23, 2024 Nirvay ଭୁବନେଶ୍ୱର : ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ସନ୍ଧ୍ୟା ସନ୍ଧ୍ୟାରେ ସରୁଛି ପ୍ରଚାର । ବୁଥ ଗୁଡିକ ସନ୍ଧ୍ୟା ପର୍ଯ୍ୟନ୍ତ ଖୋଲା ରହିବା ସହ ଶାନ୍ତିଶୃଙ୍ଖଳାରେ ମତଦାନ ପାଇଁ ବ୍ୟବସ୍ଥା କରାଯାଇଛି । ଭୋଟରମାନଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା…
ରାଜନୀତି ରାଜ୍ୟ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପ୍ରସ୍ତୁତି ନେଇ ନିର୍ବାଚନ ଅଧିକାରୀଙ୍କ ସାମ୍ବାଦିକ ସମ୍ମିଳନୀ May 23, 2024 Nirvay ଭୁବନେଶ୍ୱର ଆସନ୍ତା ମେ’୨୫ ଶନିବାର ରାଜ୍ୟରେ ହେବାକୁ ଥିବା ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । ପୋଲିଂ ବୁଥକୁ ଯାଉଛନ୍ତି ପୋଲିଂ କର୍ମଚାରୀ । ଏହି ପର୍ଯ୍ୟାୟରେ ୬ ଲୋକସଭା ଓ ୪୨ଟି ବିଧାନସଭା କ୍ଷେତ୍ରରେ ହେବ…