Tag: nikunja bihari dhal

ରାଜ୍ୟପାଳଙ୍କୁ ଭେଟି ନିର୍ବାଚନ ଫଳାଫଳ ଅବଗତ କରାଇଲେ ନିର୍ବାଚନ ଅଧିକାରୀ

ଓଡ଼ିଶାରେ ଶାନ୍ତିପୂର୍ଣ୍ଣ ନିର୍ବାଚନ ପରିଚାଳନା ପାଇଁ ରାଜ୍ୟପାଳ ରଘୁବର ଦାସ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ତଥା ସମସ୍ତ ଅଧିକାରୀ ଓ କର୍ମଚାରୀମାନଙ୍କୁ ସାଧୁବାଦ ଜଣାଇଥିଲେ। ଓଡ଼ିଶା ନୂତନ ବିଧାନସଭା ଗଠନ ସମ୍ପର୍କିତ ବିଜ୍ଞପ୍ତି ଭାରତ ନିର୍ବାଚନ ଆୟୋଗଙ୍କ…

ଭୁବନେଶ୍ୱରରେ ଭୋଟ ହାର ୫୦% ଟପିଲା; ଭୋଟରଙ୍କୁ କୃତଜ୍ଞତା ଜଣାଇଲେ ସିଇଓ

ଏକକାଳୀନ ସାଧାରଣ ନିର୍ବାଚନ -୨୦୨୪ ର ଷଷ୍ଠ ପର୍ଯ୍ୟାୟରେ ୧୧୨- ଭୁବନେଶ୍ୱର ମଧ୍ୟ , ୧୧୩- ଭୁବନେଶ୍ୱର-ଉତ୍ତର, ୧୧୪- ଭୁବନେଶ୍ୱର-ଏକାମ୍ର ବିଧାନସଭା ନିର୍ବାଚନ ମଣ୍ଡଳୀରେ ମତଦାନ ହାର ୫୦ ପ୍ରତିଶତ ଉପରେ ରହିଛି । ଏହି ସମସ୍ତ ବିଧାନସଭା ନିର୍ବାଚନ ମଣ୍ଡଳୀରେ…

ଶେଷ ହେଲା ତୃତୀୟ ପର୍ଯ୍ୟାୟ ନିର୍ବାଚନ ପ୍ରଚାର

ଭୁବନେଶ୍ୱର : ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ସନ୍ଧ୍ୟା ସନ୍ଧ୍ୟାରେ ସରୁଛି ପ୍ରଚାର । ବୁଥ ଗୁଡିକ ସନ୍ଧ୍ୟା ପର୍ଯ୍ୟନ୍ତ ଖୋଲା ରହିବା ସହ ଶାନ୍ତିଶୃଙ୍ଖଳାରେ ମତଦାନ ପାଇଁ ବ୍ୟବସ୍ଥା କରାଯାଇଛି । ଭୋଟରମାନଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା…

ତୃତୀୟ ପର୍ଯ୍ୟାୟ ନିର୍ବାଚନ ପ୍ରସ୍ତୁତି ନେଇ ନିର୍ବାଚନ ଅଧିକାରୀଙ୍କ ସାମ୍ବାଦିକ ସମ୍ମିଳନୀ

ଭୁବନେଶ୍ୱର ଆସନ୍ତା ମେ’୨୫ ଶନିବାର ରାଜ୍ୟରେ ହେବାକୁ ଥିବା ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । ପୋଲିଂ ବୁଥକୁ ଯାଉଛନ୍ତି ପୋଲିଂ କର୍ମଚାରୀ । ଏହି ପର୍ଯ୍ୟାୟରେ ୬ ଲୋକସଭା ଓ ୪୨ଟି ବିଧାନସଭା କ୍ଷେତ୍ରରେ ହେବ…