Tag: Nipah Virus

Nipah Virus: ପଶ୍ଚିମବଙ୍ଗରେ ନିପା ଭାଇରସରେ ୨ ସ୍ୱାସ୍ଥ୍ୟକର୍ମୀ ଆକ୍ରାନ୍ତ ଘଟଣା; ଓଡ଼ିଶାକୁ ବ୍ୟାପିନି ନିପା: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ପଶ୍ଚିମବଙ୍ଗରେ ନିପା ଭାଇରସରେ ୨ ସ୍ୱାସ୍ଥ୍ୟକର୍ମୀ ଆକ୍ରାନ୍ତ ଘଟଣାକୁ ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି କେନ୍ଦ୍ର ଏ ଯାଏଁ ନିର୍ଦ୍ଦେଶନାମା ଜାରି କରିନି । ଯାହା ୨୦୨୩ରେ ମାର୍ଗଦର୍ଶିକା ଆସିଥିଲା, ତାହା…