ତାଜା ଖବର ରାଜ୍ୟ ରୋଗୀଙ୍କ ପାଇଁ ୨୪ ଘଣ୍ଟା ଖୋଲା ରହିବ ନିରାମୟ କେନ୍ଦ୍ର November 20, 2024 Papi Jena ସରକାରୀ ହସ୍ପିଟାଲରେ ରୋଗୀଙ୍କ ପାଇଁ ୨୪ ଘଣ୍ଟା ଖୋଲା ରହିବ ନିରାମୟ ଔଷଧ କେନ୍ଦ୍ର ।୨୪ ଘଣ୍ଟା ନିରାମୟ ଔଷଧ କେନ୍ଦ୍ର ଖୋଲା ରଖିବାକୁ ଔଷଧ ନିଗମର ସମୀକ୍ଷା ବୈଠକ ପରେ ନିର୍ଦ୍ଦେଶ ଦେଇଛନ୍ତି ସାଧାରଣ ଉଦ୍ୟୋଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର…