Tag: Niranjan Patnaik

ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି ମାମଲା: ଲୁଟେରା ଗିରଫ

ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି ଘଟଣାରେ ଲୁଟେରା ଗିରଫ । ରାଜ୍ୟ ବାହାରୁ ଲୁଟେରାକୁ ଗିରଫ କଲା କମିଶନରେଟ୍ ପୋଲିସ । ଆନ୍ଧ୍ରପ୍ରଦେଶର ବିଜୟୱାଡାରୁ ଧରିଛି ନୟାପଲ୍ଲୀ ପୋଲିସ । ଆଜି ତାକୁ କୋର୍ଟରେ ହାଜର କରାଯିବ।…

ପୁଣି ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି ଉଦ୍ୟମ

ପୁଣି ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି ଉଦ୍ୟମ । ନୟାପଲ୍ଲୀ ସ୍ଥିତ ଅନ୍ୟ ଏକ ଘରକୁ ବିଳମ୍ୱିତ ରାତିରେ ପଶିବାକୁ ଉଦ୍ୟମ ହୋଇଛି । ଗତ ୨୬ରେ ନିରଞ୍ଜନଙ୍କ ନୟାପଲ୍ଲୀ ସ୍ଥିତ ଏନ୍‌-୨୯ ଘରୁ ଚୋରି ହୋଇଥିବା…

ସରକାର ଅବହେଳା କାରଣରୁ ଆମ ଘର, ଆମ ସାହି ଏବଂ ଆମ ସମ୍ପଦ ଆଜି ବିପଦରେ: ନିରଞ୍ଜନ ପଟ୍ଟନାୟକ

ଅସୁରକ୍ଷିତ ରାଜଧାନୀ ଭୁବନେଶ୍ଵର। ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଲୁଟ ଘଟଣାର ତଦନ୍ତ ଚାଲୁଥିବା ବେଳେ ସୁରକ୍ଷା ବ୍ୟବସ୍ଥାକୁ ନେଇ ନିରଞ୍ଜନ ପଟ୍ଟନାୟକ ନିଜ ସୋସିଆଲ ମିଡ଼ିଆରେ ସରକାରଙ୍କୁ ଦାୟୀ କରିବା ସହ ରାଜଧାନୀବାସୀଙ୍କ ସୁରକ୍ଷାକୁ ନେଇ ଚିନ୍ତିତ…

ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି 

ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରେ କଳାକନା ବୁଲାଇଚନ୍ତି ଚୋର । ଗତକାଲି ରାତିରେ ଘରେ ପଶି ବଡ଼ ଧରଣର ଲୁଟ୍ କରିଛନ୍ତି ଅଭିଯୁକ୍ତ । ନିରଞ୍ଜନଙ୍କ ଭୁବନେଶ୍ୱର ନୟାପଲ୍ଲୀ ଭିଆଇପି କଲୋନୀ ସ୍ଥିତ ବାସଭବନରୁ ଲୁଟ୍ ହୋଇଥିବା ସୂଚନା…

ଇଡିର ଚଢ଼ାଉ ନେଇ ସ୍ପଷ୍ଟ କଲେ ନିରଞ୍ଜନ ପଟ୍ଟନାୟକ

ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢ଼ାଉ ନେଇ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ପ୍ରତିକ୍ରିୟା ଦେଇ କହିଛନ୍ତି ଇଡି ତାଙ୍କ କାମ କରୁଛନ୍ତି, ମୋତେ କିଛି ପଚାରି ନାହାନ୍ତି। ମୋ ବିଷୟରେ ନୁହେଁ ଭାଇ ଏବଂ ଭାଇଙ୍କ…

ନିରଞ୍ଜନ ପଟ୍ଟନାୟକଙ୍କ ଘରେ ଇଡି ଚଢାଉ

ନିରଞ୍ଜନ ପଟ୍ଟନାୟକଙ୍କ ଘରେ ଇଡି। ଆଜି ସକାଳୁ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଘରେ ଇଡି ପକ୍ଷରୁ ଚଢାଉ ଚାଲିଛି। ନିରଞ୍ଜନ ପଟ୍ଟନାୟକଙ୍କ ଭୁବନେଶ୍ବର ନୟାପଲ୍ଲୀସ୍ଥିତ ବାସଭବନରେ ସହ ଅନ୍ୟ ୩ଟି ସ୍ଥାନରେ ମଧ୍ୟ ଚାଲିଛି…

୧୯୮୫ ମସିହାରେ ବି ଖୋଲା ଯାଇଥିଲା ରତ୍ନ ଭଣ୍ଡାର: ନିରଞ୍ଜନ ପଟ୍ଟନାୟକ

ମହାପ୍ରଭୁଙ୍କୁ ଲାଗି ପାଇଁ ଶ୍ରୀମନ୍ଦିର ଭିତରେ ଥିବା ରତ୍ନଭଣ୍ଡାରର ରହସ୍ୟ ଆଜି ବି ବିଶ୍ବର ଅଗଣତି ଭକ୍ତଙ୍କ ମନକୁ ଆନ୍ଦୋଳିତ କରୁଛି। ଦୀର୍ଘବର୍ଷ ପରେ ଚଳିତବର୍ଷ ଖୋଲିଛି ଶ୍ରୀମନ୍ଦିର ରତ୍ନଭଣ୍ଡାର କିନ୍ତୁ ଶେଷଥର କେବେ ଖୋଲା ଯାଇଥିଲା ତାହାକୁ ନେଇ ଦ୍ଵନ୍ଦ…

ନିରଞ୍ଜନ ପଟ୍ଟନାୟକଙ୍କ ଅଫିସ ଉପରେ ରେଡ଼

ବରିଷ୍ଠ କଂଗ୍ରେସ ନେତା ତଥା ଭଣ୍ଡାରିପୋଖରୀ ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକଙ୍କ ଅଫିସ୍‌ରେ ରେଡ୍‌। ଫ୍ଲାଇଂ ସ୍କ୍ବାଡ୍‌, ଆଇଟି ଓ ଟାଉନ ପୋଲିସର ମିଳିତ ଭାବେ ରେଡ୍‌ କରିଥିବା ଜଣା ପଡ଼ିଛି। ଭଦ୍ରକ ଟାଉନ ଥାନା ମୋଟେଲ ଛକରେ ଥିବା ନିର୍ବାଚନୀ…