Tag: Niti ayoga

ନୀତି ଆୟୋଗ ବୈଠକରେ ଜାଣନ୍ତୁ କଣ ରହିଛି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଦାବି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ନୂଆଦିଲ୍ଲୀରେ ନୀତି ଆୟୋଗର ନବମ ଗଭର୍ଣ୍ଣି କାଉନସିଲ ବୈଠକ ଆରମ୍ଭ ହୋଇଛି। ଗୁରୁତ୍ବପୂର୍ଣ୍ଣ ବୈଠକରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନେ ସାମିଲ ହୋଇଛନ୍ତି। ଆଜିର ବୈଠକରେ ବିକଶିତ ଭାରତ ୨୦୪୭ ଉପରେ ଥିବା ଦୃଷ୍ଟିକୋଣ…