ରାଜ୍ୟ ଡବଲ୍ ଇଞ୍ଜିନ ସରକାରର ଡବଲ କମାଲ୍, ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ଦେଲେ, କେନ୍ଦ୍ରମନ୍ତ୍ରୀ ଗଡକରୀ ମଞ୍ଜୁର କଲେ April 17, 2025 Nirvay ଡବଲ ଇଞ୍ଜିନ ସରକାରର ଡବଲ କମାଲ । ଆଜି ଓଡ଼ିଶାରେ ବିଭିନ୍ନ ରାଜପଥ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ସ୍ଥାନୀୟ ବରମୁଣ୍ଡା ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଡବଲ ଇଞ୍ଜିନ ସରକାରର କାର୍ଯ୍ୟଶୈଳୀର ପ୍ରଭାବ ଦେଖିବାକୁ ମିଳିଥିଲା । ମୁଖ୍ୟମନ୍ତ୍ରୀ ବାରମ୍ୱାର କହିଛନ୍ତି ଯେ,…
ତାଜା ଖବର ରାଜ୍ୟ ଓଡ଼ିଶାକୁ ୪ ହଜାର କୋଟିର ପ୍ରକଳ୍ପ ଭେଟିଦେଲେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ April 17, 2025 Papirani ଦିନିକିଆ ଓଡ଼ିଶା ଗସ୍ତରେ ଆସି କେନ୍ଦ୍ର ସଡ଼କ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ରାଜ୍ୟବାସୀଙ୍କୁ ଦେଇଛନ୍ତି ବଡ଼ ଉପହାର । ୪ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କାର ପ୍ରକଳ୍ପ ଭେଟି ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ । ଡବଲ ଇଞ୍ଜିନ…
ତାଜା ଖବର ରାଜ୍ୟ ଭୁବନେଶ୍ୱରରେ ପହଞ୍ଚିଲେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ April 17, 2025 Papirani ଆଜି ଏକଦିନିକିଆ ଗସ୍ତରେ ଆଜି ଓଡିଶାରେ ପହଞ୍ଚିଲେ କେନ୍ଦ୍ର ସଡ଼କ, ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ । ଭୁବନେଶ୍ୱର ବିମାନବନ୍ଦରରେ ଅବତରଣ କରିଛନ୍ତି ନୀତିନ । ଗଡକାରୀଙ୍କୁ ବିମାନବନ୍ଦରରୁ ସ୍ବାଗତ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ଉପସ୍ଥିତ ରହିଥିଲେ।…
ତାଜା ଖବର ରାଜ୍ୟ ୧୭ରେ ଓଡ଼ିଶା ଆସିବେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ April 15, 2025 Papirani ଆସନ୍ତା ୧୭ରେ ଓଡ଼ିଶା ଆସିବେ କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ । ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ମନ୍ତ୍ରୀ। ୧୭ରେ କଟକରେ ରେଭେନ୍ସା ବିଶ୍ବବିଦ୍ୟାଳୟର ଇତିହାସ ବିଭାଗ ପୂର୍ବତନ ମୁଖ୍ୟମନ୍ତ୍ରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ…
ଦେଶ ରାଜନୀତି ରାଜ୍ୟ କୃଷ୍ଣପ୍ରସାଦରେ ଗଡ଼କରୀଙ୍କ ବଡ ଘୋଷଣା,ଭୁବନେଶ୍ୱର ରିଂ ରୋଡ୍ କାମ ଅକ୍ଟୋବରରୁ ଆରମ୍ଭ May 9, 2024 Nirvay ପୁରୀ କୃଷ୍ଣପ୍ରସାଦରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ । କୃଷ୍ଣପ୍ରସାଦରେ ବିଶାଳ ଜନସଭାକୁ ସମ୍ବୋଧନ କରି ବଡ ଘୋଷଣା କରିଛନ୍ତି ଗଡ଼କରୀ। ରାଞ୍ଚିରୁ ସମ୍ବଲପୁର ୪ ଲେନ୍ ରାସ୍ତା ହେବ, ନିର୍ବାଚନ ପରେ କାମ ଆରମ୍ଭ ଘୋଷଣା କଲେ ଗଡ଼କରୀ।ଭୁବନେଶ୍ୱର ରିଂ…
ରାଜନୀତି ରାଜ୍ୟ ମେ ୯ରେ ଓଡିଶା ଆସିବେ ନୀତିନ ଗଡ଼କରୀ ଓ ହିମନ୍ତ ବିଶ୍ୱଶର୍ମା May 7, 2024 Nirvay ଭୁବନେଶ୍ୱର ; ଆଗାମୀ ନିର୍ବାଚନ ପାଇଁ ଓଡ଼ିଶାରେ କେନ୍ଦ୍ରମନ୍ତ୍ରୀଙ୍କ ଭିଡ ଲାଗିଛି । ଆସନ୍ତା ୯ ତାରିଖରେ ବିଜେପିର ୨ ବରିଷ୍ଠ ନେତା ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଓଡ଼ିଶା ଆସିବେ । ହିମନ୍ତ…
ରାଜ୍ୟ ଓଡ଼ିଶାରେ ୨୮ଟି ପ୍ରକଳ୍ପର ଭୂମିପୂଜନ ଓ ଲୋକାର୍ପଣ କଲେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ February 15, 2024 Nirvay ପୁରୀ: ପାଖେଇ ଆସୁଛି ୨୦୨୪ ଲୋକସଭା ନିର୍ବାଚନ। ନିର୍ବାଚନ ପାଖେଇ ଆସୁଥିବା ବେଳେ କେନ୍ଦ୍ର ବିଜେପି ସରକାର ଓଡ଼ିଶାରେ ୬ ହଜାର ୬ ଶହ କୋଟି ଟଙ୍କାର ୨୮ଟି ଜାତୀୟ ରାଜପଥ ପ୍ରକଳ୍ପର ଭୂମିପୂଜନ ଓ ଲୋକାର୍ପଣ କରିଛି । ପୁରୀରେ…