Tag: Nityananda Gond

School Uniform Delay: ପିଲାଙ୍କୁ ୟୁନିଫର୍ମ ଦେବାରେ ବିଳମ୍ବ କରୁଥିବା SHGକୁ ବାତିଲ୍ ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଛାତ୍ରଛାତ୍ରୀଙ୍କୁ ୟୁନିଫର୍ମ୍ ଦେବାରେ ବିଳମ୍ବକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ । ଏହାକୁ ନେଇ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କଲେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ତୁରନ୍ତ ଛାତ୍ରଛାତ୍ରୀଙ୍କୁ ଡ୍ରେସ ଦେବାକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି ସ୍କୁଲ…

ରାଜ୍ୟରେ ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନା

ନବରଙ୍ଗପୁର ଜିଲ୍ଲା, ଉମରକୋଟରେ ଥିବା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ପୋଷଣ ଯୁକ୍ତ ମାଣ୍ଡିଆ ଲଡ଼ୁ ବାଣ୍ଟି ‘ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନା’ର ଶୁଭାରମ୍ଭ କରିଛନ୍ତି ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଗଣ ଶିକ୍ଷା ମନ୍ତ୍ରୀ ପିଲାମାନଙ୍କୁ ନିଜ ହାତରେ…

Odisha +2 Results 2026 Declared: Girls Outshine Boys in All Streams

ହଷ୍ଟେଲରେ ବଢ଼ୁଛି ମୃତ୍ୟୁ ସଂଖ୍ୟା; ୮ ମାସରେ ୨୬ ଛାତ୍ରଛାତ୍ରୀଙ୍କ ମୃତ୍ୟୁ

ଅନୁସୂଚିତ ଜନଜାତି ହଷ୍ଟେଲରେ ବଢ଼ିଛି ଛାତ୍ରଛାତ୍ରୀଙ୍କ ମୃତ୍ୟୁ ସଂଖ୍ୟା । ଏହି ସଂଖ୍ୟା ଗତ ଆଠ ମାସରେ ୨୬ ରେ ପହଁଚିଛି । ବିଧାୟକ ରଣେନ୍ଦ୍ର ସ୍ୱାଇଁଙ୍କ ପ୍ରଶ୍ନର ଉତ୍ତର ଦେଇ ଏହି ସୂଚନା ଦେଇଛନ୍ତି ଅନୁସୂଚିତ ଜନଜାତି ଓ ଅନୁସୂଚିତ…

ଟେଣ୍ଡର ଫିକ୍ସିଂ ମାମଲା: ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବି କଲା ବିଜେଡି

ଟେଣ୍ଡର ଫିକ୍ସିଂ ମାମଲାରେ ଆଇଏଏସ ବିଷ୍ନୁପଦ ସେଠୀଙ୍କୁ ସମନ ହେବାପରେ ଆଜି ନବରଙ୍ଗପୁର ବିଜେଡି ତରଫରୁ ଏକ ସାମ୍ବାଦିକ ସମ୍ମିଳନୀ କରାଯାଇଥିଲା। କିଛିଦିନ ତଳେ ଭୁବନେଶ୍ୱରର ଏକ ତାରକା ହୋଟେଲ ନିକଟରୁ ସିବିଆଇ ୧୦ ଲକ୍ଷ ଟଙ୍କା ଜବତ କରିବା ଘଟଣାରେ…