ତାଜା ଖବର ରାଜ୍ୟ Odisha Bandh: ଆସନ୍ତା ୩୦ରେ ‘ଓଡ଼ିଶା ବନ୍ଦ’ ଡାକରା September 25, 2026 Papirani ରାଜ୍ୟରେ ଶିକ୍ଷା ବ୍ୟବସ୍ଥାକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଏବେ ଉଗ୍ର ରୂପ ନେବାକୁ ଯାଉଛି। ଆସନ୍ତା ସେପ୍ଟେମ୍ବର ୩୦ ତାରିଖରେ ସାରା ଓଡ଼ିଶା ବନ୍ଦ ପାଇଁ ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ବଡ଼ ଡାକରା ଦିଆଯାଇଛି। ସ୍କୁଲ ପାଠ୍ୟପୁସ୍ତକଗୁଡ଼ିକରେ…