ତାଜା ଖବର ରାଜ୍ୟ No Meeting Day on Mondays: ସୋମବାରକୁ ‘ଅଣ ବୈଠକ ଦିବସ’ ଘୋଷଣା କଲେ ରାଜ୍ୟ ସରକାର September 27, 2026 Papirani ରାଜ୍ୟର ସରକାରୀ କାର୍ଯ୍ୟାଳୟଗୁଡ଼ିକରେ ଜନସାଧାରଣଙ୍କ ଅଭିଯୋଗ ଶୁଣାଣି ପ୍ରକ୍ରିୟାକୁ ଅଧିକ କ୍ରିୟାଶୀଳ ଓ ସୁବ୍ୟବସ୍ଥିତ କରିବା ପାଇଁ ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏଣିକି ପ୍ରତ୍ୟେକ ସୋମବାରକୁ ‘ଅଣ ବୈଠକ ଦିବସ’ ଭାବେ ପାଳନ କରାଯିବ। ସାଧାରଣ…