ତାଜା ଖବର ରାଜ୍ୟ PUCC Directive Withdrawal: PUCC ନ ଥିଲେ ପେଟ୍ରୋଲ ମିଳିବନି ନିର୍ଦ୍ଦେଶ ହେଲା ପ୍ରତ୍ୟାହୃତ January 27, 2026 Papirani ରାଜ୍ୟର ଗାଡ଼ି ଚାଳକଙ୍କ ପାଇଁ ଆଶ୍ୱସ୍ତିକର ଖବର। ପ୍ରଦୂଷଣ ପ୍ରମାଣପତ୍ରକୁ ନେଇ ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଶୁଣାଇଛନ୍ତି। ଏଣିକି PUCC ନ ଥିଲେ ବି ମିଳିବ ପେଟ୍ରୋଲ। ଏନେଇ ହାଇକୋର୍ଟରେ ସତ୍ୟପାଠ ଦାଖଲ କଲେ ରାଜ୍ୟ ସରକାର। ସରକାରଙ୍କ…