Tag: Nuakhai

ନୂଆଖାଇ ପରଦିନ ଅଗଷ୍ଟ ୨୯ ତାରିଖକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କୃଷି ଭିତ୍ତିକ ଗଣପର୍ବ ନୂଆ ଖାଇ ଅବସରରେ ପ୍ରତିବର୍ଷ ଛୁଟି ଘୋଷଣା କରାଯାଇଥାଏ । ପଶ୍ଚିମ ଓଡିଶାର ସାଂସ୍କୃତିକ ଐତିହ୍ୟକୁ ସମ୍ମାନ ଦେଇ ଚଳିତ ବର୍ଷ ଅଗଷ୍ଟ ୨୯ ତାରିଖକୁ ଛୁଟି ଘୋଷଣା କରାଯାଇଛି । ନୂଆଖାଇ ପରଦିନ ମଧ୍ୟ ପଶ୍ଚିମ…

ଅଗଷ୍ଟ ୨୯ କୁ ଛୁଟି ଘୋଷଣା କଲେ ରାଜ୍ୟ ସରକାର

ନୂଆଖାଇ ପରଦିନ ଅର୍ଥାତ୍‍ ଅଗଷ୍ଟ ୨୯ ତାରିଖରେ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ଶୁକ୍ରବାର ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ ଏ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି । ଆସନ୍ତା ୨୮…

ନବାନ୍ନ ଖାଇଲେ ମୁଖ୍ୟମନ୍ତ୍ରୀ

ନୂଆଁଖାଇରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଁ ଖାଇଲେ। ମୁଖ୍ୟମନ୍ତ୍ରୀ ରବିବାର ସମ୍ବଲପୁର ଗସ୍ତ କରିବା ସହିତ ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଈଙ୍କ ଦର୍ଶନ କରି ଚାଷୀଙ୍କ ଉନ୍ନତି କାମନା କରିଛନ୍ତି। ମା’ଙ୍କୁ ଦର୍ଶନ କରିବା ପରେ ସେ ପଶ୍ଚିମଓଡ଼ିଶାବାସୀଙ୍କୁ ନୂଆଁଖାଇ…

ମା’ ସମଲେଶ୍ୱରୀଙ୍କ ନିକଟକୁ ଆସିଲା ସରିଆ ଧାନ

ଆସନ୍ତା ୮ ତାରିଖରେ ପାଳନ ହେବାକୁ ଯାଉଛି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ନୁଆଁଖାଇରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଇଙ୍କୁ ନବାନ୍ନ ଅର୍ପଣ ହେବ। ଆଜି ଚାଷୀ ନିଜ କ୍ଷେତରେ ଅମଳ ହୋଇଥିବା ସରିଆ ଧାନ ମୁଖ୍ୟ ପୂଜକଙ୍କୁ ପ୍ରଦାନ…

ଏଥର ଦୁଇ ଦିନ ମିଳିବ ନୂଆଁଖାଇ ଛୁଟି

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଗଣ ପର୍ବ ନୂଆଁଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି। ସୂଚନା ଯୋଗ୍ୟ ଯେ ନୂଆଁଖାଇ ସେପ୍ଟେମ୍ବର ୮ ତାରିଖ ରବିବାର ଛୁଟି ଦିବସ ହୋଇଥିବାରୁ ସେପ୍ଟେମ୍ବର ୯ ତାରିଖ…

ନୂଆଁଖାଇ ପାଇଁ ଶୁଭ ଲଗ୍ନ ଧାର୍ଯ୍ୟ

ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏ ନେଇ ପ୍ରସ୍ତୁତି ଜୋରଦାର ଚାଲିଛି। ଇତିମଧ୍ୟରେ ଆସନ୍ତା ୮ରେ ମା’ ସମଲେଶ୍ଵରୀଙ୍କ ନିକଟରେ ନବାନ୍ନ ଲାଗି ହେବ। ସକାଳ ୯ଟା ୧୨ରୁ ୯ଟା ୨୭ ମଧ୍ୟରେ ଲାଗି ହେବ ନବାନ୍ନ। ନବାନ୍ନ ଲାଗି ପରେ…

ନୂଆଁଖାଇ ନବାନ୍ନ ଲାଗି ପାଇଁ ଲଗ୍ନ ଧାର୍ଯ୍ୟ

ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏହି ପର୍ବକୁ ପଶ୍ଚିମାଂଚଳବାସୀ ବେଶ ଧୁମଧାମରେ ପାଳନ କରିଥାନ୍ତି । ଏବେ ନବାନ୍ନ ଲାଗି ପାଇଁ ବାହାରିଛି ନୂଆଁଖାଇ ଲଗ୍ନ। ସେପ୍ଟେମ୍ବର ୮ରେ ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବ ।ରବିବାର ସକାଳ ୯ଟା ୩୫ରୁ…