Tag: Nuakhai Bhetghat

ସମ୍ବଲପୁରରେ ନୂଆଁଖାଇ ଭେଟଘାଟ ଉତ୍ସବରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ ଅବସରରେ ଆଜି ସମ୍ବଲପୁରରେ ଏକ ଭବ୍ୟ ସମାରୋହ ଆୟୋଜିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ଭେଟଘାଟକୁ ପାରମ୍ପରିକ କାର୍ଯ୍ୟକ୍ରମ ନୁହେଁ ବରଂ ଏହା ଆମ…