Tag: Nuapada By-Election

Nuapada By-Election: ନୂଆପଡ଼ା ଝଙ୍କଡ ପାଇକ ସମାଜର ବନ୍ଧୁମିଳନ ଉତ୍ସବରେ ଯୋଗଦେଲେ ବିଜେପି ନେତା

ନୂଆପଡ଼ା ଜିଲ୍ଲା ଝଙ୍କଡ ପାଇକ ସମାଜର ଏକ ବନ୍ଧୁମିଳନ ଉତ୍ସବ ଆଜି ନୂଆପଡ଼ା ରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ରାଜ୍ୟ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ରାଜ୍ୟ କ୍ଷୁଦ୍ର ଶିଳ୍ପ ତଥା ପଶୁସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, କଳାହାଣ୍ଡି…

Nuapada By-Election: ୨୦୨୯ ରେ ଭକ୍ତ ଦାସଙ୍କ ନେତୃତ୍ୱରେ ନିର୍ବାଚନ ଲଢ଼ିବ କଂଗ୍ରେସ: ଲଲ୍ଲୁ

ଆଜି ନୂଆପଡ଼ା ସ୍ଥିତ କଂଗ୍ରେସ ଭବନ ଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମୀଳନୀରେ ଓଡିଶା କଂଗ୍ରେସ ପ୍ରଭାରୀ ଅଜୟ କୁମାର ଲଲ୍ଲୁ କହିଥିଲେ ଯେ, ନୂଆପଡା ଓଡ଼ିଶାର ସବୁଠୁ ପଛୁଆ ଜିଲ୍ଲା । ଏହା ମଧ୍ୟ ଆଦିବାସୀ ବହୁଳ ଜିଲ୍ଲା ଭାବରେ ପରିଚିତ…

Nuapada By-Election: ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ: ଲୋକସମ୍ପର୍କ ଅଧିକାରୀ ନିଲମ୍ବିତ

ଆକ୍ସନ ମୋଡରେ ନିର୍ବାଚନ କମିଶନ । ନିର୍ବାଚନ ଆଦର୍ଶ ଆଚରଣ ବିଧି କୁ ଉଲଘଂନ କରିବା ସରକାରୀ ଅଧିକାରୀଙ୍କ ପାଇଁ ପଡ଼ିଛି ମାହାଙ୍ଗା । ଏବେ ଚାଲିଛି ନିର୍ବାଚନୀ ମାହୋଲ ଚାଲିଥିବା ବେଳେ ନିର୍ବାଚନ ଆଚରଣ ବିଧି ଉଲଂଘନ କରି କାର୍ଯ୍ୟରୁ…

Nuapada-Bypoll: ନୂଆପଡ଼ା ଉପନିର୍ବାଚନ ପ୍ରଚାର ମଇଦାନକୁ ଓହ୍ଲାଇବେ ନବୀନ

ଉପନିର୍ବାଚନ ପାଇଁ ନୂଆପଡ଼ାରେ ପ୍ରଚାର ସରଗରମ ରହିଥିବାବେଳେ ଏହି କ୍ରମରେ ଆସନ୍ତା ୩ ତାରିଖ ଦିନ ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଦଳୀୟ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ସପକ୍ଷରେ ନବୀନ…

Chai Pe Charcha: ନୂଆପଡା ଏନଏସିରେ ବିଜେପି ରାଜ୍ୟସଭାପତିଙ୍କ ଚାଏ-ପେ-ଚର୍ଚ୍ଚା; ସ୍ଥାନୀୟାବାସୀନ୍ଦାଙ୍କ ସହ କଲେ ଆଲୋଚନା

ନୂଆପଡା ବିଧାନସଭା ଉପନିର୍ବାଚନରେ ପରିପ୍ରେକ୍ଷୀ ରେ ଆଜି ସକାଳେ ନୂଆପଡ଼ା ଏନଏସିର ଏକତା ଛକରେ ବିଜେପି ପକ୍ଷରୁ “ଚାଏ ପେ ଚର୍ଚ୍ଚା” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ସାମିଲ ହୋଇ ସ୍ଥାନୀୟ ବାସିନ୍ଦାଙ୍କ…

Nuapada By-Election: ନୂଆପଡ଼ାରେ ବିଜେପିର କୁମ୍ଭାର ସମାବେଶ

ନୂଆପଡା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କୋମନା ବ୍ଲକର ରେଙ୍ଗ ଠାରେ ନୂଆପଡା କୁମ୍ଭାର ସମାଜ ଓ କୁମ୍ଭାର ଯୁବାମଞ୍ଚ ଓଡିଶା ତରଫରୁ ସାମାଜିକ ସମାରୋହ ଅୟୋଜିତ ହୋଇଯାଇଛି । ଏହି ସମାବେଶ ରେ ଓଡ଼ିଶା ସରକାର ଙ୍କ ସମବାୟ ମନ୍ତ୍ରୀ ପ୍ରଦୀପ…

Nuapada Bypoll: ଆସନ୍ନ ବାତ୍ୟା ଓ ଉପନିର୍ବାଚନ ପୂର୍ବରୁ ଡିଆଇଜିଙ୍କ ଛୁଟିରେ ଯିବାକୁ ନେଇ
ପ୍ରଶ୍ନ ଉଠାଇଲା ବିଜେଡି

ବିଜୁ ଜନତା ଦଳର ଏକ ପ୍ରତିନିଧି ମଣ୍ଡଳୀ ଆଜି ରାଜ୍ୟର ମୁଖ୍ୟ ନିର୍ବାଚନ କମିସନରଙ୍କୁ ଭେଟି ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ, ଯେଉଁଥିରେ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି କନୱର ବିଶାଲ ସିଂ ଅଚାନକ ଛୁଟିରେ ଯିବା ନେଇ ସନ୍ଦେହ ପ୍ରକଟ କରିଛନ୍ତି…

Nuapada Bypoll: ନୂଆପଡ଼ାରେ ବିଜେପି ପକ୍ଷରୁ ଆୟୋଜିତ ହେଲା ଆଦିବାସୀ ସମାଜ ସମ୍ମିଳନୀ

ନୁଆପଡ଼ା ବିଧାନସଭା ଉପନିର୍ବାଚନ ରେ ବର୍ତ୍ତମାନ ପ୍ରଚାର ଜୋର୍ ଧରିଲାଣି । ଆଜି ବିଜେପି ପକ୍ଷରୁ ସରାବୋଙ୍ଗ ପଞ୍ଚାୟତ ଅଧିନସ୍ଥ ଭଇଁସମୁଣ୍ଡି ଗ୍ରାମ ଠାରେ ଏକ ଆଦିବାସୀ ସମାଜ ସମ୍ମିଳନୀ କାର୍ଯକ୍ରମ ଆୟୋଜିତ ହୋଇ ଯାଇଛି । ଏଥିରେ ଓଡ଼ିଶା ସରକାରଙ୍କ…

Nuapada By-Election: ନୂଆପଡ଼ା ନିର୍ବାଚନୀ ପ୍ରଚାର ମଇଦାନରେ ଓହ୍ଲାଇଲେ ରାଜେନ୍ଦ୍ର ଢୋଲକିଆଙ୍କ ଧର୍ମପତ୍ନୀ

ନୂଆପଡ଼ାରେ ଜମୁଛି ପ୍ରଚାର ମୈଦାନ, ତିନି ପ୍ରମୁଖ ଦଳର ହେଭିୱେଟ ପ୍ରଚାରର ମଙ୍ଗ ଧରିଛନ୍ତି । ଆଜି ନିର୍ବାଚନୀ ପ୍ରଚାର ମଇଦାନ କୁ ଓହ୍ଲେଇଛନ୍ତି ଜୟ ଙ୍କ ମାତା ତଥା ପୁର୍ବତନ ବିଧାୟକ ରାଜେନ୍ଦ୍ର ଙ୍କ ପତ୍ନୀ କଳ୍ପନା ଢୋଲକିଆ ।…

Nuapada By-Election: ନୂଆପଡା ଉପନିର୍ବାଚନ ପାଇଁ ବଞ୍ଜାରୀ ଦେବୀ ମନ୍ଦିରରୁ ପ୍ରଚାର ଅଭିଯାନ ଆରମ୍ଭ କଲା ବିଜେଡି 

ବିଜୁ ଜନତା ଦଳ ଗୁରୁବାର ନୂଆପଡା ବିଧାନସଭା ଉପନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ପ୍ରଚାର ଅଭିଯାନର ଶୁଭାରମ୍ଭ କରିଛି । ମା’ ବଞ୍ଜାରୀ ଦେବୀ ମନ୍ଦିରରେ ବିଜେଡିର ବରିଷ୍ଠ ନେତାମାନେ ନୂଆପଡ଼ା ଉପନିର୍ବାଚନ ପାଇଁ ଦଳର ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ବିପୁଳ…