ତାଜା ଖବର ରାଜନୀତି ରାଜ୍ୟ BJP Candidate Jay Dholakia: ନୂଆପଡ଼ା ଉପନିର୍ବାଚନ; ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କଲା ବିଜେପି October 15, 2025 Papirani ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ନୂଆପଡ଼ା ଉପନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି ଜୟ ଢୋଲକିଆଙ୍କ ନାମରେ ମୋହର ମାରିଛି । ଏନେଇ ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ଘୋଷଣା କରାଯାଇଛି । ଦିବଙ୍ଗତ…
ରାଜନୀତି ରାଜ୍ୟ ସବୁ ସେ ପଇଡ଼ର ଖେଳ: ସେବେ ୫୦୦; ଏବେ ୧୦୦୦ October 14, 2025 Nirvay ଏବେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ପଇଡ଼ ପିଉଥିବା ଭିଡିଓଟି ବେଶ ଭାଇରାଲ ହେଉଛି । ସେ ପଇଡ଼ ପିଇବା ପରେ ଦୋକାନୀଙ୍କୁ ୧୦୦୦ ଟଙ୍କା ଦେଇଥିଲେ । ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ବିରୋଧୀ ଦଳ ନେତା ଶ୍ରୀ…
ତାଜା ଖବର ରାଜନୀତି ରାଜ୍ୟ ୧୬ରେ ନୂଆପଡ଼ା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ October 14, 2025 Papirani ଆସନ୍ତା ୧୬ ତାରିଖରେ ନୂଆପଡ଼ା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୧୬ରେ ବିଜେପି ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ ବେଳେ ଉପସ୍ଥିତ ରହିବେ ମୁଖ୍ୟମନ୍ତ୍ରୀ । ନାମାଙ୍କନ ବେଳେ ଉପସ୍ଥିତ ସହ ବିଶାଳ ସମାବେଶ କରିବେ ମୁଖ୍ୟମନ୍ତ୍ରୀ । ଏ ନେଇ…
ତାଜା ଖବର ରାଜନୀତି ରାଜ୍ୟ ନୂଆପଡ଼ା ଉପନିର୍ବାଚନ: ବିଜେଡି ପ୍ରାର୍ଥୀ ହୋଇପାରନ୍ତି ମନୋଜ ମିଶ୍ର October 14, 2025 Papirani ନୂଆପଡ଼ା ଉପ ନିର୍ବାଚନ ପାଇଁ ସରଗରମ ରାଜନୀତି । ଭାଜପାର ପ୍ରାର୍ଥୀ ଜୟ ହେବା ନେଇ ଏକପ୍ରକାର ନିଶ୍ଚତ ହେବା ପରେ ବିଜେଡିରୁ କିଏ ହେବେ ପ୍ରାର୍ଥୀ ତାହାକୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ମନୋଜ ମିଶ୍ର ପ୍ରାର୍ଥୀ ହୋଇପାରନ୍ତି ବୋଲି…
ରାଜ୍ୟ ନୂଆପଡା ନିର୍ବାଚନରେ ବ୍ୟବହାର ହେବ ହେଲିକଫ୍ଟର October 13, 2025 Nirvay ନୂଆପଡା ନିର୍ବାଚନରେ ବ୍ୟବହାର ହେବ ହେଲିକଫ୍ଟର । ଏନେଇ ମୁଖ୍ୟ ନିର୍ବାଚନ ଅଧିକାରୀ ଆରଏସ୍ ଗୋପାଳନ ସୂଚନା ଦେଇଛନ୍ତି । ଦୁର୍ଗମ ଅଞ୍ଚଳର ୫ଟି ସ୍ଥାନରେ ୮ଟି ବୁଥ୍ରେ ବ୍ୟବହାର ହେବ ହେଲିକପ୍ଟର । ଲୋକଙ୍କୁ ନେବା ଆଣିବା ପାଇଁ ବ୍ୟବହାର…
ତାଜା ଖବର ରାଜ୍ୟ ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି October 13, 2025 Papirani ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ନିର୍ବାଚନ କମିଶନଙ୍କ ପକ୍ଷରୁ ଏ ସଂପର୍କିତ ବିଜ୍ଞପ୍ତି ପ୍ରକାଶ ପାଇବ । ଏହା ପରେ ପରେ ଆରମ୍ଭ ହୋଇଯିବ ନାମାଙ୍କନ ଦାଖଲ ପ୍ରକ୍ରିୟା। ନାମାଙ୍କନ ଦାଖଲର ଶେଷ ଦିନ ହେଉଛି ଆସନ୍ତା…
ତାଜା ଖବର ରାଜନୀତି ରାଜ୍ୟ ବିଜେପି କୋର୍ କମିଟି ବୈଠକରେ ନୂଆପଡ଼ା ଉପନିର୍ବାଚନକୁ ନେଇ ରଣନୀତି ପ୍ରସ୍ତୁତି October 12, 2025 Papirani ନୂଆପଡ଼ା ପାଇଁ ବିଜେପି କୋର୍ କମିଟି ବୈଠକରେ ରଣନୀତି ପ୍ରସ୍ତୁତି । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ, କ୍ଷେତ୍ରୀୟ ପ୍ରଭାରି ସୁନୀଲ ବଂଶଲ,…
ତାଜା ଖବର ରାଜନୀତି ରାଜ୍ୟ ନୂଆପଡ଼ାରେ ତ୍ରିମୁଖୀ ଲଢେଇ ହେବନାହିଁ; କେବଳ ବିଜେପି କଂଗ୍ରେସ ଲଢେଇ ହେବ: ପିସିସି ସଭାପତି October 12, 2025 Papirani ନୂଆପଡା ଉପନିର୍ବାଚନ ପ୍ରସଙ୍ଗରେ ଆଜି ବଡ଼ ବୟାନ ଦେଇଛନ୍ତି ପିସିସି ସଭାପତି ଭକ୍ତ ଦାସ । ସେ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ପିସିସି ସଭାପତି ଭକ୍ତ ଦାସ କହିଛନ୍ତି ନୂଆପଡ଼ାରେ ତ୍ରିମୁଖୀ ଲଢେଇ ହେବନାହିଁ । କେବଳ ବିଜେପି କଂଗ୍ରେସ ଲଢେଇ…
ରାଜନୀତି ରାଜ୍ୟ ନୂଆପଡ଼ା ଉପନିର୍ବାଚନ ୨୦୨୫: ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା October 9, 2025 Nirvay ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶ ଆଜି ସର୍ବଦଳୀୟ ପ୍ରତିନିଧି ମଣ୍ଡଳ ସହିତ ଚୁଡାନ୍ତ ଭୋଟର୍ ତାଲିକା ପ୍ରକାଶିତ କରିଛନ୍ତି । ସୂଚନାଯୋଗ୍ୟ ଯେ ନୂଆପଡା ବିଧାନ ସଭା ମଣ୍ଡଳୀ – ୭୧ ନୂଆପଡା, ୧୧ – କଳାହାଣ୍ଡି ପାର୍ଲିଆମେଣ୍ଟରୀ ନିର୍ବାଚନ ମଣ୍ଡଳୀ…
ତାଜା ଖବର ରାଜନୀତି ରାଜ୍ୟ ପ୍ରକାଶ ପାଇଲା ନୂଆପଡ଼ାର ଚୂଡ଼ାନ୍ତ ଭୋଟର ତାଲିକା October 9, 2025 Papirani ପ୍ରକାଶ ପାଇଲା ନୂଆପଡ଼ା ବିଧାନସଭାର ଚୂଡ଼ାନ୍ତ ଭୋଟର ତାଲିକା । ଉପନିର୍ବାଚନକୁ ମାସେ ବାକି ଥିବାବେଳେ ନୂଆପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି । ସବୁ ରାଜନୈତିକ ଦଳ ଉପସ୍ଥିତିରେ ତାଲିକା ପ୍ରକାଶ କଲେ ଜିଲ୍ଲାପାଳ…