Tag: Nuapada By-Election

ବାଜିଲାଣି ନୂଆପଡ଼ା ଉପନିର୍ବାଚନ ବିଗୁଲ; କେଉଁଠି ନବୀନ?

ଓଡ଼ିଶାରେ ଏବେ ବିଜେପି ନେତୃତ୍ବାଧୀନ ସରକାର ସମୟରେ ପ୍ରଥମ ଉପନିର୍ବାଚନ ହେବାକୁ ଯାଉଛି । ନୂଆପଡ଼ା ବିଧାନସଭା କ୍ଷେତ୍ରରେ ରାଜେନ୍ଦ୍ର ଢୋଲକିଆଙ୍କ ଅକାଳ ବିୟୋଗ ପରେ ଆସନ ଖାଲି ପଡ଼ିଛି । ଏହା ମୋହନ ସରକାରଙ୍କ ପାଇଁ ଏକ ସୁବର୍ଣ୍ଣ ସୁଯୋଗ…

ନୂଆପଡ଼ା ଉପନିର୍ବାଚନ ପାଇଁ ଷ୍ଟିଅରିଂ, ଜୋନାଲ୍ ଏବଂ ଲୋକାଲ୍ ଆକ୍ସନ କମିଟି ଗଠନ କଲା ବିଜେଡି

ନୂଆପଡ଼ା ଉପନିର୍ବାଚନ ପାଇଁ ଷ୍ଟିୟରିଂ ଓ ଜୋନାଲ୍‌ କମିଟି ଗଠନ କଲା ବିଜେଡି । ନୂଆପଡା ଉପନିର୍ବାଚନକୁ ନଜରରେ ରଖି ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ ଆଜି ବରିଷ୍ଠ ନେତାମାନଙ୍କୁ ନେଇ ତିନୋଟି କମିଟି ଗଠନ କରିଛନ୍ତି। ଦଳର…

ନୂଆପଡ଼ା ଉପନିର୍ବାଚନ: କେତେ ଦମ୍ ରେ ଲଢ଼ିବ ବିଜେଡି ?

ନୂଆପଡ଼ା ବିଧାନସଭା କ୍ଷେତ୍ର ପାଇଁ ଉପନିର୍ବାଚନ ତାରିଖ ଘୋଷଣା ହୋଇଛି । ଆସନ୍ତା ୧୧ ତାରିଖରେ ମତଦାନ ଓ ୧୪ରେ ଭୋଟ ଗଣତି ପାଇଁ ତାରିଖ ଧାର୍ଯ୍ୟ ହୋଇଛି । ରାଜ୍ୟରେ ନୂଆ କରି ସରକାର ଗଠନ କରିଥିବା ବିଜେପି ନେତୃତ୍ୱରେ…

କାଲି ରାଜ୍ୟ ବିଜେପି ଅଫିସରେ ଦିଆଯିବ ଜନଜାତି ବିଧାୟକ ଓ ସାଂସଦଙ୍କୁ ପ୍ରଶିକ୍ଷଣ

କାଲି ରାଜ୍ୟ ବିଜେପି ଅଫିସରେ ଜନଜାତି ବିଧାୟକ ଓ ସାଂସଦଙ୍କୁ ପ୍ରଶିକ୍ଷଣ । ଏହି ପ୍ରଶିକ୍ଷଣରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ରାଷ୍ଟ୍ରୀୟ ସଂଗଠନ ମହାମନ୍ତ୍ରୀ ବିଏଲ୍‌ ସନ୍ତୋଷ ଓ ରାଷ୍ଟ୍ରୀୟ ସଂଗଠକ ଭି. ସତୀଶ ମଧ୍ୟ ଯୋଗ ଦେବେ…

ନୂଆଦିଲ୍ଲୀରୁ ଫେରି ନୂଆପଡ଼ା କେବେ ଯିବେ ନବୀନ ?

ନୂଆପଡ଼ା ଉପନିର୍ବାଚନ ପାଇଁ ତାରିଖ ଘୋଷଣା ସରିଛି। ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ନୂଆପଡ଼ା ପାଇଁ ଅନେକ ଉପହାର ଘୋଷଣା କରିସାରିଛନ୍ତି। କଂଗ୍ରେସ ସଭାପତି ଭକ୍ତଚରଣ ଦାସ ମଧ୍ଯ ନୂଆପଡ଼ାରେ। କିନ୍ତୁ ବିଜୁ ଜନତା ଦଳ ସଭାପତି…

ନୂଆପଡ଼ା ଉପନିର୍ବାଚନ: ଘାସିରାମ ମାଝୀ ହେଲେ କଂଗ୍ରେସ ପ୍ରାର୍ଥୀ

ନୂଆପଡା ବିଧାନସଭାର ଉପ-ନିର୍ବାଚନ ପାଇଁ ପ୍ରଥମ ଦଳ ଭାବେ କଂଗ୍ରେସ ଆଜି ପ୍ରାର୍ଥୀ ଘୋଷଣା କରିଛି । ଘାସିରାମ ମାଝୀଙ୍କୁ ଦଳର ପ୍ରାର୍ଥୀ ଭାବେ ଏଆଇସିସି ପକ୍ଷରୁ ନାମ ଘୋଷଣା କରାଯାଇଛି । ନୂଆପଡାରେ ଜଣେ ଆଦିବାସୀ ଚେହେରା ଭାବରେ ଘାସିରାମ…

ନୂଆପଡ଼ାର ସାମଗ୍ରିକ ଉନ୍ନତି ପାଇଁ ବିଜେପି ସରକାର ପ୍ରତିଶ୍ରୁତିବଦ୍ଧ: ମନମୋହନ ସାମଲ

ନୂଆପଡ଼ା ଜିଲ୍ଲାର ସାମଗ୍ରିକ ଉନ୍ନତି ପାଇଁ ବିଜେପି ସରକାର ପ୍ରତିଶ୍ରୁତିବଦ୍ଧ । ସରକାରଙ୍କ ବିକାଶମୂକଳ କାର୍ଯ୍ୟ ଉପରେ ନୂଆପଡ଼ାବାସୀଙ୍କ ଆଶା ଓ ବିଶ୍ୱାସ ବଢ଼ିବାରେ ଲାଗିଛି ବୋଲି ନୂଆପଡ଼ା ଗସ୍ତରେ ଯାଇ ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି । ଆଗମୀ…