ତାଜା ଖବର ରାଜନୀତି ରାଜ୍ୟ Nuapada Bypoll: ନୂଆପଡ଼ା ଉପନିର୍ବାଚନ ପାଇଁ ସରିଲା ମତଦାନ November 11, 2025 Papirani ନୂଆପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଉପନିର୍ବାଚନ ପାଇଁ ସାରିଛି ମତଦାନ। ଏଥିସହ ଶାନ୍ତିଶୃଙ୍ଖଳାର ସହ ଭୋଟିଂ ସରିଛି। ଆଜି ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିଲା। ଇଭିଏମରେ ସିଲ ହେଲା ୧୪ ପ୍ରାର୍ଥୀଙ୍କ ଭାଗ୍ୟ। ସୁରୁଖୁରୁରେ ମତଦାନ ପାଇଁ ବ୍ୟାପକ ପଦକ୍ଷେପ…
ତାଜା ଖବର ରାଜ୍ୟ Nuapada Bypoll: ଦିନ ୧ଟା ସୁଦ୍ଧା ହୋଇଛି ୫୧.୪୨% ମତଦାନ November 11, 2025 Papirani ନୂଆପଡ଼ା ଉପନିର୍ବାଚନ ପାଇଁ ସୁରୁଖୁରୁରେ ଚାଲିଛି ମତଦାନ । ଉପନିର୍ବାଚନରେ ଦିନ ୧ଟା ସୁଦ୍ଧା ୫୧.୪୨ ପ୍ରତିଶତ ମତଦାନ ହୋଇଥିବା ହୋଇଥିବା ଜଣାପଡିଛି । ଭୋଟର ମାନେ ନିଜ ନିଜର ମତ ସାବ୍ୟସ୍ତ କରିଛନ୍ତି । ମୋଟ ୩୫୮ ବୁଥରେ ଚାଲିଛି…
ତାଜା ଖବର ରାଜନୀତି ରାଜ୍ୟ Nuapada ByeElection: କୌଣସି ଜିଲ୍ଲାରୁ ଆସିନାହିଁ ଇଭିଏମ ଚୋରି ଅଭିଯୋଗ: ମୁଖ୍ୟ ନିର୍ବାଚନ ଅଧିକାରୀ November 10, 2025 Papirani ଇଭିଏମ ଚୋରି ଅଭିଯୋଗକୁ ନେଇ ଆଜି ସାମ୍ୱାଦିକ ସମ୍ମିଳନୀ କରିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ । ଗଞ୍ଜାମ ଜିଲ୍ଲାରୁ ଇଭିଏମ୍ ମେସିନ୍ ଏକ ଟ୍ରକରେ ଆସିଥିବା ଅଭିଯୋଗକୁ ସମ୍ପୂର୍ଣ୍ଣଭାବେ ଖଣ୍ଡନ କରିଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ସେ କହିଛନ୍ତି…
ତାଜା ଖବର ରାଜନୀତି ରାଜ୍ୟ Nuapada Bypoll: ଅପଶବ୍ଦ ବ୍ୟବହାର ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଭୁଲ ମାଗନ୍ତୁ: ଭକ୍ତ ଦାସ November 9, 2025 Papirani ନିର୍ବାଚନ ପ୍ରଚାରର ଶେଷ ଦିନରେ ନୂଆପଡ଼ାର ଖୁଣ୍ଟିଆ ଭବନ ଠାରେ ଏକ ସାମ୍ବାଦିକ ସମ୍ମିଳନୀ କୁ ସମ୍ବୋଧିତ କରି ପିସିସି ସଭାପତି ଭକ୍ତ ଚରଣ ଦାସ କହିଛନ୍ତି କଂଗ୍ରେସର ନିର୍ବାଚନ ପ୍ରଚାର କାର୍ଯ୍ୟକ୍ରମକୁ ଉପଯୁକ୍ତ ସମୟ ଦେଇଥିବାରୁ ସମସ୍ତ ଗଣମାଧ୍ୟମର ବନ୍ଧୁମାନଙ୍କୁ…
ବ୍ୟବସାୟ Nuapada Bypoll: ଶସ୍ତା ରାଜନୀତି କରି ନିର୍ବାଚନ ବୈତରଣୀ ପାର ହେବାକୁ ଚେଷ୍ଟା କରୁଛି ବିଜେଡି ଓ କଂଗ୍ରେସ: ମନମୋହନ ସାମଲ November 9, 2025 Papirani ଏକ ଅଭାବନୀୟ ପରିସ୍ଥିତିରେ ନୂଆପଡା ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଆସନ୍ତା ୧୧ ତାରିଖ ଦିନ ନୂଆପଡାବାସୀ ତାଙ୍କ ବିଧାୟକଙ୍କୁ ଚୟନ କରିବେ । ଆଜି ପ୍ରଚାର ପ୍ରସାର କାର୍ଯ୍ୟ ଶେଷ ହେବାକୁ ଯାଉଥିବାବେଳେ ଆସନ୍ତା ୧୪ ତାରିଖ ଦିନ…
ରାଜନୀତି ରାଜ୍ୟ Nuapada Campaign: ନୂଆପଡ଼ାରେ ମୁଖ୍ୟମନ୍ତ୍ରୀଙ୍କ ରୋଡ୍ ଶୋ’ November 8, 2025 Nirvay ନୂଆପଡା ଉପନିର୍ବାଚନ ପାଇଁ କାଲି ସରିବ ପ୍ରଚାର । ତାପୂର୍ବରୁ ଆଜି କମ୍ପିଛି ନୂଆପଡା ମୈଦାନ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନୂଆପଡ଼ାରେ ରୋଡ୍ ଶୋ’ କରିଛନ୍ତି । ନୂଆପଡ଼ା ଉପନିର୍ବାଚନ ପାଇଁ ସେ ବିଜେପି ପ୍ରାର୍ଥୀ ଜୟ…
ତାଜା ଖବର ରାଜନୀତି ରାଜ୍ୟ Nuapada Bypoll: ନୂଆପଡ଼ା ଉପନିର୍ବାଚନ: ୯ ତାରିଖ ଅପରାହ୍ନ ୪ଟା ସୁଦ୍ଧା ବାହାର ଲୋକଙ୍କୁ ନୂଆପଡ଼ା ଛାଡିବାକୁ ନିର୍ଦ୍ଦେଶ November 7, 2025 Papirani ନୂଆପଡ଼ା ନିର୍ବାଚନକୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପ୍ରେସମିଟ୍ । ୯ ତାରିଖ ଅପରାହ୍ନ ୪ଟା ସୁଦ୍ଧା ବାହାର ଲୋକଙ୍କୁ ନୂଆପଡ଼ା ଛାଡିବାକୁ ନିର୍ଦ୍ଦେଶ । ଦିଆଯାଇଥିବା ନିର୍ଦ୍ଦେଶ ଅନୁଯାୟୀ ଯିଏ ନୂଆପଡ଼ା ଯାଇଛନ୍ତି ନିର୍ବାଚନର ୪୮ ଘଣ୍ଟା ପୂର୍ବରୁ…
ତାଜା ଖବର ରାଜନୀତି ରାଜ୍ୟ Nuapada Bypoll: ବିଜେପି ସରକାରରେ କେବଳ ମିଳିଛି ପ୍ରତାରଣା ଓ ମିଛ ପ୍ରତିଶ୍ରୁତି: ନବୀନ ପଟ୍ଟନାୟକ November 7, 2025 Papirani ନୂଆପଡ଼ା ଉପନିର୍ବାଚନକୁ ଆଉ ୩ ଦିନ ବାକି ଥିବା ବେଳେ ସବୁ ରାଜନୈତିକ ଦଳ ଏବେ ଜୋରଦାର ପ୍ରଚାରରେ ଲାଗିଛନ୍ତି। ନୂଆପଡ଼ା ଉପନିର୍ବାଚନ ପାଇଁ ସମୟ ପାଖେଇ ଆସୁଥିବା ବେଳେ ଆଜି ପ୍ରଚାର ମଇଦାନରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଖରିଆର…
ତାଜା ଖବର ରାଜନୀତି ରାଜ୍ୟ Nuapada Bye Election: ନୂଆପଡ଼ାରେ ନବୀନଙ୍କ ରୋଡ ଶୋ’ November 7, 2025 Papirani ନୂଆପଡ଼ା ଉପନିର୍ବାଚନ ଲାଗି ନବୀନଙ୍କ ରୋଡ ଶୋ’ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଖରିଆର ରୋଡରେ ବିରାଟ ରୋଡ ସୋରେ ସାମିଲ ହୋଇଛନ୍ତି। ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର କରିଛନ୍ତି ନବୀନ। ନବୀନଙ୍କ ଏହି ରୋଡ ଶୋ’ରେ…
ତାଜା ଖବର ରାଜନୀତି ରାଜ୍ୟ Nuapada Bypoll: ଲଖନାରେ ଐତିହାସିକ ଜନସମାବେଶ; ସିଦ୍ଧାନ୍ତ ମହାପାତ୍ରଙ୍କ ମନ୍ତ୍ରମୁଗ୍ଧ ଅଭିନୟରେ ଝୁମିଲା ଅଞ୍ଚଳ November 3, 2025 Papirani ନୂଆପଡ଼ା ଉପନିର୍ବାଚନ ପରିପ୍ରେକ୍ଷିତରେ, ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କ ପ୍ରଚାର ଅଭିଯାନ ଅନ୍ତର୍ଗତ ଆଜି କମାନା ବ୍ଲକ୍ର ଅଧୀନସ୍ଥ ଲଖନା ପଞ୍ଚାୟତର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରାଙ୍ଗଣରେ ଏକ ବିଶାଳ ଓ ଐତିହାସିକ ଜନସମାବେଶ ଆୟୋଜିତ ହେଲା। ଅଞ୍ଚଳବାସୀଙ୍କ ଅପାର ଉତ୍ସାହ…