ରାଜନୀତି ରାଜ୍ୟ Nuapada By-Poll: ନୂଆପଡ଼ାର ସାମଗ୍ରିକ ବିକାଶ ପାଇଁ ବିଜେପି ସରକାର ସଂକଳ୍ପବଦ୍ଧ: ମନମୋହନ ସାମଲ October 15, 2025 Nirvay ନୂଆପଡ଼ା ଜିଲ୍ଲାର ମୌଳିକ ସମସ୍ୟାର ସମାଧାନ ସହ ସାମଗ୍ରିକ ବିକାଶ ପାଇଁ ବିଜେପି ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ନୂଆପଡ଼ାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଯୋଗ ଦେଇ ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି । ସାମଲ କହିଛନ୍ତି ଯେ, ଆଗାମୀ ଦିନରେ…