ରାଜନୀତି ରାଜ୍ୟ Nuapada Bypoll Results: ଆରମ୍ଭ ହେଲା ନୂଆପଡ଼ା ଉପନିର୍ବାଚନ ଭୋଟ୍ ଗଣତି November 14, 2025 Nirvay ଆରମ୍ଭ ହେଲା ନୂଆପଡ଼ା ଉପନିର୍ବାଚନ ଭୋଟ୍ ଗଣତି । କଡ଼ା ସୁରକ୍ଷା ଭିତରେ ଖୋଲିଲା ଷ୍ଟ୍ରଙ୍ଗରୁମ୍ । ନୂଆପଡ଼ା ନ୍ୟାସନାଲ୍ କଲେଜରେ ସୁରକ୍ଷା କଡ଼ାକଡ଼ି କରାଯାଇଛି ।ପ୍ରାରମ୍ଭିକ ଗଣତି ଅନୁଯାୟୀ, ପ୍ରଥମ ରାଉଣ୍ଡରେ ବିଜେପି ପ୍ରାର୍ଥୀ ଜୟ ଢ଼ୋଲକିଆ ୩୫୪୭ ଭୋଟରେ…
ତାଜା ଖବର ରାଜନୀତି ରାଜ୍ୟ Nuapada Bypoll: ନୂଆପଡା ଉପ ନିର୍ବାଚନ: ବୁଥ ରିଗିଙ୍ଗର ଅଭିଯୋଗ ଆଣିଲା ବିଜେଡ଼ି November 13, 2025 Papirani ଆସନ୍ତାକାଲି ଆସିବ ନୂଆପଡ଼ା ଉପନିର୍ବାଚନର ରେଜଲ୍ଟ । ତାପୂର୍ବରୁ ବଡ଼ ଅଭିଯୋଗ ଆଣିଛି ବିଜୁ ଜନତା ଦଳ । ନୂଆପଡା ଉପ ନିର୍ବାଚନରେ ୪୧ ଟି ବୁଥରେ ଭୋଟ ହାର ୯୧ ପ୍ରତିଶତରୁ ଅଧିକ ହେବା ପରେ ବୁଥ ରିଗିଙ୍ଗର ଅଭିଯୋଗ…
ରାଜନୀତି ରାଜ୍ୟ Nuapada Bye-Election: ରେକର୍ଡ ମତଦାନ ପାଇଁ ନୂଆପଡାବାସୀଙ୍କୁ ଧନ୍ୟବାଦ ଜଣାଇଲେ ବିଜେପି ସଭାପତି November 12, 2025 Nirvay ଉପନିର୍ବାଚନ ରେ ସକ୍ରିୟ ଅଂଶ ଗ୍ରହଣ କରିଥିବା ଏବଂ ନିର୍ବାଚନ ପ୍ରକ୍ରିୟାରେ ସହଯୋଗ କରିଥିବା ନୂଆପଡ଼ାର ଜନତାଙ୍କୁ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଆନ୍ତରିକ ଧନ୍ୟବାଦ ଜଣାଇଛନ୍ତି । ଏକ ସାମ୍ବାଦିକ ସମ୍ମିଳନୀରେ ବିଜେପିର ପୂର୍ବତନ ରାଜ୍ୟ ସଭାପତି ବସନ୍ତ…
ରାଜନୀତି ରାଜ୍ୟ Nuapada Bye-Election: ନୂଆପଡ଼ାରେ ରେକର୍ଡ ଭୋଟିଂ;୮୧% ରୁ ଅଧିକ ମତଦାନ November 11, 2025 Nirvay ନୂଆପଡ଼ା ଉପ ନିର୍ବାଚନରେ ଏଥର ରେକର୍ଡ ସଂଖ୍ୟକ ଭୋଟ୍ଦାନ ହୋଇଛି । ଭାରତୀୟ ନିର୍ବାଚନ କମିଶନଙ୍କ ଭୋଟର ବିବରଣୀ ଅନୁଯାୟୀ ରାତ୍ରି ୧୧ ଟା ବେଳକୁ ନୂଆପଡା ରେ ରେକର୍ଡ ୮୧.୭୨ ପ୍ରତିଶତ ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିଛନ୍ତି ।…
ତାଜା ଖବର ରାଜନୀତି ରାଜ୍ୟ Nuapada Byboll: ନୂଆପଡ଼ା ଉପନିର୍ବାଚନ; ଭୋଟ ଗୋପନୀୟତା ଉଲ୍ଲଂଘନ ପାଇଁ ଆଉ ଜଣେ ପ୍ରିଜାଇଡିଂ ଅଫିସର ସସ୍ପେଣ୍ଡ November 11, 2025 Papirani ନୂଆପଡ଼ା ଉପନିର୍ବାଚନରେ ଆଉ ଜଣେ ପ୍ରିଜାଇଡିଂ ଅଫିସର ସସ୍ପେଣ୍ଡ ହୋଇଛନ୍ତି। ନୂଆପଡ଼ା ଜିଲ୍ଲା ସିନାପାଲ୍ଲୀ ୪୬ ନଂ ବୁଥ୍ର ପ୍ରିଜାଇଡିଂ ଅଫିସର ସନ୍ଦୀପ ସ୍ବାଇଁଙ୍କୁ ସସ୍ପେଣ୍ଡ କରାଯାଇଛି। ଭୋଟରଙ୍କ ଗୋପନୀୟତା ଉଲ୍ଲଙ୍ଘନ କରିଥିବାରୁ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ନୂଆପଡା ଉପନିର୍ବାଚନ ସମୟରେ…
ତାଜା ଖବର ରାଜନୀତି ରାଜ୍ୟ Presiding Officer Suspend: ନୂଆପଡ଼ା ଉପନିର୍ବାଚନ: ପ୍ରିଜାଇଡିଂ ଅଫିସର୍ ସସ୍ପେଣ୍ଡ November 11, 2025 Papirani ନୂଆପଡ଼ା ଉପନିର୍ବାଚନରେ ପ୍ରିଜାଇଡିଂ ଅଫିସର୍ ସସ୍ପେଣ୍ଡ । କୁଳିଆବନ୍ଧ ୩୬ ନଂ ବୁଥ୍ର ଧନଞ୍ଜୟ ମଲ୍ଲିକ ସସ୍ପେଣ୍ଡ । ଏ ନେଇ ଗଣମାଧ୍ୟମରେ ସୂଚନା ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ସେ କହିଛନ୍ତି ସସ୍ପେଣ୍ଡ ପରେ ବିଭାଗ ଦ୍ବାରା…
ତାଜା ଖବର ରାଜନୀତି ରାଜ୍ୟ Nuapada Bypoll: ନୂଆପଡା ଉପନିର୍ବାଚନ: ସକାଳ ୯ଟା ସୁଦ୍ଧା ହୋଇଛି ୧୪.୯୯ ପ୍ରତିଶତ ଭୋଟିଂ November 11, 2025 Papirani ବହୁ ପ୍ରତିକ୍ଷୀତ ନୂଆପଡା ଉପନିର୍ବାଚନ ପାଇଁ ଆଜି ମତଦାନ ଆରମ୍ଭ ହୋଇଛି । ସୁରୁଖୁରୁରେ ଚାଲିଛି ଭୋଟିଂ । ସକାଳ ୯ଟା ସୁଦ୍ଧା ନୂଆପଡ଼ାରେ ୧୪.୯୯% ଭୋଟିଂ ହୋଇଥିବା ଜଣାପଡିଛି। ଆଜି ୧୪ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ସାଧାରଣ ଜନତା…
ରାଜନୀତି ରାଜ୍ୟ Nuapada Bypoll: ନୂଆପଡା ବିଧାନ ସଭା ଆସନକୁ ବିଜେପି ଚଞ୍ଚକତା କରି ହାତେଇବାକୁ ଊଦ୍ୟମ କରୁଛି: କଂଗ୍ରେସ November 10, 2025 Nirvay ବିଜେପି ନୁଆପଡ଼ା ବିଧାନସଭା ଆସନକୁ ବିଭିନ୍ନ ଚଞ୍ଚକତା କରି ହାତେଇବାକୁ ଊଦ୍ୟମ କରୁଛି ବୋଲି କଂଗ୍ରେସ ପକ୍ଷରୁ ଅଭିଯୋଗ ହୋଇଛି । କଂଗ୍ରେସ ପକ୍ଷରୁ ଅଭିଯୋଗ ହୋଇଛି ବିଜେପି କ୍ୟାରଟ ଓ ଲାଠି ନୀତି ଦେଖାଇ ସ୍ବର୍ଗତ ବିଧାୟକଙ୍କର ପୁତ୍ର ଜୟ…
ତାଜା ଖବର ରାଜନୀତି ରାଜ୍ୟ Nuapada Bye Election: ଏକପାଖିଆ ଦମନଲୀଳା ଚଳାଇଛି ନୂଆପଡ଼ା ପୁଲିିସ: ବିଜେଡି November 10, 2025 Papirani ନିର୍ବାଚନ ହାରିବା ଭୟରେ ବିଜେପି ଏବେ ପୁଲିସକୁ ବିଜେଡି ନେତାଙ୍କ ପଛରେ ଲଗାଇ ଦେଇଛି । ଯାହାକୁ ପାରିଲେ ଗିରଫ କରିନେଉଛନ୍ତି । ଆଜି ବିଜେଡି ନେତୃବୃନ୍ଦ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଏହାର ତୀବ୍ର ପ୍ରତିବାଦ କରିଛନ୍ତି । ବିଜେଡି…
ତାଜା ଖବର ରାଜନୀତି ରାଜ୍ୟ Nuapada Bypoll: ନୂଆପଡା ଉପନିର୍ବାଚନରେ ବ୍ୟବହାର ହେବ ବାୟୁସେନାର ବିମାନ November 9, 2025 Papirani ନୂଆପଡା ଉପନିର୍ବାଚନରେ ବ୍ୟବହାର ହେବ ବାୟୁସେନାର ବିମାନ। ଏଥିପାଇଁ ଶନିବାର ଭାରତୀୟ ବାୟୁସେନାର ବିମାନ ପ୍ରଥମ ଥର ପାଇଁ ଗୋତମା ଏୟାରଷ୍ଟ୍ରିପରେ ନିରାପଦ ଅବତରଣ କରିଛି । ମାଓ ପ୍ରଭାବିତ ଅଂଚଳରେ ଥିବା ବୁଥକୁ ପୋଲିଂ ପାର୍ଟିକୁ ନେଇ ଯିବ ଏହି…