Tag: Nuapada Bypoll

Nuapada Bypoll: ବିଜେଡିକୁ ସମର୍ଥନ ଜଣାଇଲେ ଭୁଞ୍ଜିଆ ସମ୍ପ୍ରଦାୟ

ଶନିବାର ଦିନ ନୂଆପଡା ବ୍ଲକ ର ସେଠଜମ୍ପାନି ଗ୍ରାମ ପଞ୍ଚାୟତରେ ଆୟୋଜିତ ଜନସଭାରେ ବିଜେଡି ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ଛୁକତିଆ ଭୁଞ୍ଜିଆ ଓ ଭୁଞ୍ଜିଆ ସମ୍ପ୍ରଦାୟ ର ଲୋକେ ସ୍ୱାଗତ ଜଣାଇଥିଲେ । ଏହି ସଭାରେ ବିଜୁ ଜନତା ଦଳର ବରିଷ୍ଠ…

Nuapada Bypoll: ବିଜେଡି ନେତାଙ୍କ ଆକ୍ରମଣ ପ୍ରସଙ୍ଗ; ନୂଆପଡାବାସୀ କାହାର କ୍ରୀତଦାସ ନୁହନ୍ତି କହିଛି ବିଜେପି

ଆଜି ନୂଆପଡାସ୍ଥିତ ଜିଲ୍ଲା କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ନୂଆପଡାର ସ୍ଥାନୀୟ ବରିଷ୍ଠ ନେତା ଖାମସିଂହ ମାଝୀ କହିଛନ୍ତି ଯେ, ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ । ନୂଆପଡାରେ ନିଜ ନିୟନ୍ତ୍ରଣ ରଖିବା ପାଇଁ ବବି ଦାସ ଏକ ବାହାର…

Nuapada Election Updates: ନୂଆପଡାରେ ବିଜେପି ର “ନୂତନ ଭୋଟର ସ୍ୱାଗତ ସମ୍ବର୍ଦ୍ଧନା” କାର୍ଯ୍ୟକ୍ରମ

ଆଜି ନୁଆପଡା ଜିଲ୍ଲାର ଶତାଧିକ ଜନସାଧାରଣ ବିଜେପିରେ ସାମିଲ ହୋଇଛନ୍ତି । ନୂଆପଡ଼ା ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ଆୟୋଜିତ “ନୂତନ ଭୋଟର ସ୍ୱାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ” ରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ନୂତନ ମତଦାତା ଭାଇ ଓ ଭଉଣୀମାନଙ୍କୁ ସ୍ୱାଗତ…

Nuapada Bypoll: କୋମନାରେ ଲୋକଙ୍କୁ ଭୟଭୀତ କରିବାକୁ ବିଜେପି ଉଦ୍ୟମ କରୁଥିବା ଅଭିଯୋଗ କରିଛି କଂଗ୍ରେସ

କୋମନାରେ କୋରାପୁଟ ବିଧାୟକଙ୍କ ପିଏସଓ ଦ୍ୱାରା ବ୍ଲାଙ୍କ ଫାୟାର କରିବା ଘଟଣା ସମ୍ପର୍କରେ ଆଜି କୋମନା ଥାନାରେ କଂଗ୍ରେସ ଦଳ ତରଫରୁ ଦାବିପତ୍ର ପ୍ରଦାନ କରାଯାଇଛି । ଗତକାଲି କୋମନା ସହର ମଧ୍ୟରେ ହୋଟେଲ ସମ୍ପର୍କ ସମ୍ମୁଖରେ ଘଟିଯାଇଥିବା ଅପରାଧିକ ଘଟଣା…

FIR lodged against Bobby Das: ବିଜେଡି ନେତା ବବି ଦାସଙ୍କ ନାଁରେ ଥାନାରେ ଅଭିଯୋଗ

ନୂଆପଡ଼ା ଉପନିର୍ବାଚନକୁ ନେଇ ରାଜନୀତି ଜୋର ଧରିଥିବାବେଳେ ବିଜେଡି ନେତା ବବି ଦାସଙ୍କ ନାଁରେ ଆଜି ନୂଆପଡ଼ା ଜିଲ୍ଲା କୋମନା ଥାନାରେ ଲିଖିତ ଅଭିଯୋଗ ହୋଇଛି । କୋମନାର ଜଣେ ଆଦିବାସୀ ଯୁବକ ଏହି ଲିଖିତ ଅଭିଯୋଗ କରିଛନ୍ତି । ଅଭିଯୋଗ…

Nuapada-Bypoll: ନୂଆପଡ଼ା ଉପନିର୍ବାଚନ ପ୍ରଚାର ମଇଦାନକୁ ଓହ୍ଲାଇବେ ନବୀନ

ଉପନିର୍ବାଚନ ପାଇଁ ନୂଆପଡ଼ାରେ ପ୍ରଚାର ସରଗରମ ରହିଥିବାବେଳେ ଏହି କ୍ରମରେ ଆସନ୍ତା ୩ ତାରିଖ ଦିନ ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଦଳୀୟ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ସପକ୍ଷରେ ନବୀନ…

Nuapada Bypoll: ନିରଞ୍ଜନ ବିଶିଙ୍କୁ ଆମେରିକା ଯାତ୍ରାରୁ ରୋକିଲା ବିଜେଡି

ମୁଣ୍ଡ ଉପରେ ନୂଆପଡ଼ା ଉପନିର୍ବାଚନ । ଏ ନେଇ ସରଗରମ ହେଉଛି ରାଜନୈତିକ ପାଣିପାଗ । ନଭେମ୍ବର ୧୧ରେ ନିର୍ବାଚନ ଥିବାବେଳେ ପ୍ରଚାର ପ୍ରସାର ଜୋରଦାର ଚାଲିଛି । ବିଜେପି, ବିଜେଡି ଓ କଂଗ୍ରେସ, ୩ ପ୍ରମୁଖ ଦଳର ନେତା ନୂଆପଡ଼ାରେ…

Nuapada Bypoll: ନୂଆପଡ଼ାରେ ବିଜେପିର ମାରାଥନ୍ ପ୍ରଚାର

ନୂଆପଡ଼ା ବିଧାନସଭାର ଉପନିର୍ବାଚନକୁ ରହିଲା ଆଉ ଦୁଇ ସପ୍ତାହ । ତିନି ପ୍ରମୁଖ ଦଳର ପ୍ରାର୍ଥୀ ବର୍ତ୍ତମାନ ପ୍ରଚାର ମଇଦାନରେ । ପ୍ରାର୍ଥୀଙ୍କ ସପକ୍ଷରେ ତାଙ୍କ ଦଳର ବିଭିନ୍ନ ସ୍ତରର ନେତୃମଣ୍ଡଳୀ ମଧ୍ୟ ନିର୍ବାଚନୀ ପ୍ରଚାର ରେ ଅଣ୍ଟା ଭିଡ଼ିଲେନି ।…

Nuapada By-Election: ନୂଆପଡ଼ା ଉପନିର୍ବାଚନ: ୫ ଜଣ ପ୍ରାର୍ଥୀଙ୍କ ନାମାଙ୍କନ ନାକଚ

ନୂଆପଡା ଉପନିର୍ବାଚନ ପାଇଁ ସରିଲା ପ୍ରାର୍ଥୀ ପତ୍ର ଯାଞ୍ଚ । ଉପନିର୍ବାଚନରେ ୫ ଜଣ ପ୍ରାର୍ଥୀଙ୍କ ନାମାଙ୍କନ ନାକଚ । ନାମାଙ୍କନ ଯାଞ୍ଚର ଶେଷ ଦିନରେ ୫ ପ୍ରାର୍ଥୀଙ୍କ ନାମାଙ୍କନ ନାକଚ । ଉପନିର୍ବାଚନ ପାଇଁ ୧୯ ଜଣ ନାମାଙ୍କନ ଭରିଥିବା…

Nuapada By-Election: ଏକତା ହିଁ ଶକ୍ତି: ନୂଆପଡ଼ାରେ ବିଜେପି ନେତା ଏକଜୁଟ

ଓଡ଼ିଶାର ପ୍ରଭାବଶାଳୀ ଦଳ ଭାବେ ନୂଆପଡ଼ାରେ ବିଜେପି ଏକଜୁଟ ଅଛି । ବିଜେପି ନେତୃତ୍ବାଧୀନ ପ୍ରଥମ ଉପନିର୍ବାଚନ ହୋଇଥିବା ବେଳେ ବିଜେପି ନିର୍ବାଚନ ବୈତରଣୀ ପାର ହେବାକୁ ଚେଷ୍ଟା ଜାରି ରଖିଛି । ଦଳୀୟ ନେତା ଓ କର୍ମୀଙ୍କ ମଧ୍ୟରେ ଏକତା…