ରାଜନୀତି ରାଜ୍ୟ ବଳ ପାଉନି ବିଜେଡି; ଛୁରିଆଙ୍କୁ ନେଇ ନାହିଁ ଉତ୍ସାହ October 18, 2025 Nirvay ଦିନେ ଓଡ଼ିଶାର ଏକ ପ୍ରମୁଖ ଦଳ ଭାବେ ଶାସନଭାର ସମ୍ଭାଳିଥିବା ବିଜେଡିର ଏବେ ବଳ ପାଉନି । ମୁହଁ ମାଡ଼ି କଚାଡ଼ି ହୋଇ ପଡ଼ିଛି । ଦଳୀୟ କନ୍ଦଳ ଓ ବିଶୃଙ୍ଖଳା ଲାଗି ରହିଛି । ନେତା ଓ କର୍ମୀ ଅସନ୍ତୁଷ୍ଟ…
ରାଜନୀତି ରାଜ୍ୟ Nuapada Bypoll: ନୂଆପଡ଼ା ଉପନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ଜୟ ଢୋଲକିଆ October 18, 2025 Nirvay ହଜାର ହଜାର ସମର୍ଥକଙ୍କ ସହ ଏକ ବିରାଟ ଶୋଭାଯାତ୍ରାରେ ଆସି ଦିବଂଗତ ନୂଆପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସ୍ୱର୍ଗତଃ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଓ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ସ୍ୱର୍ଗତଃ ରାଜେନ୍ଦ୍ର…
ରାଜନୀତି ରାଜ୍ୟ Congress Star Campaigners: ନୂଆପଡା ଉପନିର୍ବାଚନ, ୪୦ ଜଣିଆ ଷ୍ଟାର ପ୍ରଚାରକ ଘୋଷଣା କଲା କଂଗ୍ରେସ October 17, 2025 Nirvay ନୂଆପଡ଼ା ଉପନିର୍ବାଚନ ପାଇଁ ଅଖିଳ ଭାରତ କଂଗ୍ରେସ କମିଟି (AICC) ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା ଘୋଷଣା କରିଛି । ପ୍ରଚାର ଦଳରେ ପ୍ରମୁଖ ନାମ ମଧ୍ୟରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ, ପୂର୍ବତନ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ,…
ରାଜନୀତି ରାଜ୍ୟ Nuapada Bypoll: ଭାନୁପ୍ରତାପ ସିଂହଙ୍କ ଉପରୁ ବହିଷ୍କାର ହଟାଇଲା ବିଜେଡି October 16, 2025 Nirvay ନୂଆପଡା ରାଜନୀତିରେ ବଡ଼ ହଲଚଲ । ନୂଆପଡ଼ା ନିର୍ବାଚନ ପୂର୍ବରୁ ଭାନୁପ୍ରତାପ ସିଂହଙ୍କ ଉପରୁ ବହିଷ୍କାର ହଟିଛି । ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି ବରିଷ୍ଠ ଆଦିବାସୀ ନେତା ଭାନୁ ପ୍ରତାପ ସିଂହ ମାଝୀ । କଂଗ୍ରେସର ପ୍ରାର୍ଥୀ ଘାସିରାମ ମାଝୀଙ୍କ ପୁତୁରା…
ରାଜନୀତି ରାଜ୍ୟ Nuapada By-Election: ୨୪ ବର୍ଷର ଶାସନ; ପ୍ରାର୍ଥୀ ଖୋଜି ପାଉନି ବିଜୁ ଜନତା ଦଳ October 15, 2025 Nirvay ନୂଆପଡ଼ା ଉପନିର୍ବାଚନ ପାଇଁ ସବୁ ଦଳର ଅଙ୍କକଷା ଆରମ୍ଭ ହୋଇଗଲାଣି । କଂଗ୍ରେସ ମାଡ଼ି ଚାଲିଥିବା ବେଳେ ବିଜେଡିର ପ୍ରାର୍ଥୀ ଚୟନ ଅଙ୍କ ଛିଡ଼ୁନି । ବିଜେଡି ୨୪ ବର୍ଷ ଧରି ରାଜ୍ୟର ଶାସନ ଭାର ସମ୍ଭାଳିଥିଲା । ହେଲେ ନୂଆପଡ଼ା…
ରାଜନୀତି ରାଜ୍ୟ ନୂଆପଡ଼ା ଉପନିର୍ବାଚନ: ବସନ୍ତ ପଣ୍ଡାଙ୍କୁ ଭେଟି ଆଶୀର୍ବାଦ ନେଲେ ଜୟ ଢୋଲକିଆ October 14, 2025 Nirvay ଭାରତୀୟ ଜନତା ପାର୍ଟିରେ ମିଶିବା ପରେ ଆଜି ନୂଆପଡ଼ା ପୂର୍ବତନ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ପୂର୍ବତନ ରାଜ୍ୟ ସଭାପତି, ପୂର୍ବତନ ସାଂସଦ ତଥା ପୂର୍ବତନ ବିଧାୟକ ବସନ୍ତ ପଣ୍ଡାଙ୍କୁ ଭେଟି ତାଙ୍କ ଆଶୀର୍ବାଦ ନେଇଛନ୍ତି । ଜୟ…
ରାଜନୀତି ରାଜ୍ୟ ନୂଆପଡ଼ାରେ କଂଗ୍ରେସ ପ୍ରାର୍ଥୀଙ୍କ ଜୋରଦାର ପ୍ରଚାର; ବିଜେଡିରେ ହାହାକାର October 13, 2025 Nirvay ନୂଆପଡ଼ା ଉପନିର୍ବାଚନ ପାଇଁ ସରଗରମ ହେଲାଣି ପ୍ରଚାର ମଇଦାନ । ନୂଆପଡ଼ା ଆଦିବାସୀ ଅଞ୍ଚଳ ହୋଇଥିବାବେଳେ ଭୋଟ୍ ହାତେଇବାକୁ ଆଦିବାସୀ କାର୍ଡ ଖେଳିଛି କଂଗ୍ରେସ । କଂଗ୍ରେସ ନୂଆପଡ଼ା ଜିଲ୍ଲା ସଭାପତି ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରି ଆଦିବାସୀ ଭୋଟ୍ ହାତେଇବାକୁ…
ରାଜନୀତି ରାଜ୍ୟ ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ଟ୍ଵିଷ୍ଟ; ପଦ୍ମ ଧରିଲେ ଜୟ ଢୋଲକିଆ October 11, 2025 Nirvay ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ଟ୍ଵିଷ୍ଟ । ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ପଦ୍ମ ଧରିଛନ୍ତି ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ । ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ ମତଦାନ ଅନୁଷ୍ଠିତ ହେବାକୁ ଥିବା ବେଳେ…
ତାଜା ଖବର ରାଜ୍ୟ ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ October 6, 2025 Papirani ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ । ଏ ନେଇ ସୋମବାର ଭାରତୀୟ ନିର୍ବାଚନ ଆୟୋଗ(ଇସିଆଇ)ଙ୍କ ତରଫରୁ ଏ ନେଇ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି । ନୂଆପଡ଼ା ଉପନିର୍ବାଚନ ପାଇଁ ଆସନ୍ତା ୧୩ରେ ପ୍ରକାଶ ପାଇବ ବିଜ୍ଞପ୍ତି ।…
ରାଜ୍ୟ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳଙ୍କ ସହ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନୂଆପଡ଼ା ଉପ-ନିର୍ବାଚନ ସମ୍ବନ୍ଧୀୟ ବୈଠକ September 15, 2025 Nirvay ଭାରତ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶାନୁସାରେ ୦୧.୦୭.୨୦୨୫ କୁ ଯୋଗ୍ୟତା ତାରିଖ ରଖି, ଓଡ଼ିଶାର ୭୧-ନୂଆପଡ଼ା ବିଧାନସଭା ମଣ୍ଡଳୀର ଆସନ୍ନ ଉପ-ନିର୍ବାଚନ ପାଇଁ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ (SSR) ସମ୍ପର୍କରେ ଆଜି ଭୁବନେଶ୍ୱରରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ସ୍ୱୀକୃତିପ୍ରାପ୍ତ ସମସ୍ତ ରାଜନୈତିକ…