Tag: Nuapada

Nuapada By-Election: ନୂଆପଡ଼ା ଉପନିର୍ବାଚନ; ପୋଲିସ ମହାନିର୍ଦ୍ଦେଶକଙ୍କ ସମୀକ୍ଷା

ନୂଆପଡ଼ା ଉପନିର୍ବାଚନ ପାଇଁ ସରଗରମ ରାଜନୀତି। ତିନ ଦଳର ପ୍ରଚାରରେ କମ୍ପୁଛି ନୂଆପଡ଼ା।ନୂଆପଡ଼ା ଉପନିର୍ବାଚନକୁ ନେଇ ପୋଲିସ ମହାନିର୍ଦ୍ଦେଶକ ଓ୍ଵାଇବି ଖୁରାନିଆଙ୍କ ସମୀକ୍ଷା । ପୋଲିସ ମୁଖ୍ୟାଳୟ ଠାରେ ପୋଲିସ୍ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ଡିଜିପି । ଅବାଧ, ସ୍ୱଚ୍ଛ,…

Nuapada By-Election: କଂଗ୍ରେସ ପ୍ରାର୍ଥୀ ମିଥ୍ୟା ସତ୍ୟପାଠ ଦେଇଥିବା ଅଭିଯୋଗ; ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପାଖରେ ଫେରାଦ ହେଲା ବିଜେପି

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପାଖରେ ଫେରାଦ ହେଲା ବିଜେପି । କଂଗ୍ରେସ ନୂଆପଡା ଉପନିର୍ବାଚନ ବିଧାୟକ ପ୍ରାର୍ଥୀ ଘାସିରାମ ମାଝୀଙ୍କ ପ୍ରାର୍ଥୀପତ୍ର ନାକଚ ପାଇଁ ଦାବୀ କଲା ବିଜେପି ।ଘାସିରାମ ମାଝୀ ମିଥ୍ୟା ସତ୍ୟପାଠ ଦେଇଥିବା ଅଭିଯୋଗ । ବିଜେପି ଅଭିଯୋଗ…

Bjp: ବିଜେପିରେ ଯୋଗ ଦେଲେ ଶିଖା ଆଜାଦ

ଆଜି ନୂଆପଡା ଜିଲ୍ଲାର ବରିଷ୍ଠ ଓ ପୁରୁଖା କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ପ୍ରାର୍ଥୀ ସ୍ୱର୍ଗତଃ ପ୍ରେମ କୁମାର ଆଜାଦଙ୍କ ସୁକନ୍ୟା ଶିଖା ଆଜାଦ ଆନୁଷ୍ଠନିକ ଭାବେ ବିଜେପିରେ ଯୋଗଦାନ କରିଛନ୍ତି । ରାଜ୍ୟ ସଭାପତି ମନମୋହନ ସାମଲ ଦଳୀୟ…

Nupada By-Election: ନୂଆପଡ଼ା ଉପନିର୍ବାଚନ; ଅପରାଧିକ ତଥ୍ୟ ପ୍ରକାଶ ପାଇଁ ପ୍ରାର୍ଥୀଙ୍କୁ ଇସିଆଇଙ୍କ ନିର୍ଦ୍ଦେଶ

ନୂଆପଡ଼ା ଉପନିର୍ବାଚନରେ ଅପରାଧିକ ତଥ୍ୟ ପ୍ରକାଶ ପାଇଁ ପ୍ରାର୍ଥୀଙ୍କୁ ନିର୍ଦ୍ଦେଶ । ନିର୍ବାଚନ ଲଢ଼ୁଥିବା ସମସ୍ତ ପ୍ରାର୍ଥୀଙ୍କର ଅପରାଧିକ (କ୍ରିମିନାଲ) ତଥ୍ୟ ପ୍ରକାଶ ପାଇଁ ନିର୍ବାଚନ ଆୟୋଗ ନିର୍ଦ୍ଦେଶ ଦେଇଛନ୍ତି । ନିର୍ଦ୍ଦେଶ କ୍ରମେ ଏହି ନିର୍ଦ୍ଦେଶାବଳୀଗୁଡ଼ିକର ଅନୁପାଳନ ବାଧ୍ୟତାମୂଳକ ଅଟେ।…

BJD Starcampaigners: ନୂଆପଡ଼ା ପାଇଁ ଷ୍ଟାର ପ୍ରଚାରକ ତାଲିକା ଜାରି କଲା ବିଜେଡି

ନୂଆପଡ଼ା ପାଇଁ ଷ୍ଟାର ପ୍ରଚାରକ ତାଲିକା ଜାରି କଲା ବିଜେଡି। ଗତକାଲି ବିଜେପି ତାର ପ୍ରଚାର ତାଲିକା ପ୍ରସ୍ତୁତ କରିଥିବା ବେଳେ ଆଜି ବିଜେଡି ମଧ୍ୟ ତାର ପ୍ରଚାର ତାଲିକା ପ୍ରସ୍ତୁତ କରିଛି । ଏହି ଷ୍ଟାର ପ୍ରଚାରକ ତାଲିକାରେ ନବୀନ…

Jay Dholakia Nomination on Oct 18: ନୂଆପଡ଼ା ଉପନିର୍ବାଚନ; ଆସନ୍ତା ୧୮ରେ ପ୍ରାର୍ଥୀପତ୍ର ଦାଖଲ କରିବେ ଜୟ ଢୋଲକିଆ

ବିଜେପିର ନାମାଙ୍କନ ଦାଖଲ କାର୍ଯ୍ୟକ୍ରମ ପରିବର୍ତ୍ତନ ହୋଇଛି । ଆଜି ହେବାକୁ ଥିବା ନାମାଙ୍କନ ସ୍ଥଗିତ ରଖାଯାଇଛି । ଆସନ୍ତା ୧୮ ତାରିଖରେ ବିଜେପି ସମର୍ଥିତ ପ୍ରାର୍ଥୀ ଜୟ ଢୋଲକିଆ ନାମାଙ୍କନ ଦାଖଲ କରିବେ । ଏ ନେଇ ବିଶ୍ୱସ୍ତ ସୂତ୍ରରୁ…

Ghasiram Files Nomination: ନୂଆପଡ଼ା ଉପନିର୍ବାଚନ; ନାମାଙ୍କନ ପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ

ନୂଆପଡ଼ା ଉପ-ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ଘାସିରାମ ମାଝୀ। ବରିଷ୍ଠ ଆଦିବାସୀ ନେତା ଘାସିରାମ ମାଝୀ ଆଜି ନୂଆପଡା ବିଧାନସଭା ନିର୍ବାଚନ ମଣ୍ଡଳୀର ଆଗାମୀ ଉପନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀ ଭାବରେ ତାଙ୍କର ନାମାଙ୍କନ ଦାଖଲ କରିଛନ୍ତି। ପିସିସି…

ଖରିଆର୍ ରୋଡ୍‌କୁ ମ୍ୟୁନିସିପାଲିଟି ଏବଂ କୋମନା ଓ ସିନାପାଲି ନୂତନ ଏନ୍‌.ଏ.ସି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଆଜି ନୂଆପଡା ଗସ୍ତ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ତାଙ୍କ ଗସ୍ତ ଅବସରରେ ନୂଆପଡ଼ା ଜିଲ୍ଲା ପାଇଁ ମୋଟ୍ ୧,୧୦୦ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କରିଛନ୍ତି । ସେଥି ମଧ୍ୟରେ ୬୪ କୋଟି ଟଙ୍କା ବ୍ୟୟରେ…

ନୂଆପଡ଼ା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ୧୧୦୧ କୋଟି ଟଙ୍କାର ଭେଟି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଦିନ ନୂଆପଡ଼ା ଜିଲ୍ଲା ଗସ୍ତରେ ଯାଇ ୧,୧୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ୯୫୭ଟି ବିକାଶମୂଳକ ନୂତନ ପ୍ରକଳ୍ପର ଘୋଷଣା, ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦ୍‌ଘାଟନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଜଳସେଚନ…

ନୂଆପଡାରେ ରାଜେନ୍ଦ୍ର ଢୋଲକିଆଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସ୍ଵତନ୍ତ୍ର ବିମାନ ଯୋଗେ ନୂଆପଡ଼ା ସ୍ଥିତ ଏୟାରଷ୍ଟ୍ରିପ୍‌ରେ ପହଞ୍ଚି ଖରିଆରରୋଡ ସ୍ଥିତ FCI ଗୋଦାମ ଗୃହରେ ଆୟୋଜିତ ବିଧାୟକ ସ୍ୱର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗ ଦେଇଛନ୍ତି । ଏହି ସଭାରେ…