Tag: Nuapada

Ghasiram Files Nomination: ନୂଆପଡ଼ା ଉପନିର୍ବାଚନ; ନାମାଙ୍କନ ପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ

ନୂଆପଡ଼ା ଉପ-ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ଘାସିରାମ ମାଝୀ। ବରିଷ୍ଠ ଆଦିବାସୀ ନେତା ଘାସିରାମ ମାଝୀ ଆଜି ନୂଆପଡା ବିଧାନସଭା ନିର୍ବାଚନ ମଣ୍ଡଳୀର ଆଗାମୀ ଉପନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀ ଭାବରେ ତାଙ୍କର ନାମାଙ୍କନ ଦାଖଲ କରିଛନ୍ତି। ପିସିସି…

ଖରିଆର୍ ରୋଡ୍‌କୁ ମ୍ୟୁନିସିପାଲିଟି ଏବଂ କୋମନା ଓ ସିନାପାଲି ନୂତନ ଏନ୍‌.ଏ.ସି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଆଜି ନୂଆପଡା ଗସ୍ତ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ତାଙ୍କ ଗସ୍ତ ଅବସରରେ ନୂଆପଡ଼ା ଜିଲ୍ଲା ପାଇଁ ମୋଟ୍ ୧,୧୦୦ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କରିଛନ୍ତି । ସେଥି ମଧ୍ୟରେ ୬୪ କୋଟି ଟଙ୍କା ବ୍ୟୟରେ…

ନୂଆପଡ଼ା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ୧୧୦୧ କୋଟି ଟଙ୍କାର ଭେଟି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଦିନ ନୂଆପଡ଼ା ଜିଲ୍ଲା ଗସ୍ତରେ ଯାଇ ୧,୧୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ୯୫୭ଟି ବିକାଶମୂଳକ ନୂତନ ପ୍ରକଳ୍ପର ଘୋଷଣା, ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦ୍‌ଘାଟନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଜଳସେଚନ…

ନୂଆପଡାରେ ରାଜେନ୍ଦ୍ର ଢୋଲକିଆଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସ୍ଵତନ୍ତ୍ର ବିମାନ ଯୋଗେ ନୂଆପଡ଼ା ସ୍ଥିତ ଏୟାରଷ୍ଟ୍ରିପ୍‌ରେ ପହଞ୍ଚି ଖରିଆରରୋଡ ସ୍ଥିତ FCI ଗୋଦାମ ଗୃହରେ ଆୟୋଜିତ ବିଧାୟକ ସ୍ୱର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗ ଦେଇଛନ୍ତି । ଏହି ସଭାରେ…

ନୂଆପଡ଼ା ଉପନିର୍ବାଚନ ପାଇଁ ସୃଷ୍ଟି ହେଲା ୫୬ଟି ନୂତନ ମତଦାନ କେନ୍ଦ୍ର

ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ମତଦାନ କେନ୍ଦ୍ର ସଂଖ୍ୟା ପ୍ରକାଶ ପାଇଛି । ୫୬ଟି ନୂଆ ମତଦାନ କେନ୍ଦ୍ର ସୃଷ୍ଟି କରାଯାଇଛି । ଏ ନେଇ ସୂଚନା ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ । ସେ କହିଛନ୍ତି ନୂଆପଡ଼ାରେ ମୋଟ ୫୬ଟି…

ନୂଆପଡ଼ା ଉପନିର୍ବାଚନ; ଆଜି ପ୍ରକାଶିତ ହେବ ଭୋଟର ଚିଠା ତାଲିକା

ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ । ରାଜେନ୍ଦ୍ର ଢୋଲକିଆଙ୍କ ମୃତ୍ୟୁ ପରେ ନୂଆପଡ଼ା ଉପନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଛି। ଆଜି ପ୍ରକାଶିତ ହେବ ଭୋଟର ଚିଠା ତାଲିକା । ଆଜିଠୁ ୨୮ ତାରିଖ ପର୍ଯ୍ୟନ୍ତ ରହିବ ଦାବି ଓ ଆପତ୍ତି…

ପଞ୍ଚଭୂତରେ ବିଲୀନ ହେଲେ ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆ

ବିଜୁ ଜନତା ଦଳର ବରିଷ୍ଠ ନେତା, ପୂର୍ବତନ ମନ୍ତ୍ରୀ ତଥା ନୂଆପଡ଼ାର ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ନୂଆପଡ଼ା ଠାରେ ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି । ଏହି ଅବସରରେ ସ୍ଥାନୀୟ ଜନସାଧାରଣଙ୍କ ସମେତ ବିଜେଡିର ବରିଷ୍ଠ ନେତୃବୃନ୍ଦ, ଅନ୍ୟ ରାଜନୈତିକ ଦଳର…

ହେବ ଦ୍ବିତୀୟ ଉପନିର୍ବାଚନ; ଓଡ଼ିଶା ମୁଡର ସାର୍ଟିଫିକେଟ୍ ଦେବେ ନୂଆପଡ଼ା ଭୋଟର

ବିଜୁ ଜନତା ଦଳର ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ହୋଇଛି। ନୂଆପଡ଼ା ଆସନରୁ ଚାରିଥର ଜିତିଥିଲେ ରାଜେନ୍ଦ୍ର ଢୋଲକିଆ। ସେ ଏତେ ପପୁଲାର ଯେ ୨୦୦୪ ନିର୍ବାଚନରେ ସ୍ବାଧୀନ ଭାବେ ଲଢି ବିଜଦ -ଭାଜପାର ମେଣ୍ଟ ପ୍ରାର୍ଥୀଙ୍କୁ ପରାଜିତ କରିଥିଲେ। ପରବର୍ତ୍ତୀ…

ଅଷ୍ଟମ ଶ୍ରେଣୀ ଛାତ୍ର ମୃତ୍ୟୁ ଘଟଣା: ସାହାଜଟ ସେବାଶ୍ରମ ସ୍କୁଲ୍ ପ୍ରଧାନ ଶିକ୍ଷକ ନିଲମ୍ୱିତ

ନୂଆପଡ଼ା ଜିଲ୍ଲା କୋମନା ଥାନା ସାହାଜଟ ସେବାଶ୍ରମରେ ଅଷ୍ଟମ ଶ୍ରେଣୀ ଛାତ୍ର ଅଶ୍ୱିନୀ ଦାସ ବନଛୋର ମୃତ୍ୟୁ ପରେ କାର୍ଯାନୁଷ୍ଠାନ ନେଲେ ଜିଲ୍ଲାପାଳ । ସାହାଜଟ ସେବାଶ୍ରମ ସ୍କୁଲ୍ ପ୍ରଧାନ ଶିକ୍ଷକ ନିଲମ୍ୱିତ। କାର୍ଯ୍ୟରେ ଅବହେଳା ଅଭିଯୋଗରେ ପ୍ରଧାନ ଶିକ୍ଷକ ନିଲମ୍ବିତ…

ନୂଆପଡ଼ା ଆର ଆଣ୍ଡ ବି ଡିଭିଜନ୍‌ର କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀ ଭିଜିଲାନ୍ସ ଦ୍ୱାରା ଗିରଫ

ନୂଆପଡ଼ା ଜିଲ୍ଲା, ଖଡ଼ିଆଳର ଆର୍ ଆଣ୍ଡ ବି ର କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀଙ୍କୁ ଭିଜିଲାନ୍ସ ଆଜି ଗିରଫ କରିଛି । ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର, ପିପିଲି ଓ ନୂଆପଡ଼ା ସମେତ ସୁଶାନ୍ତ ସେଠୀଙ୍କ ୮ଟି ସ୍ଥାନରେ ଗତକାଲି…