ତାଜା ଖବର ରାଜ୍ୟ ବଦଳିଲା ଓଡ଼ିଶା ନର୍ସଙ୍କ ଡ୍ରେସ କୋଡ୍ ; ଆସନ୍ତୁ ଜାଣିବା କେଉଁ ବର୍ଗର ନର୍ସ ପିନ୍ଧିବେ କେଉଁ ରଙ୍ଗର ଡ୍ରେସ କୋଡ୍ November 11, 2024 Papirani ବଦଳିଲା ଓଡ଼ିଶା ନର୍ସଙ୍କ ଡ୍ରେସ କୋଡ୍। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଅଧୀନ ନର୍ସଙ୍କ ଡ୍ରେସ କୋଡ୍ ବଦଳିଛି। ନର୍ସିଂ ଅଧିକାରୀଙ୍କ ୟୁନିଫର୍ମ କଲାରରେ ସମ୍ବଲପୁରୀ ଝଲକ ଦେଖିବାକୁ ମିଳିବ। ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ ସହ ଆଲୋଚନା ପରେ ସ୍ୱାସ୍ଥ୍ୟ ବିଭାଗ…