ତାଜା ଖବର ରାଜ୍ୟ Nursing Reforms and Digital Health Mission Rollout: ନର୍ସିଂ ସଂସ୍କାର ଏବଂ ଡିଜିଟାଲ୍ ସ୍ୱାସ୍ଥ୍ୟ ମିଶନ କାର୍ଯ୍ୟକାରୀ କରିବାକୁ ଓଡିଶା ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱାରୋପ January 7, 2026 Papirani ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱାସ୍ଥ୍ୟ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରିଥିଲେ। ଏଥିରେ ମୁଖ୍ୟତଃ ସ୍ୱାସ୍ଥ୍ୟ ଭିତ୍ତିଭୂମିର ଉନ୍ନତିକରଣ ଉପରେ ଗୁରୁତ୍ୱ ଦିଆଯାଇଥିଲା। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଆଉ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟ ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ…