ତାଜା ଖବର ରାଜ୍ୟ ରାଜ୍ୟରେ ଅଭାବ ଅଛନ୍ତି ଡାକ୍ତର ଓ ନର୍ସ ଷ୍ଟାଫ୍ December 7, 2024 Papi Jena ରାଜ୍ୟରେ ଅଭାବ ଡାକ୍ତର, ନର୍ସ, ପାରା ମେଡିକାଲ୍ ଷ୍ଟାଫ୍ । ତେଣୁ ରାଜ୍ୟରେ ସ୍ବାସ୍ଥ୍ୟ ବ୍ୟବସ୍ଥା ବିପର୍ଯ୍ୟସ୍ତ ଅବସ୍ଥା ହୋଇପଡିଛି। ରାଜ୍ୟର ଦୁର୍ବଳ ସ୍ବାସ୍ଥ୍ୟ ଭିତ୍ତିଭୂମି ନେଇ ସିଏଜି ରିପୋର୍ଟରେ ଉଲ୍ଲେଖ ହୋଇଛି WHO ନିୟମ ଅନୁସାରେ ପ୍ରତି ହଜାରେ ଲୋକଙ୍କ…