Tag: OAS

ଜଗନ୍ନାଥ ପ୍ରଧାନଙ୍କ ଗିରଫ ପରେ ଆନ୍ଦୋଳନରୁ ଓହରିଲା ଓଏଏସ ସଂଘ

ବିଏମସି ଅରିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କୁ ଗିରଫ ଦାବିରେ ଆନ୍ଦୋଳନ କରୁଥିବା ଓଏଏସ ସଂଘ ଆଜି ଆନ୍ଦୋଳନରୁ ଓହରିଛି । ଗୁରୁବାର ରାତିରେ ଘଟଣାର ସେମାନେ ମୁଖ୍ୟ ଷଡ଼ଯନ୍ତ୍ରକାରୀ ବୋଲି କହୁଥିବା ବିଜେପି ନେତା ଜଗନ୍ନାଥ…

ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୧୪ ଜିଲ୍ଲାର ଓଏଏସ ଓ ଓଆରଏସ ଅଫିସର

ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କ ଉପରେ ସୋମବାର ବିଏମସି କାର୍ଯ୍ୟାଳୟରେ ମରାଣାତ୍ମକ ଆକ୍ରମଣ ଘଟଣାକୁ ନେଇ ପ୍ରତିବାଦ କହିଛନ୍ତି ଓଏଏସ ଓ ଓଆରଏସ ଅଫିସର । ଏହି ଘଟଣାକୁ ବିରୋଧ କରି ଅନିର୍ଦ୍ଦିଷ୍ଟ କାଳ ପାଇଁ…

ପ୍ରକାଶ ପାଇଲା ୨୦୨୨ ବର୍ଷର ଓଏଏସ୍‌ ପରୀକ୍ଷା ଫଳ

୨୦୨୨ ବର୍ଷର ଓଡ଼ିଶା ଲୋକ ସେବା ଆୟୋଗ ଦ୍ୱାରା ପରିଚାଳିତ ଓଏଏସ୍‌ ପରୀକ୍ଷା ଫଳାଫଳ ପ୍ରକାଶ ପାଇଛି । ଓଡିଶା ସିଭିଲ ସର୍ଭିସ ପରୀକ୍ଷା ପାଇଁ ସମୁଦାୟ ୯୨୯୧୪ ପ୍ରାର୍ଥୀ ଆବେଦନ କରିଥିବା ବେଳେ ମୋଟ୍‌ ୬୮୩ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ…