Tag: Oath

ବିଧାୟକ ଭାବେ ଶପଥ ନେଲେ ନବୀନ ପଟ୍ଟନାୟକ

ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଧାନସଭାରେ ପହଞ୍ଚିଛନ୍ତି। ଯାହା ପରେ ନବୀନ ପଟ୍ଟନାୟକ ବିଧାୟକ ଭାବେ ଶପଥ ଗ୍ରହଣ କରିଛନ୍ତି। ଚଳିତଥର ଉଭୟ ହିଞ୍ଜିଳି ଓ କଣ୍ଟାବାଞ୍ଜି ଆସନରୁ ନିର୍ବାଚନ ଲଢିଥିଲେ ନବୀନ ପଟ୍ଟନାୟକ ।…

ମୁଖ୍ୟମନ୍ତ୍ରୀଙ୍କ ସମେତ ଶପଥ ନେଲେ ନବନିର୍ବାଚିତ ବିଧାୟକ

ଆଜିଠୁ ଆରମ୍ଭ ହୋଇଛି ଓଡ଼ିଶା ବିଧାନସଭାର ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ । ଓଡିଶାରେ ଭାଜପା ସରକାର ଗଠନ ହେବା ପରେ ପ୍ରଥମଥର ପାଇଁ ବିଧାନସଭାରେ ୩ ଦିନିଆ ଅଧିବେଶନ ଆରମ୍ଭ ହୋଇଛି। ୨୦୨୪ ନିର୍ବାଚନରେ ବିଜୟୀ ହୋଇଥିବା ବିଧାୟକମାନେ ଆଜି…

ଆଜିଠୁ ବିଧାନସଭାର ୩ ଦିନିଆ ଅଧିବେଶନ ଆରମ୍ଭ

ଆଜିଠୁ ଆରମ୍ଭ ହେଉଛି ବିଧାନସଭାର ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ। ଶପଥ ନେବେ ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ। କାମଚଳା ବାଚସ୍ପତି(ପ୍ରୋଟେମ୍‌‌ ସ୍ପିକର୍‌‌) ଭାବେ ନିଯୁକ୍ତି ପାଇଥିବା ବରିଷ୍ଠ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ସମସ୍ତ ନବନିର୍ବାଚିତ ବିଧାୟକଙ୍କୁ ଶପଥ…

ନୂଆ ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ ଉତ୍ସବକୁ ନବୀନଙ୍କୁ ଦିଆଗଲା ନିମନ୍ତ୍ରଣ

ଆସନ୍ତା କାଲି ଶପଥ ନେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ଭିଭିଆଇପି ଯୋଗ ଦେବେ। ଏହି ଶପଥ ସମାରୋହରେ ଯୋଗ ଦେବା ପାଇଁ ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଧ୍ୟ ନିମନ୍ତ୍ରଣ…

ବିଭାଗ ମିଳିବା ପରେ କାର୍ଯ୍ୟ ଆରମ୍ଭ କଲେ ଅଶ୍ୱିନୀ ବୈଷ୍ଣବ, ଏସ୍. ଜୟଶଙ୍କର ଓ ସୁରେଶ ଗୋପୀ

ମୋଦୀ କ୍ୟାବିନେଟ୍ ୩.୦ରେ ବିଭାଗ ମିଳିବା ପରେ ବର୍ତ୍ତମାନ ବିଭିନ୍ନ ବିଭାଗର ମନ୍ତ୍ରୀମାନେ ଦାୟିତ୍ବ ଗ୍ରହଣ କରିବା ଆରମ୍ଭ କରିଛନ୍ତି । ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ବୈଦେଶିକ ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କରିଥିବାବେଳେ, ଅଶ୍ୱିନୀ ବୈଷ୍ଣବ ରେଳମନ୍ତ୍ରୀ ଭାବରେ…