Tag: OAV Principal

Vigilance Traps OAV Principal: ଲାଞ୍ଚ ନେଇ ଧରାପଡ଼ିଲେ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରିନ୍ସିପାଲ

ଭିଜିଲାନ୍ସ ଜାଲରେ OAV ପ୍ରିନ୍ସିପାଲ । କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁରସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ (OAV)ର ପ୍ରିନ୍ସିପାଲ ସୀତାକାନ୍ତ ରଣାଙ୍କୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି। ସ୍କୁଲରେ ମେସ୍ ପରିଚାଳନା କରୁଥିବା…