Tag: Obscene Jatra dance

Khandagiri Mela 2026: ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟ ମନା; ମେଳା ପାଇଁ ଲାଗିବ ୧୦୦ଟି ସିସିଟିଭି

ଖଣ୍ଡଗିରିରେ ମାଘ ମେଳା ଆୟୋଜନ ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ସାଧୁସନ୍ଥଙ୍କ ରହଣିଠାରୁ ଆରମ୍ଭ କରି ସୁରକ୍ଷା ବ୍ୟବସ୍ଥା ଉପରେ ଅନେକ ଗୁରୁତ୍ୱ ପୂର୍ଣ୍ଣ…