Tag: OCA

T-20 At Barabati: ଓସିଏ ଅନୁବନ୍ଧିତ ସଂସ୍ଥା ପାଇଁ ଆଜିଠୁ ବିକ୍ରି ହେବ ଟି ୨୦ ମ୍ୟାଚ ଟିକେଟ୍

ବାରବାଟୀ ଟି-ଟ୍ୱେଣ୍ଟି ମ୍ୟାଚ୍ ପାଇଁ ଅନଲାଇନ ଟିକେଟ୍ ବିକ୍ରି ଶେଷ ହୋଇଥିଲାବେଳେ ଆଜି ଏବଂ ଆସନ୍ତାକାଲି ଓଡ଼ିଶା କ୍ରିକେଟ୍ ଆସୋସିଏସନ୍ ସହିତ ଅନବନ୍ଧିତ ସଂସ୍ଥାଗୁଡ଼ିକ ପାଇଁ ଟିକେଟ୍ ବିକ୍ରି ହେବ । ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ ପାଇଁ ଆଜିଠୁ ଓସିଏ…

ସେପ୍ଟେମ୍ବରରେ ଖେଳାଯିବ ଓଡ଼ିଶା ପ୍ରୋ ଟି-୨୦ ଲିଗ୍‌

ଆସନ୍ତା ସେପ୍ଟେମ୍ବରରୁ ଖେଳାଯିବ ଓଡ଼ିଶା ପ୍ରୋ ଟି-୨୦ ଲିଗ୍‌ (OPTL) । ଫ୍ରାଞ୍ଚାଇଜି ଭିତ୍ତିକ ଟି-୨୦ ଲିଗ୍‌ ଆୟୋଜନ କରିବ ଓସିଏ । ଓଡ଼ିଶା କ୍ରିକେଟ୍ ଆସୋସିଏସନ୍ (OCA) ସେପ୍ଟେମ୍ବର ୨୦୨୫ ରେ ଆରମ୍ଭ ହେବାକୁ ଥିବା ଏକ ଐତିହାସିକ ଫ୍ରାଞ୍ଚାଇଜ୍-ଭିତ୍ତିକ…

ବାରବାଟୀ ଫ୍ଲଡଲାଇଟ ବିଭ୍ରାଟ ଘଟଣା: ରାଜ୍ୟ ସରକାରଙ୍କ ନୋଟିସର ଉତ୍ତର ଦେଲା ଓସିଏ

ବାରବାଟୀ ଫ୍ଲଡଲାଇଟ ବିଭ୍ରାଟ ଘଟଣାରେ ରାଜ୍ୟ ସରକାରଙ୍କ ନୋଟିସର ଉତ୍ତର ଦେଲା ଓଡ଼ିଶା କ୍ରିକେଟ ଆସୋସିଏସନ(ଓସିଏ) । ଆଜି ଓସିଏ ସଭାପତି ଭାବେ ନିର୍ଦ୍ଵନ୍ଦରେ ନିର୍ବାଚିତ ହୋଇଛନ୍ତି ପଙ୍କଜ ଲୋଚନ ମହାନ୍ତି। ଆଜି ବିଧିବଦ୍ଧଭାବେ ଦାୟିତ୍ବ ଗ୍ରହଣ କଲେ ପଙ୍କଜ ।…

ପଙ୍କଜ ଲୋଚନ ମହାନ୍ତି ହେଲେ ଓସିଏ ନୂଆ ସଭାପତି

ଓଡିଶା କ୍ରିକେଟ୍ ଆସୋସିଏସନ(ଓସିଏ)ର ନୂଆ ସଭାପତି ହେଲେ ପଙ୍କଜ ଲୋଚନ ମହାନ୍ତି । ଆସନ୍ତା ୨୩ରେ କାଉନସିଲ୍ ନିର୍ବାଚନ ହେବାକୁ ଥିବା ବେଳେ ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ପଙ୍କଜ। ଗତ ଡିସେମ୍ବର ୨୯ ତାରିଖରେ ବିଜେଡିର ପୂର୍ବତନ…

ପ୍ରଭାସ ଆଚାର୍ଯ୍ୟଙ୍କୁ ଅସମ୍ମାନିତ କଲା ଓସିଏ

ଓଡ଼ିଆରେ ଗୋଟୋ ବୋଲି ଅଛି ଭଲା ରାମଚଣ୍ଡୀ ଭଲାରେ…। ସେ ଲାଇନଟି ଏଠି ଏହି ଘଟଣାରେ ଠିକ୍ ବସୁଛି। ଭଲା ଓସିଏ ଭଲାରେ ପ୍ରଭାସଙ୍କୁ ବାଦାମ ଧରାଇ ଭଲା ପାସ୍‌ ପାଇଁ ଗଲାରେ। ପ୍ରଭାସ ଆଚାର୍ଯ୍ୟ ହେଉଛନ୍ତି ଦୈନିକ ସମାଜର ପ୍ରକାଶକ…

ବାରବାଟୀ ମ୍ୟାଚବେଳେ ବିଜୁଳି ବିଭ୍ରାଟ ମାମଲା, ଓସିଏକୁ କ୍ରୀଡ଼ା ବିଭାଗର କାରଣ ଦର୍ଶାଅ ନୋଟିସ୍

ବାରବାଟୀ ଷ୍ଟାଡିୟମରେ ଗତକାଲି ଫ୍ଲଡ୍ ଲାଇଟ୍ ବିଫଳତା ଯୋଗୁଁ ଦ୍ୱିତୀୟ ଭାରତ-ଇଂଲଣ୍ଡ ମ୍ୟାଚ୍ ୨୫ ମିନିଟ୍ ପାଇଁ ବାଧାପ୍ରାପ୍ତ ହୋଇଥିବା ଘଟଣାରେ ଓଡ଼ିଶା କ୍ରିକେଟ୍ ଆସୋସିଏସନ୍ ଅନେକ ସମାଲୋଚନାର ଶୀକାର ହେଉଛି । ଏହାରି ମଧ୍ୟରେ ଏହି ବିଭ୍ରାଟ ଘଟଣାରେ ଓସିଏକୁ…

Odisha CM purchases first ticket for India-England ODI

ବାରବାଟୀରେ ହେବାକୁ ଥିବା କ୍ରିକେଟ ମ୍ୟାଚ ପାଇଁ ପ୍ରଥମ ଟିକେଟ କିଣିଲେ ମୁଖ୍ୟମନ୍ତ୍ରୀ

ଆସନ୍ତା ଫେବୃୟାରୀ ୯ ତାରିଖରେ କଟକସ୍ଥିତ ବାରବାଟୀ ଷ୍ଟାଡିୟମ୍ ଠାରେ ଅନୁଷ୍ଠିତ ହେବାକୁଥିବା ଭାରତ ଇଂଲଣ୍ଡ ଏକଦିବସୀୟ କ୍ରିକେଟ ମ୍ୟାଚ୍ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓସିଏରୁ ଆଜି ପ୍ରଥମ ଟିକେଟ କିଣିଛନ୍ତି । ସୂଚନାଯୋଗ୍ୟ ଯେ ଓଡ଼ିଶା କ୍ରିକେଟ୍…

OCA ସଭାପତି ପଦରୁ ବବି ଦାସଙ୍କ ଇସ୍ତଫା

ଓସିଏ ସଭାପତି ପଦରୁ ଇସ୍ତଫା ଦେଲେ ପ୍ରଣବ ପ୍ରକାଶ ଦାସ । ସେ ଇସ୍ତଫା ଦେଇଥିବା ନେଇ ଓସିଏ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି । ବବି ଦାସ ନିଜ ବ୍ୟକ୍ତିଗତ କାରଣ ଦର୍ଶାଇ ଇସ୍ତଫା ଦେଇଛନ୍ତି ବୋଲି କହିଛନ୍ତି ଓସିଏର…

କ୍ରୀଡ଼ାର ଉନ୍ନତି ପାଇଁ କିଛି କରିନାହାନ୍ତି: ଇସ୍ତଫା ଦିଅନ୍ତୁ ବବି

ଓସିଏରୁ ବବି ଦାସଙ୍କ ଇସ୍ତଫା ଦାବି କରିଛନ୍ତି ନୂଆ ଫାଓ ସଭାପତି ସମୀର ଦେ। ଫାଓ ସଭାପତି ଭାବେ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ପରେ ସମୀରଙ୍କ ପ୍ରତିକ୍ରିୟା। ଓସିଏ ସଭାପତି ପଦରୁ ବବି ଦାସ ଇସ୍ତଫା ଦେବା ଉଚିତ। ଓସିଏ କିମ୍ବା କ୍ରୀଡ଼ାର…