ତାଜା ଖବର ରାଜ୍ୟ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ଅସୁସ୍ଥ; ଘରୋଇ ହସପିଟାଲରେ ଭର୍ତ୍ତି September 16, 2025 Papirani ବଲିଉଡ୍ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ଅସୁସ୍ଥ। କଟକ ସିଡିଏର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି । ଫୁସ୍ଫୁସ୍ ସଂକ୍ରମଣଜନିତ ସମସ୍ୟା ନେଇ ହସ୍ପିଟାଲ୍ରେ ଭର୍ତ୍ତି ହୋଇଥିବା ସୂଚନା । ତେବେ ଏବେ ବୁଦ୍ଧାଦିତ୍ୟଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା । ସୂଚନା…