ତାଜା ଖବର ରାଜ୍ୟ ଓଡିଆ କ୍ୟାଲେଣ୍ଡର ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ April 13, 2025 Papirani ଉନ୍ମୋଚନ ହେଲା ଓଡ଼ିଆ ନୂଆବର୍ଷ କ୍ୟାଲେଣ୍ଡର। ଓଡ଼ିଆ ନବ ବର୍ଷ ଅବସରରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଓଡିଆ କ୍ୟାଲେଣ୍ଡର ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପୂର୍ବରୁ ଏହାକୁ ଦେବାପର୍ଣ ହୋଇଛି ଆଜି ସର୍ବ ସାଧାରଣଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଲୋକାର୍ପଣ…