ରାଜ୍ୟ ଓମାନରୁ ଓଡିଶା ଫେରିଲେ ୪ ଓଡ଼ିଆ ଶ୍ରମିକ February 21, 2025 Nirvay ଓମାନରେ ଫସି ରହିଥିବା ଗଞ୍ଜାମ ଅଞ୍ଚଳର ୪ ଜଣ ଓଡ଼ିଆ ଶ୍ରମିକ ନିରାପଦ ଭାବେ ଓଡ଼ିଶା ଫେରି ଆସିଛନ୍ତି । ସେମାନେ ଗତକାଲି ଭୋର ୪ ଟାରେ ଏୟାର ଇଣ୍ଡିଆ ଏକ୍ସପ୍ରେସ ଫ୍ଲାଇଟ ଯୋଗେ ମସ୍କଟରୁ ମୁମ୍ୱାଇ ଆସିଥିଲେ ଏବଂ ଆଜି…