Tag: Odia name

Odisha May Soon Restore The Original Names : ବଦଳିବ ରାଜ୍ୟର ବିଭିନ୍ନ ସ୍ଥାନର ଅପଭ୍ରଂଶ ନାଁ ଇଂରାଜୀ ବନାନ

ରାଜ୍ୟର ବିଭିନ୍ନ ସ୍ଥାନର ଅପଭ୍ରଂଶ ନାଁ ଇଂରାଜୀ ବନାନ ବଦଳିବ । ଓଡ଼ିଶାର ଭାଷାଗତ ଏବଂ ସାଂସ୍କୃତିକ ଐତିହ୍ୟକୁ ସଂରକ୍ଷଣ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ ରାଜ୍ୟ ସରକାର ଆଜି ଅନେକ ଜିଲ୍ଲା, ଉପଖଣ୍ଡ, ବ୍ଲକ ଏବଂ ସହରାଞ୍ଚଳ…