ତାଜା ଖବର ରାଜ୍ୟ Odia teacher raped and murdered: ହାଇଦ୍ରାବାଦରେ ଓଡ଼ିଆ ଶିକ୍ଷୟିତ୍ରୀଙ୍କୁ ଦୁଷ୍କର୍ମ ପରେ ହତ୍ୟା October 17, 2025 Papirani ହାଇଦ୍ରାବାଦରେ ଓଡ଼ିଆ ଶିକ୍ଷୟିତ୍ରୀଙ୍କୁ ଦୁଷ୍କର୍ମ ପରେ ହତ୍ୟା । ପଶ୍ଚିମବଙ୍ଗରେ ଓଡ଼ିଶାର ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ମନରୁ ନଯାଉଣୁ ହାଇଦ୍ରାବାଦର ପେଟବଶିରାବାଦର କୋମପାଲି ଅଞ୍ଚଳରେ ଓଡ଼ିଶାର ଜଣେ ମହିଳାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ସ୍ବାମୀ…