Tag: Odia youth

Iran-Israel War: ୧୧ଦିନ ପରେ ଯୁଦ୍ଧଗ୍ରସ୍ତ ବାହାରିନରୁ ଫେରିଲେ ଓଡ଼ିଆ ପୁଅ; ମୋଦୀଙ୍କୁ ଧନ୍ୟବାଦ ଜଣାଇଲେ ସିଦ୍ଧାନ୍ତ ମିଶ୍ର

୧୧ଦିନ ଧରି ବାହାରିନରେ ଆତଙ୍କିତ ଅବସ୍ଥାରେ ଥିବା ଓଡ଼ିଆ ପୁଅ ସିଦ୍ଧାନ୍ତ ମିଶ୍ର ବୁଧବାର ଫେରିଛନ୍ତି ଭାରତ। ବେଙ୍ଗାଲୁରୁ ବିମାନ ବନ୍ଦରରେ ପହଞ୍ଚିବା ପରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବୈଦେଶିକ ବ୍ୟାପର ମନ୍ତ୍ରୀ ଏସ୍ ଜୟଶଙ୍କର ଏବଂ ତାଙ୍କ କମ୍ପାନୀ…

Attack On Odia Youth In Tamil Nadu: ତାମିଲନାଡୁରେ ଓଡ଼ିଆ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ; ଗଭୀର ଉଦ୍‌ବେଗ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ତାମିଲନାଡୁରେ ଜଣେ ଓଡ଼ିଆ ଯୁବକଙ୍କ ଉପରେ ହୋଇଥିବା ଅମାନୁଷିକ ଆକ୍ରମଣ ଘଟଣାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତୁରନ୍ତ ସଂଜ୍ଞାନ ନେବା ସହ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି। ସେ ନିଜ ସୋସିଆଲ ମିଡ଼ିଆରେ ଲେଖିଛନ୍ତି ଜଣେ ନିରୀହ ଓଡ଼ିଆ…

Odia Man Returns: ସୁଦାନରୁ ଫେରି ପ୍ରଧାନମନ୍ତ୍ରୀ, ବୈଦେଶିକ ବ୍ୟାପାର ମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଧନ୍ୟବାଦ ଜଣାଇଲେ ଓଡ଼ିଆ ଯୁବକ ଆଦର୍ଶ

ସୁଦାନରୁ ଫେରିଥିବା ଓଡ଼ିଆ ଯୁବକ ଆଦର୍ଶ ବେହେରା ଭୁବନେଶ୍ୱରରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବୈଦେଶିକ ବ୍ୟାପାର ମନ୍ତ୍ରୀ ଡଃ ଏସ ଜୟଶଙ୍କର ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ସ୍ଵତନ୍ତ୍ର ଭାବେ ଧନ୍ୟବାଦ ଦେଇ…

ପ୍ରଶାନ୍ତଙ୍କ ଶେଷଯାତ୍ରାରେ ସାମିଲ ହେବା ସହ ପରିବାରକୁ ୨୦ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଜାମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ସାରା ଦେଶକୁ ଦୋହଲାଇ ଦେଇଛି । ପହଲଗାମରେ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ଓଡ଼ିଆ ଯୁବକ ପ୍ରଶାନ୍ତ ଶତପଥୀଙ୍କ ମରଶରୀର ଶେଷଯାତ୍ରାରେ ବାହାରିଛି। ଜନ୍ମମାଟି ବାଲେଶ୍ବର ଇସାଣୀରେ ଶେଷଯାତ୍ରାରେ ପ୍ରଶାନ୍ତ । ଏହି ଓଡ଼ିଆ…

ପହଲଗାମ୍ ଆତଙ୍କୀ ଆକ୍ରମଣ: ଆଜି ଭୁବନେଶ୍ବର ପହଞ୍ଚିବ ଓଡ଼ିଆ ଯୁବକଙ୍କ ମୃତଦେହ

କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଆତଙ୍କୀ ହମଲାରେ ପ୍ରାଣ ହରାଇଥିବା ଓଡ଼ିଶାର ପ୍ରଶାନ୍ତ ଶତପଥୀଙ୍କ ମରଶରୀର ଆଜି ଓଡ଼ିଶାରେ ପହଁଚିବ । ଏ ନେଇ ତାଙ୍କ ବଡ଼ଭାଇ ସୂଚନା ଦେଇଛନ୍ତି । ସେ…