ତାଜା ଖବର ବିଶ୍ୱ ରାଜ୍ୟ Odia Youth Killed in Ukraine Drone: ରୁଷିଆ-ୟୁକ୍ରେନ୍ ଯୁଦ୍ଧରେ ଓଡ଼ିଆ ଯୁବକଙ୍କ ମୃତ୍ୟୁ May 18, 2026 Papirani ରୁଷିଆ-ୟୁକ୍ରେନ୍ ଯୁଦ୍ଧରେ ଓଡ଼ିଆ ଯୁବକଙ୍କ ମୃତ୍ୟୁ । ଋଷ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ୟୁକ୍ରେନରେ ଡ୍ରୋନ ଆକ୍ରମଣରେ ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ଯୁବକଙ୍କ ମୃତ୍ୟୁ ଘଟିଛି। ମାସେ ତଳେ କାମ କରିବାକୁ ରୁଷିଆ ଯାଇଥିଲେ ଚିକିଟି ବ୍ଲକ ଅନ୍ତର୍ଗତ ମାଧବନ୍ଧ ଗ୍ରାମର…