Tag: Odisha Assembly Monsoon Session

ଆସନ୍ତା ୧୮ ତାରିଖରୁ ଆରମ୍ଭ ହେବ ବିଧାନସଭା ମୌସୁମୀ ଅଧିବେଶନ 

ଆସନ୍ତା ମାସରୁ ଆରମ୍ଭ ହେବ ବିଧାନସଭା ମୌସୁମୀ ଅଧିବେଶନ । ଆସନ୍ତା ୧୮ ତାରିଖରୁ ଆରମ୍ଭ ହୋଇ ୨୫ ତାରିଖ ଯାଏଁ ଚାଲିବ ମୌସୁମୀ ଅଧିବେଶନ । ଏ ନେଇ ବିଧାନସଭା ସଚିବାଳୟ ପକ୍ଷରୁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି ।…