ତାଜା ଖବର ରାଜନୀତି ରାଜ୍ୟ ବିଧାନସଭାରେ ଉଠିଲା ମମିତା ମେହେର, ନବ ଦାସ ଓ ଲକ୍ଷ୍ମଣାନନ୍ଦ ସରସ୍ୱତୀ ହତ୍ୟା ମାମଲାର ପ୍ରସଙ୍ଗ September 10, 2024 Papirani ବିଧାନସଭା ଗୃହରେ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ଉଠାଇଲେ ବିଜେପି ବିଧାୟକ ଜୟନାରାୟଣ ମିଶ୍ର। ସ୍ବାମୀ ଲକ୍ଷ୍ମଣାନନ୍ଦ, ନବ ଦାସ, ମମିତା ମେହେର ହତ୍ୟା ମାମଲା ସହ ମମିତା ହତ୍ୟା ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ମୃତ୍ୟୁ ପ୍ରସଙ୍ଗ ଉଠାଇଛନ୍ତି ଜୟନାରାୟଣ ମିଶ୍ର । ସେ…
ତାଜା ଖବର ରାଜନୀତି ରାଜ୍ୟ ରାଜ୍ୟରେ ଖାଲି ପଡିଛି ୩୦ ହଜାରରୁ ଅଧିକ ଶିକ୍ଷକ ପଦବୀ September 6, 2024 Papirani ରାଜ୍ୟରେ ବେକାରୀ ଓ ବେରୋଜଗାରୀ ସହିତ ଦାଦନ ପ୍ରମୁଖ ସମସ୍ୟା ରହିଛି । ଅନେକ ବିଦ୍ୟାଳୟରେ ଶିକ୍ଷକ ଶିକ୍ଷୟିତ୍ରୀ ନଥିବା ବେଳେ ନିଯୁକ୍ତି ଅପେକ୍ଷାରେ ରହିଛନ୍ତି ଯୁବକ ଯୁବତୀ ।ଆଜି ବିଧାସଭାର ଗୃହରେ ବିଧାୟକ ଚକ୍ରମଣୀ କହଁରଙ୍କ ପ୍ରଶ୍ନରେ ଉତ୍ତରରେ ଗଣଶିକ୍ଷା…
ରାଜନୀତି ରାଜ୍ୟ ଚଳିତ ବର୍ଷ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଛନ୍ତି ୫ ହଜାର ୬୯୬ ଜଣ: ପରିବହନ ମନ୍ତ୍ରୀ September 5, 2024 Papirani ଦିନକୁ ଦିନ ରାଜ୍ୟରେ ବଢୁଛି ଦୁର୍ଘଟଣାଜନିତ ମୃତ୍ୟୁ ଓ ଆହତଙ୍କ ସଂଖ୍ୟା । ପ୍ରତି ବର୍ଷ ଦୁର୍ଘଟଣାରେ ଯାଉଛି ହଜାର ହଜାର ଜଣଙ୍କ ଜୀବନ । ଏହି ସମ୍ପର୍କରେ ଆଜି ବିଧାନସଭା ଗୃହରେ ସନାତନ ମହାକୁଡ଼ ପଚାରିଥିବା ପ୍ରଶ୍ନରେ ପରିବହନ ମନ୍ତ୍ରୀ…
ତାଜା ଖବର ରାଜନୀତି ରାଜ୍ୟ ବିଧାନସଭାରେ ଉଠିଲା ରେଭେନ୍ସା ନାଁ ପରିବର୍ତ୍ତନ ପ୍ରସଙ୍ଗ: ମୁହାଁମୁହିଁ ହେଲେ ଶାସକ ଓ ବିରୋଧୀ ନେତା September 5, 2024 Papirani କଟକସ୍ଥିତ ରେଭେନ୍ସା ବିଶ୍ୱବିଦ୍ୟାଳୟର ନାମ ପରିବର୍ତ୍ତନ ପ୍ରସଙ୍ଗରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦେଇଥିବା ବୟାନକୁ ନେଇ ଦିନକୁ ଦିନ ସରଗରମ ହେଉଛି ରାଜନୀତି । ଆଜି ଶୂନ୍ୟକାଳରେ ରେଭେନ୍ସା ପ୍ରସଙ୍ଗକୁ ଉଠାଇଲେ ବିରୋଧୀଦଳ ନେତା । ରେଭେନ୍ସା ପ୍ରସଙ୍ଗରେ ବିଜେଡି…
ତାଜା ଖବର ରାଜନୀତି ରାଜ୍ୟ ବଜ୍ରପାତ ଜନିତ ମୃତ୍ୟୁରେ ଓଡ଼ିଶା ଦେଶରେ ସବୁଠୁ ଆଗରେ; September 5, 2024 Papirani ଦେଶରେ ହୋଇଥିବା ବଜ୍ରପାତ ଜନିତ ମୃତ୍ୟୁ ସଂଖ୍ୟା ଓଡ଼ିଶାରେ ସର୍ବାଧିକ; ୫ ବର୍ଷରେ ୧୬୨୫ ଜଣଙ୍କ ମୃତ୍ୟୁ ରାଜ୍ୟରେ ବଜ୍ରପାତ ଜନିତ ମୃତ୍ୟୁ ସଂଖ୍ୟାକୁ ନିୟନ୍ତ୍ରଣ କରିବା ପାଇଁ ରାଜ୍ୟସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। କିନ୍ତୁ ଏହା କମିବାରେ ନାଆ ଧରୁନି…
ତାଜା ଖବର ରାଜନୀତି ରାଜ୍ୟ ରାଜ୍ୟରେ ଗତ ୫ ବର୍ଷ ଭିତରେ ଉଦ୍ଧାର ହୋଇଛନ୍ତି ୨୮୩ ଜଣ ଶିଶୁ ଶ୍ରମିକ September 3, 2024 Papirani ରାଜ୍ୟରେ ୫ ବର୍ଷରେ ୨୮୩ ଶିଶୁ ଶ୍ରମିକ ଉଦ୍ଧାର। ଆଜି ବିଧାନଭାର ଗୃହରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ପ୍ରଶ୍ନ ରାଜ୍ୟରେ ଗତ ୫ ବର୍ଷ ଭିତରେ କେତେ ସଂଖ୍ୟକ ଶିଶୁ ଶ୍ରମିକ ଉଦ୍ଧାର ହେଇଛନ୍ତି? ଆଉ ଶିଶୁ ଶ୍ରମିକ…
ତାଜା ଖବର ରାଜ୍ୟ ରାଜ୍ୟରେ ୩ ବର୍ଷରେ ହୋଇଛି ୧୭ ହଜାର ୭୫୮ ଆତ୍ମହତ୍ୟା September 2, 2024 Papirani ରାଜ୍ୟରେ ୩ ବର୍ଷରେ ୧୭ ହଜାର ୭୫୮ ହୋଇଛି ଆତ୍ମହତ୍ୟା । ୨୦୨୧ରୁ ୨୦୨୩ ମଧ୍ୟର ତଥ୍ୟ ଦେଲେ ମୁଖ୍ୟମନ୍ତ୍ରୀ । ଆଜି ବିଧାନସଭାରେ ବିଧାୟକ ଧ୍ରୁବ ସାହୁଙ୍କ ପ୍ରଶ୍ନର ଉତ୍ତର ରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ରାଜ୍ୟରେ ୩…
ତାଜା ଖବର ରାଜନୀତି ରାଜ୍ୟ ୮୦ ଦିନରେ ହୋଇଛି ୩୯ ଜଣ ସରକାରୀ କର୍ମଚାରୀଙ୍କ ଉପରେ ରେଡ୍ September 2, 2024 Papirani ରାଜ୍ୟରେ ୮୦ ଦିନରେ ୩୯ ଜଣ ଦୁର୍ନୀତିଗ୍ରସ୍ତ ସରକାରୀ କର୍ମଚାରୀଙ୍କ ଉପରେ ହୋଇଛି ରେଡ୍ । ଆଜି ବିଧାନସଭାରେ ବିଜେପି ବିଧାୟିକା ଉପାସନା ମହାପାତ୍ରଙ୍କ ପ୍ରଶ୍ନ ଭିଜିଲାନ୍ସ ଚଢାଉ ଉପରେ ରହିଥିବା ବେଳେ ଏହାର ଉତ୍ତରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗତ ୮୦…
ତାଜା ଖବର ରାଜନୀତି ରାଜ୍ୟ ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ପ୍ରସଙ୍ଗ: ନବୀନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଜବାବ September 1, 2024 Papirani ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ପ୍ରସଙ୍ଗରେ ଜବାବ ରଖିଲେ ମୁଖ୍ୟମନ୍ତ୍ରୀ । ବିରୋଧୀଦଳ ନେତା ନବୀନଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜବାବ ଦେଇ କହିଲେ ବିରୋଧୀଦଳ ନେତା ପ୍ରଶ୍ନ କରି ଉତ୍ତର ଶୁଣିବାକୁ ଗୃହରେ ଉପସ୍ଥିତ ନାହାନ୍ତି । ବୋଧହୁଏ ତାଙ୍କର ବିଧାନସଭାଠୁ…
ତାଜା ଖବର ରାଜନୀତି ରାଜ୍ୟ ରାଜ୍ୟରେ ସଂପୂର୍ଣ୍ଣ ନିଶା ନିବାରଣ ପ୍ରସ୍ତାବ ନାହିଁ: ପୃଥ୍ୱୀରାଜ ହରିଚନ୍ଦନ August 31, 2024 Papirani ଓଡ଼ିଶାରେ ମଦ ବିକ୍ରି ଦିନକୁ ଦିନ ବଢ଼ୁଥିବା ବେଳେ ମଦୁଆଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଥିବା ସମୟରେ ରାଜ୍ୟରେ ଏବେ ସଂପୂର୍ଣ୍ଣ ନିଶା ନିବାରଣ ପାଇଁ ପ୍ରସ୍ତାବ ନାହିଁ ଓ ଏନେଇ ସରକାରଙ୍କର କୌଣସି ପ୍ରସ୍ତାବ ନଥିବା କହିଲେ ଅବକାରୀ ମନ୍ତ୍ରୀ…