Tag: odisha assembly

ଅଧିକ କୀଟନାଶକ ବ୍ୟବହାର ଯୋଗୁଁ ବଢୁଛି କ୍ୟାନସର୍: ପୃଥ୍ବୀରାଜ ହରିଚନ୍ଦନ

ଚାଷରେ ଅଧିକ କୀଟନାଶକ ଏବଂ ସାରର ବ୍ୟବହାର ଯୋଗୁଁ କ୍ୟାନସର ରୋଗୀଙ୍କ ସଂଖ୍ୟା ବଢ଼ାଉଛି ବୋଲି ଆଜି ବିଧାନସଭା ଗୃହରେ ଉତ୍ତର ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ପାଇଁ ଉତ୍ତର ରଖିଛନ୍ତି…

ଚଳିତ ବର୍ଷ ୭୪ ଲକ୍ଷ ମେଟ୍ରିକ୍ ଟନ୍ ଧାନ କିଣିଛନ୍ତି ସରକାର

ଆଜି ବିଧାନସଭା ଗୃହରେ ଉଠିଲା ଧାନକିଣା ପ୍ରସଙ୍ଗ। ଚଳିତ ବର୍ଷ ସରକାର କିଣିଛନ୍ତି ୭୪ ଲକ୍ଷ ମେଟ୍ରିକ୍ ଟନ୍ ଧାନ। ଏନେଇ ବିଧାନସଭାରେ ଉତ୍ତର ରଖିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସେ କହିଛନ୍ତି ଗତ ବର୍ଷ ଅପେକ୍ଷା ୨୬…

ବିଧାୟକଙ୍କ ନିଲମ୍ବନ ନେଇ ରାଜ୍ୟପାଳଙ୍କୁ ଭେଟିଛି କଂଗ୍ରେସ

କଂଗ୍ରେସର ସମସ୍ତ ବିଧାୟକଙ୍କ ବିଧାନସଭା ଗୃହରୁ ନିଲମ୍ବନ ନେଇ ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱରେ ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମ୍‌ପତିଙ୍କୁ ଭେଟିଛି କଂଗ୍ରେସ ଟିମ୍‌ । ରାଜ୍ୟରେ ମହିଳା କମିଶନ ପଦ ଦୀର୍ଘ ଦିନ ଖାଲି ପଡ଼ିଛି ।…

ବିଧାୟକଙ୍କ ଦରମା ବୃଦ୍ଧି ଦାବି କଲେ ବିରୋଧୀ ଓ ଶାସକ ଦଳ

ବିଧାନସଭା ଗୃହରେ ଉଠିଲା ବିଧାୟକଙ୍କ ଦରମା ବୃଦ୍ଧି ଦାବି ପ୍ରସଙ୍ଗ । ଶୂନ୍ୟକାଳରେ ଦରମା ବୃଦ୍ଧି ପ୍ରସଙ୍ଗ ଉଠାଇଲେ ବିରୋଧୀ ଓ ଶାସକ ଦଳ । ଦରମା ବୃଦ୍ଧି ସହ ପୂର୍ବତନ ସଦସ୍ୟଙ୍କ ପେନସନ୍ ଦାବି କରାଯାଇଛି । ଭାସ୍କର ମଢ଼େଇଙ୍କ…

ଖୁବଶୀଘ୍ର ୧୦ ହଜାର ଶିକ୍ଷକଙ୍କୁ ଦିଆଯିବ ନିଯୁକ୍ତି: ଗଣଶିକ୍ଷା ମନ୍ତ୍ରୀ

ରାଜ୍ୟରେ ୧୦ ହଜାର ଶିକ୍ଷକଙ୍କୁ ମିଳିବ ନିଯୁକ୍ତି ବୋଲି ଆଜି ବିଧାନସଭା ଗୃହ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସେ କହିଛନ୍ତି ନୂଆ ସରକାର ଏପର୍ଯ୍ୟନ୍ତ ୧୮ ହଜାରରୁ ଅଧିକ ଶିକ୍ଷକ ନିଯୁକ୍ତି ଦେଇ…

ଆହତ କଂଗ୍ରେସ କର୍ମୀଙ୍କୁ ହସ୍ପିଟାଲରେ ଭେଟିଲେ ଭକ୍ତ ଦାସ, ଅଜୟ ଲଲ୍ଲୁ

ଲୋୟର ପିଏମଜିରେ ପୋଲିସ-କଂଗ୍ରେସ କର୍ମୀ ମୁହାଁମୁହିଁ ହୋଇ କଂଗ୍ରେସ କର୍ମୀ ଗୁରୁତର ଆହତ ହୋଇଛନ୍ତି । ଆହତ କଂଗ୍ରେସ କର୍ମୀମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଓପିସିସି ସଭାପତି ଭକ୍ତ ଚରଣ ଦାସ ଏବଂ ଓଡି଼ଶା ପ୍ରଦେଶ କଂଗ୍ରେସ ପ୍ରଭାରୀ…

ବର୍ଷକରେ ୨୬୩ ପଡ଼ା ଗାଁକୁ ମିଳିଛି ରାଜସ୍ୱ ଗାଁର ମାନ୍ୟତା

ଗୋଟିଏ ବର୍ଷରେ ୨୬୩ଟି ପଡ଼ା ଗାଁକୁ ମିଳିଛି ରାଜସ୍ୱ ଗାଁର ମାନ୍ୟତା । ଆଗକୁ ଆଉ ୧୪୭ଟି ପଡ଼ା ଗାଁକୁ ରାଜସ୍ୱ ଗାଁ ହେବା ନେଇ ବିଚାରଧୀନ ରହିଛି ଯାହା ଆସନ୍ତା ଏପ୍ରିଲ ସୁଦ୍ଧା ଚୂଡ଼ାନ୍ତ ହେବ । ଏନେଇ ଦୁଷ୍ମନ୍ତ…

କ୍ଷତିରେ ଚାଲୁଛି OSRTC ବସ୍

ଅଚଳ ହୋଇ ପଡ଼ିଛି ପରିବହନ ବିଭାଗର ୧୦୯ ବସ୍‌ । ତେଣୁ କ୍ଷତିରେ ଚାଲୁଛି OSRTC ବସ୍। ଦୁଇ ବର୍ଷରେ OSRTC କ୍ଷତି ସହିଲାଣି ୪୫ କୋଟି ୪୬ ଲକ୍ଷ ଟଙ୍କା। ଆଜି ବିଧାନସଭାରେ ଏ ନେଇ ଲିଖିତ ଉତ୍ତର ରଖିଛନ୍ତି…

ରଣକ୍ଷେତ୍ର ପାଲଟିଲା ଲୋୟର ପିଏମଜି; କଂଗ୍ରେସର ପଥରମାଡ଼ ପରେ ପୋଲିସର ଲାଠିଚାର୍ଜ

ଲୋୟର ପିଏମ୍‌ଜି ସାଜିଲା ରଣକ୍ଷେତ୍ର । ନାରୀ ନିର୍ଯ୍ୟାତନାକୁ ପ୍ରସଙ୍ଗ କରି କଂଗ୍ରେସ ଆଜି ନିଜର ସ୍ଥିତି ଜାହିର କରିବାକୁ ଚେଷ୍ଟା କରିଥିବା ଦେଖିବାକୁ ମିଳିଛି । ସରକାରଙ୍କ ବିରୋଧରେ ରଣ ହୁଂକାର ଦେଇଛି ରାଜ୍ୟ କଂଗ୍ରେସ । ରାଜଧାନୀ ରାଜ…

ବିଧାନସଭା ଘେରାଉ ପାଇଁ ଆରମ୍ଭ ହେଲା କଂଗ୍ରେସର ପଦଯାତ୍ରା

ଆଜି ସରକାରଙ୍କ ବିରୋଧରେ ରଣହୁଙ୍କାର ଦେଇଛି କଂଗ୍ରେସ। ରାଜ୍ୟରେ ମହିଳା ଅସୁରକ୍ଷିତ ଏବଂ ଏଥିଲାଗି ଗୃହକମିଟି ଦାବି କରି କଂଗ୍ରେସର ୧୪ ସଦସ୍ୟ ନିଲମ୍ବନ ହେବା ଘଟଣାରେ ରାଜ୍ୟ କଂଗ୍ରେସ ତୀବ୍ର ପ୍ରତିକ୍ରିୟାଶୀଳ ହୋଇପଡ଼ିଛି। ରାଜରାସ୍ତାକୁ ଓହ୍ଲାଇଛନ୍ତି ହଜାର ହଜାର କଂଗ୍ରେସ…