Tag: odisha assembly

ବଳଙ୍ଗା ପୀଡ଼ିତା ନିଜେ କିରାସିନି ଢ଼ାଳି ପୋଡ଼ି ହୋଇଥିଲେ: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ପୁରୀ ବଳଙ୍ଗା ପୀଡ଼ିତା ନିଜେ ନିଜ ଉପରେ କିରାସିନି ଢ଼ାଳି ନିଆଁ ଲଗାଇଥିଲେ । ଏହି ଭଳି ଚାଞ୍ଚଲ୍ୟକର ତଥ୍ୟ ଆଜି ବିଧାନସଭା ଗୃହରେ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆଜି ଗୃହରେ ଅନନ୍ତ ନାରାୟଣ ଜେନାଙ୍କ ପ୍ରଶ୍ନ ବଳଙ୍ଗା ପୀଡିତାଙ୍କ…

ଗତ ୩ ବର୍ଷରେ ୨୩ ହଜାର ୧୩୦ ଜଣ ନବଜାତଙ୍କ ହୋଇଛି ମୃତ୍ୟୁ: ମୁକେଶ ମହାଲିଙ୍ଗ

ରାଜ୍ୟରେ ଗତ ୩ ବର୍ଷରେ ୨୩ ହଜାର ୧୩୦ ଜଣ ନବଜାତଙ୍କ ମୃତ୍ୟୁ । ଗୃହରେ ଚିନ୍ତାଜନକ ତଥ୍ୟ ଦେଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଆଜି ବିଧାନସଭା ଗୃହରେ କାଡ୍ରାକା ଆପାଲା ସ୍ବାମି ପଚାରିଥିବା ପ୍ରଶ୍ନ ରାଜ୍ୟରେ ଗତ ୩ ବର୍ଷ…

୧୫ ମାସରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ୧୯୯ ସରକାରୀ ବାବୁ

୧୫ ମାସରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ୧୯୯ ସରକାରୀ ବାବୁ । ଏ ନେଇ ଆଜି ବିଧାନସଭାରେ ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀ ପଚାରିଥିବା ପ୍ରଶ୍ନ ୨୦୨୪ ଜୁନ ମାସରୁ ଏଯାବତ ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ ଆୟବର୍ହିଭୁତ ସମ୍ପତ୍ତି ଠୁଳ…

ଆଜି ମଧ୍ୟ ଚାଲିପାରିଲାନି ଗୃହ; ୪ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି

ସପ୍ତଦଶ ବିଧାନସଭାର ମୌସୁମୀ ଅଧିବେଶନ ଜାରି ରହିଛି । ମୌସୁମୀ ଅଧିବେଶନର ଆଜି ଚତୁର୍ଥ ଦିନ । ବିଧାନସଭା ଆରମ୍ଭରୁ ଆଜି ବି ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ । କଂଗ୍ରେସ ଓ ବିଜେଡି ସଦସ୍ୟଙ୍କ ହୋହଲ୍ଲା । ନାରାବାଜି -ପ୍ଲାକାର୍ଡ, ପୋଷ୍ଟର…

ରାଜ୍ୟରେ ବନ୍ଦ ପଡ଼ିଥିବା ୭୦ଟି ମଦ ଦୋକାନ ଖୋଲିବେ ସରକାର

ରାଜ୍ୟରେ ବନ୍ଦ ପଡ଼ିଥିବା ୭୦ଟି ମଦ ଦୋକାନ ଖୋଲିବେ ରାଜ୍ୟ ସରକାର । ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ବିଧାନସଭାରେ ଲିଖିତ ପ୍ରଶ୍ନର ଉତ୍ତର ରଖି କହିଛନ୍ତି ଯେ, ବନ୍ଦ ମଦ ଦୋକାନକୁ ପୁନର୍ବାର ଖୋଲିବାକୁ ବିଭାଗ ତରଫରୁ ଅନୁମତି ଦିଆଯାଇଛି…

୪ଟା ଯାଏଁ ଗୃହ ମୁଲତବି

ବିଧାନସଭା ମୌସୁମୀ ଅଧିବେଶନ ତୃତୀୟ ଦିନରେ ମଧ୍ୟ ଗୃହରେ ଅଚଳାବସ୍ଥା ଜାରି ରହିଛି । ଶୋକ ପ୍ରସ୍ତାବ ଆଗତ ପରେ ବିଧାନସଭାରେ ହଟ୍ଟଗୋଳ । ସାର ପ୍ରସଙ୍ଗରେ ବିଜେଡି ସଦସ୍ୟଙ୍କ ହୋହଲ୍ଲା, ହଟ୍ଟଗୋଳ । ବାଚସ୍ପତିଙ୍କ ପୋଡ଼ିୟମ ତଳେ ହୋହଲ୍ଲା ସହ…

୨ ବର୍ଷରେ KISSକୁ ୩୪ କୋଟି ୭୩ ଲକ୍ଷ ଅନୁଦାନ ଦେଇଛନ୍ତି କେନ୍ଦ୍ର ସରକାର: ନିତ୍ୟାନନ୍ଦ ଗଣ୍ଡ

୨ ବର୍ଷରେ KISSକୁ ୩୪ କୋଟି ୭୩ ଲକ୍ଷ ଅନୁଦାନ ଦେଇଛନ୍ତି କେନ୍ଦ୍ର ସରକାର । ୧୦ ହଜାର ଛାତ୍ରଛାତ୍ରୀଙ୍କ ପାଇଁ ମାସିକ ୧୫ ଶହ କ୍ୱିଣ୍ଟାଲ ଚାଉଳ ବି ଯୋଗାଉଛନ୍ତି ସରକାର । ଏ ନେଇ ଆଜି ଗୃହରେ ଅନୁଦାନ…

ବିଶ୍ବବିଦ୍ୟାଳୟରେ ୬ ଛାତ୍ରୀ ହୋଇଛନ୍ତି ଯୌନ ନିର୍ଯାତନାର ଶିକାର: ଉଚ୍ଚଶିକ୍ଷା ମନ୍ତ୍ରୀ

ଆଜି ଗୃହରେ ବିଜେଡି ବିଧାୟକ ତୁଷାରକାନ୍ତି ବେହେରାଙ୍କ ପ୍ରଶ୍ନ ୧୨ ଜୁନ୍ ୨୦୨୪ ରୁ ଆଜି ପର୍ଯ୍ୟନ୍ତ କେତେଜଣ ଛାତ୍ରୀମାନେ ମାନସିକ, ଶାରୀରିକ ଓ ଯୌନ ନିର୍ଯ୍ୟାତନାର ଶିକାର ହୋଇଥିବାର ଅଭିଯୋଗ ହୋଇଛି ଓ ତା’ର ତଦନ୍ତ କରି କ’ଣ କାର୍ଯ୍ୟାନୁଷ୍ଠାନ…

ରାଜ୍ୟର ୧୭ ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଛି ୧୪୦୪ ଅଧ୍ୟାପକ: ଉଚ୍ଚଶିକ୍ଷା ମନ୍ତ୍ରୀ

ରାଜ୍ୟର ୧୭ ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଛି ୧୪୦୪ ଅଧ୍ୟାପକ ପଦ । ଏ ନେଇ ଆଜି ଗୃହରେ ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀ କରିଥିବା ପ୍ରଶ୍ନ, ରାଜ୍ୟରେ କେଉଁ ବର୍ଗର କେତେ ସଂଖ୍ୟକ ମଞ୍ଜୁରିପ୍ରାପ୍ତ ଶିକ୍ଷକ ଓ ଅଣଶିକ୍ଷକ ପଦବୀ ରହିଛି ଏବଂ…

ରାଜ୍ୟରେ ସାର ସଙ୍କଟ ନେଇ ବିରୋଧୀଙ୍କ ହୋହଲ୍ଲା; ଅପରାହ୍ନ ୪ଟା ଯାଏ ମୁଲତବୀ

ମୌସୁମୀ ଅଧିବେଶନର ଦ୍ୱିତୀୟ ଦିନରେ ଗୃହ ଅଚଳ ହୋଇଯାଇଛି । ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ବିରୋଧୀଙ୍କ ହୋହଲ୍ଲା । ସାର ସମସ୍ୟା ନେଇ ବିରୋଧୀଙ୍କ ହୋହ୍ଲାଲା ଏବଂ ନାରାବାଜୀରେ ଗୃହ କାର୍ଯ୍ୟ ମାତ୍ର ୪ ମିନିଟ୍ ଚାଲି ପାରିଛି । ଅପରାହ୍ନ…