Tag: odisha assembly

ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ଯୋଜନା ପାଇଁ ବଢ଼ୁଛି ଆଗ୍ରହ: କେ.ଭି. ସିଂହଦେଓ

ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ଯୋଜନା ପାଇଁ ବଢ଼ୁଛି ଆଗ୍ରହ । ଏ ନେଇ ଆଜି ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ କେ.ଭି. ସିଂହଦେଓ । ଆଜି ଗୃହରେ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ପ୍ରଶ୍ନ ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର; ମାଗଣା ବିଜୁଳି ଯୋଜନା’ରେ…

ଖୁବଶୀଘ୍ର ରାଜ୍ୟରେ ପୂରଣ ହେବ ୫,୮୨୨ ଡାକ୍ତର ପଦବୀ

ରାଜ୍ୟରେ ଖୁବଶୀଘ୍ର ୫,୮୨୨ ଡାକ୍ତର ପଦବୀ ପୂରଣ କରି ସ୍ୱାସ୍ଥ୍ୟସେବାକୁ ଆହୁରି ମଜବୁତ କରାଯିବ ବୋଲି ବିଧାନସଭାରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି । ରାଜ୍ୟରେ ଡାକ୍ତର ଅଭାବକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୁଦ୍ଧକାଳୀନ ଭିତ୍ତିରେ ଏହାର ସମାଧାନ…

ବ୍ରାଉନସୁଗାର ହବ୍‌ ପାଲଟିଛି ଓଡ଼ିଶା: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ବିଧାନସଭା ଗୃହରେ ଉଠିଲା ବ୍ରାଉନସୁଗାର ପ୍ରସଙ୍ଗ । ଦିନକୁ ଦିନ ବ୍ରାଉନସୁଗାର ହବ୍‌ ପାଲଟୁଛି ଓଡ଼ିଶା । ଆଜି ଗୃହରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଲିଖିତ ଉତ୍ତରରେ କହିଛନ୍ତି ୩ ବର୍ଷରେ ରାଜ୍ୟରେ ୭୭.୩୪୪ କେଜି ବ୍ରାଉନସୁଗାର ଜବତ ହୋଇଛି…

ଦୁଇ ବର୍ଷ ମଧ୍ୟରେ ସାପ କାମୁଡ଼ାରେ ଗଲାଣି ୧୮୫୯ ଜଣଙ୍କ ଜୀବନ

ରାଜ୍ୟରେ ଗତ ଦୁଇ ବର୍ଷରେ ସାପ କାମୁଡ଼ାରେ ଗଲାଣି ୧୮୫୯ ଜଣଙ୍କ ଜୀବନ। ଆଜି ବିଧାନସଭାରେ ବିଧାୟିକା ସୁବାସିନୀ ଜେନାଙ୍କ ପ୍ରଶ୍ନର ଲିଖିତ ଉତ୍ତର ଦେଇ ରାଜସ୍ୱ ଓ ବିପର୍ୟ୍ୟୟ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। ଗତ ୨୦୨୩-୨୪ ଆର୍ଥିକ ବର୍ଷରେ…

ରାଜ୍ୟରେ ୨୦ ହଜାର ୪୩୫ ଏକର ଅନାବାଦୀ ଜମି ହୋଇଛି ଜବରଦଖଲ

ଜବରଦଖଲକାରୀଙ୍କ କବ୍‌ଜାରେ ଜମି । ରାଜ୍ୟରେ ୨୦ ହଜାର ୪୩୫ ଏକର ଅନାବାଦୀ ଜମି କରାଯାଇଛି ଜବରଦଖଲ । ଏ ନେଇ ଆଜି ବିଧାନସଭା ଗୃହରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଉତ୍ତର ଦେଇ କହିଛନ୍ତି ରଜ୍ୟରେ ସର୍ବାଧିକ ୭୧୬୦…

ଗୋଟିଏ ମାସରେ ଦୁର୍ଘଟଣାରେ ମାରିଛନ୍ତି ୫୦୫ ଜଣ: ପରିବହନ ମନ୍ତ୍ରୀ

ସଡ଼କ ଦୁର୍ଘଟଣା ରୋକିବା ପାଇଁ ସରକାରଙ୍କ ଆନେକ ପଦକ୍ଷେପ ଗ୍ରହଣ ନେଉଥିଲେ ମଧ୍ୟ ରାଜ୍ୟରେ ଦୁର୍ଘଟଣା ଦିନକୁ ଦିନ ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ବିଧାସଭା ଗୃହରେ ଉଠିଲା ସଡ଼କ ଦୁର୍ଘଟଣା ପ୍ରସଙ୍ଗ । ସଡ଼କ ସୁରକ୍ଷା ମାସ…

ବିଧାନସଭା ଆରମ୍ଭରୁ ଗୃହରେ ହୋହାଲ୍ଲା; ୧୧ଟା ୩୦ ଯାଏଁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି

ଆଜି ବିଧାନସଭା ବଜେଟ ଅଧିବେଶନ ୨ୟ ପର୍ଯ୍ୟାୟର ୫ଦିନ । ଗୃହ ଆରମ୍ଭ ହେବା ମାତ୍ରେ ଦେଖିବାକୁ ମିଳିଥିଲା ନାରାବାଜି । ବିଜେଡି ପୋଲାଭରମ ପ୍ରସଙ୍ଗ ନେଇ ଗୃହ ମଧ୍ୟଭାଗକୁ ଆସି ନାରାବାଜି କରିଥିଲା । ଏପିରିକି ବାଚସ୍ପତିଙ୍କ ପୋଡିୟମ ଉପରକୁ…

ଓଡ଼ିଶାରେ ଅଣ୍ଡା ଓ ମଧୁର ମାଛର ଅଭାବ ରହିଛି କହିଲେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ

ରାଜ୍ୟରେ ଦୈନିକ ୩ କୋଟି ଅଣ୍ଡାର ଆବଶ୍ୟକତା ରହିଥିବାବେଳେ କେବଳ ଏକ କୋଟି ୧୦ ହଜାର ଅଣ୍ଡା ଦୈନିକ ଉତ୍ପାଦନ ହେଉଛି । ଓଡିଶା ବିଧାନସଭାରେ ପ୍ରଶ୍ନକାଳ ସମୟରେ କିଛି ଏଭଳି ଉତ୍ତର ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ…

ଆସନ୍ତା ୨୭ରେ ବିଧାନସଭା ଘେରାଉ କରିବ କଂଗ୍ରେସ

ଆସନ୍ତା ୨୭ ତାରିଖରେ ବିଧାନସଭା ଘେରିବ କଂଗ୍ରେସ । ବିଧାନସଭାରେ କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କୁ ଆକ୍ରମଣ ଓ ମହିଳା ନିର୍ଯାତନା ବିରୋଧରେ ଆସନ୍ତା ୨୭ ତାରିଖରେ ବିଧାନସଭା ଘେରାଉ କରିବ କଂଗ୍ରେସ। ଏନେଇ ସୂଚନା ଦେଲେ ପିସିସି ସଭାପତି ଭକ୍ତ…

ବିଧାନସଭାରେ ସାମ୍ବାଦିକଙ୍କୁ ମୋବାଇଲ୍ ମନା କଟକଣା ପ୍ରତ୍ୟାହୃତ

ଧାରଣାରୁ ଓହରିଲେ ସାମ୍ବାଦିକ । ବିଧାନସଭାରେ ସାମ୍ବାଦିକଙ୍କୁ ମୋବାଇଲ କଟକଣା ପ୍ରସଙ୍ଗରେ ଧାରଣା ଦେଇଥିବା ସାମ୍ୱାଦିକ ଧାରଣାରୁ ଓହରିଛନ୍ତି । ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ବୁଝାଇବା ପରେ ଧାରଣାରୁ ଓହରିଛନ୍ତି ସାମ୍ବାଦିକ । ବିଧାନସଭା ପ୍ରେସ ଗ୍ୟାଲେରିକୁ ଆଜି ସାମ୍ବାଦିକମାନଙ୍କୁ ମୋବାଇଲ…