Tag: odisha assembly

ରାସନ କାର୍ଡରୁ ବାଦ୍‌ ପଡ଼ିଲେ ୮୪ହଜାର ୭୫୭ ହିତାଧୀକାରୀ

ଆଜି ବିଧାନସଭା ଗୃହରେ ଉଠିଲା ଭୂତ ରାସନକାର୍ଡ ପ୍ରସଙ୍ଗ। ଗୃହରେ ଅଶ୍ବିନୀ ପାତ୍ରଙ୍କ ପ୍ରଶ୍ନରେ ଉତ୍ତରରେ ତଥ୍ୟ ରଖିଲେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ପାତ୍ର । ସେ କହିଛନ୍ତି ଏପର୍ଯ୍ୟନ୍ତ ୨୨,୨୯୩ ଅଯୋଗ୍ୟ ରାସନ କାର୍ଡ…

ଧାରଣାରତ କଂଗ୍ରେସ ସଦସ୍ୟଙ୍କୁ ଶାସକ ଦଳର ବୁଝାସୁଝା

ଗୃହ ବୟକଟ କରି ଧାରଣାରେ ବସିଥିବା କଂଗ୍ରେସ ସଦସ୍ୟଙ୍କୁ ଶାସକ ଦଳର ବୁଝାସୁଝା । ଗୃହକୁ ଫେରାଇ ଆଣିବାକୁ ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନଙ୍କ ଉଦ୍ୟମ । ସରୋଜ ପ୍ରଧାନଙ୍କ ସହ ସହ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜମଧ୍ୟ ବୁଝାସୁଝା…

ବିଧାନସଭାରେ ସାମ୍ବାଦିକଙ୍କୁ ମୋବାଇଲ୍ ମନା

ବିଧାନସଭା ପ୍ରେସ୍‌ ଗ୍ୟାଲେରୀରେ ସାମ୍ବାଦିକଙ୍କୁ ମୋବାଇଲ୍ ମନା । ଗତକାଲି ବିଧାନସଭା ଭିତରେ ବିଧାୟକମାନଙ୍କର ମାରପିଟ୍ ଘଟଣାର ଭିଡିଓ ଭାଇରାଲ ହେବା ପରେ ସାମ୍ବାଦିକଙ୍କୁ ମୋବାଇଲ୍ ବାରଣ କରାଯାଇଥିବା ସୂଚନା । ସୂଚନା ଯୋଗ୍ୟ; ସାମ୍ବାଦିକମାନେ ଯେତେବେଳେ ବିଧାନସଭା ପ୍ରଶ୍ନକାଳକୁ ପ୍ରସାରଣ…

କାଲି ବିଧାନସଭା ବୟକଟ୍‌ କରିବ କଂଗ୍ରେସ

ବିଧାନସଭା ଭଳି ଏକ ପବିତ୍ର ଗୃହରେ ଆଜି ବାଚସ୍ପତିଙ୍କ ମାଇକ୍ରୋଫୋନ ଭାଙ୍ଗିବା ଏବଂ ପରେ ତିନି ଦଳର ବିଧାୟକ ମାନେ ହାତାହାତି ହେବା ଘଟଣାରେ ଜୟପୁରର କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କୁ ସାତ ଦିନ ପାଇଁ ବିଧାନସଭାରୁ ନିଲମ୍ବିତ କରାଯାଇଛି…

ତାରା ବାହିନୀପତିଙ୍କୁ ୭ ଦିନ ପାଇଁ ବିଧାନସଭା ଗୃହରୁ ନିଲମ୍ବିତ କଲେ ବାଚସ୍ପତି

ବିଧାନସଭା ଗୃହରୁ କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କୁ ନିଲମ୍ବିତ କରାଯାଇଛି । ଗୃହରେ ଘଟିଥିବା ବିଶୃଙ୍କଳିତ ଆଚରଣ ପାଇଁ ତାଙ୍କୁ ନିଲମ୍ବନ କରାଯାଇଛି । ବାଚସ୍ପତି ସୁରମା ପାଢୀ ତାଙ୍କୁ ୭ ଦିନ ପାଇଁ ଗୃହରୁ ନିଲମ୍ବନ କରିଛନ୍ତି । ଅନ୍ୟପଟେ…

ଲଣ୍ଠନ ଧରି ମୁଖ୍ୟମନ୍ତ୍ରୀଙ୍କୁ ଖୋଜିଲେ ବିଜେଡି ବିଧାୟକ

ଆଜି ବିଜେପି ବିଧାୟକଙ୍କ ମନ୍ତବ୍ୟକୁ ନେଇ ସରଗରମ ହୋଇଛି ବିଧାନସଭା ଗୃହ । ଆଜି ପବିତ୍ର ଗୃହରେ ଯେଉଁ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଛି, ତାହାକୁ ନେଇ ଏବେ ରାଜ୍ୟ ରାଜନୀତିର ଚର୍ଚ୍ଚାର ବିଷୟ ପାଲଟିଛି। ଗୃହର ପ୍ରଶ୍ନୋତ୍ତରକାଳରେ ବିରୋଧୀ ଏବଂ…

ବିଧାନସଭାରେ ଅଭାବନୀୟ ପରିସ୍ଥିତି: ତାରା ବାହିନୀପତି, ଜୟନାରାୟଣ ହାତାହାତି

ଆଜି ବିଧାନସଭା ଗୃହରେ ଦେଖା ଯାଇଛି ହାତାହାତି ପରିସ୍ଥିତି । ଉଭୟ ପକ୍ଷର ସଦସ୍ୟମାନଙ୍କ ମଧ୍ୟରେ ହାତାହାତି ପରିସ୍ଥିତି ସୃଷ୍ଟି ହୋଇଥିବାର ଦେଖା ଯାଇଛି। ଆଜି ଗୃହ କାର୍ଯ୍ୟ ଆରମ୍ଭରୁ ବିରୋଧୀ ବିଜେଡ଼ି ଏବଂ କଂଗ୍ରେସ ସଦସ୍ୟମାନେ ଗତକାଲିର ସମାନ ପ୍ରସଙ୍ଗକୁ…

ବାଚସ୍ପତିଙ୍କ ପୋଡ଼ିୟମ ମାଇକ୍ ଭାଙ୍ଗିଦେଲେ ତାରା

ଆଜି ବିଧାନସଭାରେ ବାଚସ୍ପତିଙ୍କ ପୋଡ଼ିୟମ ମାଇକ୍ ଭାଙ୍ଗିଦେଲେ ତାରା ବାହିନୀପତି । ଏସସି/ଏସଟି ବିଭାଗର ଖର୍ଚ୍ଚ ଦାବି ଆଲୋଚନାବେଳେ ବିଶୃଙ୍ଖଳିତ ଆଚରଣ ପ୍ରଦର୍ଶନ କଲେ ତାରା । ନାରୀ ନିର୍ଯାତନା ଅଭିଯୋଗରେ ବିଧାନସଭା ଗୃହରେ କଂଗ୍ରେସର ହୋହଲ୍ଲା ଏବଂ ହଟ୍ଟଗୋଳ ଚାଲିଥିବାବେଳେ…

ବାହାର ରାଜ୍ୟରୁ ଓଡ଼ିଶାକୁ ଆସୁଛି ନକଲି ଔଷଧ

ଓଡିଶା ବଜାରରେ ବୁଲୁଛି ନକଲି ଔଷଧ। ବାହାର ରାଜ୍ୟରୁ ଓଡ଼ିଶାକୁ ଆସୁଛି ନକଲି ଔଷଧ। ରାଜ୍ୟରେ ବିକ୍ରି ହେଉଥିବା ଜିଙ୍କ୍ ସଲଫେଟ, ସୋଡିୟମ ଲାକଟେଟ, ହେପ୍ରେନ ସୋଡିୟମ ଇଂଜେକସନ ନିମ୍ନ ମାନର ବୋଲି ଜଣାପଡ଼ିଛି। ୟୁପି, ଏମପି, କୋଲକାତା, ହାଇଦ୍ରାବାଦରୁ ଆସୁଛି…

ଚଳିତ ୨୦୨୫ ଜାନୁଆରୀ ଥିଲା ରାଜ୍ୟରେ ଅପରାଧର ମାସ

ଚଳିତ ୨୦୨୫ ଜାନୁଆରୀ ମାସ ଥିଲା ଅପରାଧର ମାସ । ଚଳିତ ବର୍ଷ ଜାନୁଆରୀ ମାସରେ ୧୧୧ ହତ୍ୟା ମାମଲା ରୁଜୁ ହୋଇଛି ବୋଲି ଆଜି ବିଧାନସଭା ଅଧିବେଶନ ପ୍ରଶ୍ନୋତ୍ତର କାଳରେ ବିଧାୟକ ରମେଶ ବେହେରାଙ୍କ ପ୍ରଶ୍ନର ଲିଖିତ ଉତ୍ତର ରଖିଛନ୍ତି…