Tag: odisha assembly

ବିଧାନସଭାରେ ଚମ୍ପୁଆ ବିଜେଡି ବିଧାୟକଙ୍କୁ ନବୀନଙ୍କ ତାଗିତ; ବିଜେପି ଆଡ଼କୁ ଯାଉଛନ୍ତି କି କହି କଲେ ତେରଛା ବାଣ

ଆଜି ବିଧାନସଭାର ବଜେଟ ଅଧିବେଶନରେ ଆରମ୍ଭ ହୋଇଥିବା ବେଳେ । ସେଠାରେ ପହଞ୍ଚୁ ପହଞ୍ଚୁ ଚମ୍ପୁଆ ବିଜେଡି ବିଧାୟକଙ୍କ ଉପରେ ବର୍ଷିଛନ୍ତି ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ । ଚମ୍ପୁଆ ବିଧାୟକଙ୍କୁ ତାଗିତ କରି ବିଜେଡି ବିଧାୟକ ଦଳ ବୈଠକକୁ କାହିଁକି…

ଏଥର ବିଧାନସଭାରେ ପେପର ନୁହେଁ ଟ୍ୟାବ୍‌ରେ ପଢ଼ିବେ ବିଧାୟକ

ବିଧାନସଭାରେ ଏବେ ସ୍ମାର୍ଟ ହେବେ ବିଧାୟକ। ବିଧାନସଭାରେ ଆଉ କାଗଜ ନୁହେଁ ଲାଗିଲା ଟ୍ୟାବ୍ । ଯାହା ଫଳରେ ଏଥର ବିଧାନସଭାରେ ପେପର ନୁହେଁ ଟ୍ୟାବ୍‌ରେ ପଢ଼ିବେ ବିଧାୟକ। ଆଜି ପେପର୍ ଲେସ୍ ବିଧାନସଭା ଉଦଘାଟନ ହୋଇଛି । ବିଧାନସଭା ଗୃହରେ…

ବଜେଟ୍ ଅଧିବେଶନ ପାଇଁ ଜାରି ହେଲା ଟ୍ରାଫିକ୍ କଟକଣା

ଆଉ ଗୋଟିଏ ଦିନ ପରେ ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ବା ବଜେଟ୍ ଅଧିବେଶନ ଆରମ୍ଭ ହେବାକୁ ଯାଉଛି । ଏଥିପାଇଁ ଭୁବନେଶ୍ୱର ଟ୍ରାଫିକ୍ କଟକଣା ଜାରି କରାଯାଇଛି । ଚଳିତ ଅଧିବେଶନ ଦୁଇଟି ପର୍ଯ୍ୟାୟରେ ଚାଲିବ । ଫେବୃଆରୀ ୧୩ରୁ…

ଫେବୃଆରୀ ୧୩ ରୁ ବିଧାନସଭା ବଜେଟ ଅଧିବେଶନ, ୧୭ ରେ ବଜେଟ୍ ଉପସ୍ଥାପନ

ଆସନ୍ତା ଫେବୃଆରୀ ୧୩ ତାରିଖରୁ ରାଜ୍ୟରେ ଆରମ୍ଭ ହେବ ବଜେଟ୍ ଅଧିବେଶନ । ଦୁଇଟି ପର୍ଯ୍ୟାୟରେ ଏହି ଅଧିବେଶନ ଚାଲିବ । ବଜେଟ୍ ଅଧିବେଶନର ପ୍ରଥମ ଦିନରେ ରାଜ୍ୟପାଳ ହରିବାବୁ କମ୍ଭମପତିଙ୍କ ଅଭିଭାଷଣ ହେବ । ବିଧାନସଭା ସଚିବାଳୟ ପକ୍ଷରୁ ଜାରି…

ଆସିକା ବିଧାୟକଙ୍କ ଆସ୍କା 40 ଚିନ୍ତା

ବିଧାନସଭା ଗୃହରେ ଆସ୍କା-40 ଦର ନେଇ ଚିନ୍ତା ପ୍ରକଟ। ଆଜି ଗୃହରେ ବିଧାୟକ ସରୋଜ ପାଢ଼ୀ କରିଥିବା ପ୍ରଶ୍ନ ଆସିକା ସମବାୟ ଚିନି ଶିଳ୍ପରେ ଥିବା ସୁରା ଶିଳ୍ପ ତଥା ବଟଲ୍ଂ ପ୍ଲାଣ୍ଟରେ ପ୍ରସ୍ତୁତ ଆସ୍କା-40ର ଦର ପାଞ୍ଚ ବର୍ଷ ହେଲା…

ରାଜ୍ୟର ୫ ଅଳଙ୍କାର ଦୋକାନୀ ବିକୁଥିଲେ ନକଲି ସୁନା: କୃଷ୍ଣଚନ୍ଦ୍ର ପାତ୍ର

ଆଜି ବିଧାନସଭା ଗୃହରେ ଉଠିଲା ନକଲି ସୁନା ବିକ୍ରି ପ୍ରସଙ୍ଗ। ରାଜ୍ୟରେ କିଏ ନକଲି ସୁନା ବିକୁଛନ୍ତି ଏବଂ କାହା ବିରୁଦ୍ଧରେ କଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ତାହାର ସବିଶେଷ ତଥ୍ୟ ଦେଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ…

ଆଳୁ ମିଶନରେ ଫେଲ୍‌ ପୂର୍ବ ସରକାର: ଉପମୁଖ୍ୟମନ୍ତ୍ରୀ

ଆଜି ବିଧାସଭା ଗୃହରେ ଉଠିଲା ଆଳୁ ପ୍ରସଙ୍ଗ । ଆଳୁ ପ୍ରଶ୍ନର ଉତ୍ତର ରଖିଲେ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ । ସେ କହିଛନ୍ତି ପୂର୍ବ ସରକାରଙ୍କର ଆଳୁ ମିଶନ ଫେଲ୍ ମାରିଛି । ପୂର୍ବ ସରକାର ଶୀତଳଭଣ୍ଡାର ଦାୟିତ୍ଵ ଅର୍ଥତତ୍ତ୍ଵ ଭଳି…

ଖୁବଶୀଘ୍ର ନିଯୁକ୍ତି ପାଇବେ ୫ ହଜାର ଡାକ୍ତର ଓ ୩ ହଜାର ପାରା ମେଡିକାଲ ଷ୍ଟାଫ୍: ମୁକେଶ ମହାଲିଙ୍ଗ

ରାଜ୍ୟରେ ୩୦ଟି ଜିଲ୍ଲାରେ ଖୋଲିବ ମେଡ଼ିକାଲ । ଆଜି ବିଧାନସଭାରେ ଏହି ସୂଚନା ଦେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି ମେଡିକାଲ କଲେଜ ଖୋଲିବା ଜରୁରୀ ଏବଂ ଏହା ନିର୍ବାଚନୀ ସଂକଳ୍ପ ପତ୍ରରେ କହିଥିଲୁ…

ଛତୁଆ ଅପ୍ରମିଶ୍ରଣ ମାମଲାରେ ୬୩ ଜଣଙ୍କୁ ଦିଆଯାଇଛି ଏସଡ଼ିପିଓ ଓ ସୁପରଭାଇଜରଙ୍କୁ ଦିଆଯାଇଛି ନୋଟିସ୍

ଆଜି ଗୃହରେ ଛତୁଆ ଅପ୍ରମିଶ୍ରଣ ପ୍ରସଙ୍ଗକୁ ନେଇ । ଉପ ମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା କହିଛନ୍ତି ଏସଏସଜି ଗ୍ରୁପ୍ ଅପମିଶ୍ରିତ ଛତୁଆ ଦେଉଛନ୍ତି । ସମ୍ପୃକ୍ତ ଗ୍ରୁପ୍ ଗୁଡ଼ିକ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ୧୨୫ଟି ଏସଏସଜି ଗ୍ରୁପ ଅପମିଶ୍ରୀତ…

ରାଜ୍ୟରେ ବଢୁଛି ମଦ ବିକ୍ରି: ପୃଥ୍ବୀରାଜ ହରିଚନ୍ଦନ

ବର୍ଷକୁ ବର୍ଷ ରାଜ୍ୟରେ ବଢୁଛି ମଦ ବିକ୍ରି । ଏନେଇ ଆଜି ବିଧାନସଭାରେ ଉତ୍ତର ରଖିଛନ୍ତି ଆଇନ ଏବଂ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଆଜି ବିଧାନସଭାରେ କଂଗ୍ରେସ ବିଧାୟିକା ସୋଫିଆ ଫିରଦୋସଙ୍କ ପ୍ରଶ୍ନ ଗତ ଆର୍ଥିକ ବର୍ଷରେ ଓଡିଶାର…