Tag: odisha assembly

Odisha Budget 2026: ବଜେଟରେ “ସମୃଦ୍ଧ ଓଡିଶା” ଗଠନ ପାଇଁ ବିଜେପିର ପ୍ରତିବଦ୍ଧତା ସ୍ପଷ୍ଟ ପ୍ରତିଫଳିତ ହେଉଛି: ମନମୋହନ ସାମଲ

ସମୁଦାୟ ବଜେଟରେ “ସମୃଦ୍ଧ ଓଡିଶା, ବିକଶିତ ଓଡିଶା”କୁ ଗୁରୁତ୍ୱ ଦିଆଯାଇଛି । ବଜେଟରେ “ସମୃଦ୍ଧ ଓଡିଶା” ଗଠନ ପାଇଁ ବିଜେପିର ପ୍ରତିବଦ୍ଧତା ସ୍ପଷ୍ଟ ପ୍ରତିଫଳିତ ହେଉଛି । କୃଷି, ପର୍ଯ୍ୟଟନ, ଜଳସେଚନ ଓ ବନ୍ୟା ନିୟନ୍ତ୍ରଣ, ସ୍ୱାସ୍ଥ୍ୟ, ଶିକ୍ଷା, ଶିଳ୍ପ, କ୍ରୀଡା,…

Highlights Of Odisha Budget 2026-27: ୨୦୨୬-୨୭ ବାର୍ଷିକ ବଜେଟର ମୁଖ୍ୟାଂଶ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ 2026-27 ଆର୍ଥିକ ବର୍ଷ ନିମନ୍ତେ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବାର୍ଷିକ ବଜେଟ୍ ବିଧାନସଭାରେ ଅନୁମୋଦନ ପାଇଁ ଉପସ୍ଥାପନ କରିଛନ୍ତି । ‘ଲୋକାଙ୍କ ଉନ୍ନତିରେ ରାଜ୍ୟର ପ୍ରଗତି’ର ପ୍ରତିବଦ୍ଧତାକୁ ସାକାର କରିବା…

Bhakta Das’ Stand On Odisha Budget 2026: ଖର୍ଚ୍ଚ କରିନପାରିଲେ ବଜେଟର କଳେବର ବଢ଼ାଇଲେ କି ଲାଭ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟ ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଥିବାବେଳେ କରିଥିବାବେଳେ ନୂଆା ବଜେଟକୁ ପିସିସି ସଭାପତି ଭକ୍ତ ଚରଣ ଦାସ ସମାଲୋଚନା କରିଛନ୍ତି । ଖର୍ଚ୍ଚ ତ କରିପାରୁନ; ବଜେଟର କଳେବର…

Naveen’s Take On Odisha Budget 2026: “ରୋଷେଇ ଘର ଖାଲି; ମେନୁ ଭରପୂର’

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଦିନ ରାଜ୍ୟ ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଥିବାବେଳେ ବଜେଟକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କଟାକ୍ଷ କରିଛନ୍ତି…

Dropout Rate Rise: ରାଜ୍ୟରେ ଡ୍ରପ୍ ଆଉଟ୍‌ ୧୫ ପ୍ରତିଶତକୁ ବୃଦ୍ଧି

ରାଜ୍ୟରେ ପୁଣି ବଢିଲା ଡ୍ରପ୍ ଆଉଟ । ଡ୍ରପ୍ ଆଉଟକୁ ନେଇ ବିଧାନସଭାରୁ ଆସିଲା ସାଂଘାତିକ ଚିତ୍ର । ୨୦୨୪-୨୫ ଶିକ୍ଷାବର୍ଷ ତଥ୍ୟ ଅନୁସାରେ, ୧୫ ପ୍ରତିଶତ ପିଲା ପାଠ ଛାଡ଼ିଛନ୍ତି । ଡ୍ରପ୍‌ ଆଉଟ୍‌ ୧୨.୮ ପ୍ରତିଶତରୁ ୧୫ ପ୍ରତିଶତକୁ…

Budget Session: ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଆଲୋଚନାରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର

ମାନ୍ୟବର ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଆଲୋଚନାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ସପ୍ତଦଶ ବିଧାନସଭାର ଷଷ୍ଠ ଅଧିବେଶନର ପ୍ରଥମ ଦିନ ଫେବୃଆରୀ ୧୭ ତାରିଖରେ ମାନ୍ୟବର ରାଜ୍ୟପାଳ ତାଙ୍କର ଅଭିଭାଷଣ ଏହି ପବିତ୍ର ଗୃହରେ ଉପସ୍ଥାପନ କରିଥିଲେ । ବର୍ଷର ପ୍ରଥମ…

Odisha Economic Survey Report: ଆସିଲା ଅର୍ଥନୈତିକ ସର୍ଭେ ରିପୋର୍ଟ; ଜାତୀୟ ସ୍ତରଠୁ ବୃଦ୍ଧି ପାଇଛି ରାଜ୍ୟର ମୁଣ୍ଡ ପିଛା ଆୟ

ଓଡ଼ିଶା ବିଧାନସଭାରେ ବଜେଟ ଉପସ୍ଥାପନ ହେବାର ଦିନକ ପୂର୍ବରୁ ପ୍ରକାଶ ପାଇଛି ଅର୍ଥନୈତିକ ସର୍ଭେ ରିପୋର୍ଟ । ଏହି ରିପୋର୍ଟ ଅନୁଯାୟୀ ଜାତୀୟ ସ୍ତରଠୁ ରାଜ୍ୟର ମୁଣ୍ଡ ପିଛା ଆୟ ବୃଦ୍ଧି ପାଇଛି । ୨୦୨୫-୨୬ ରେ ରାଜ୍ୟର ମୁଣ୍ଡପିଛା ଆୟରେ…

Budget Session: ଦ୍ୱିତୀୟ ଦିନରେ ଚାଲିପାରିଲାନି ଗୃହ; ଆସନ୍ତାକାଲି ସକାଳ ୧୦ଟା ୩୦ଯାଏଁ ଗୃହ ମୁଲତବି

ବିଧାନସଭା ବଜେଟ୍ ଅଧିବେଶନର ଦ୍ୱିତୀୟ ଦିନରେ ଚାଲିପାରିଲାନି ଗୃହ । ମାତ୍ର ୭ ମିନିଟ ହେଲା ଗୃହ କାର୍ଯ୍ୟ।ଆସନ୍ତାକାଲି ପୂର୍ବାହ୍‌ଣ ସାଢ଼େ ୧୦ଟା ଯାଏଁ ଗୃହ ମୁଲତବି ରଖିଲେ ବାଚସ୍ପତି ସୁରମା ପାଢ଼ୀ । ରାଜ୍ୟପାଳଙ୍କ ବଜେଟ୍ ଅଭିଭାଷଣ ଉପରେ ଧନ୍ୟବାଦ…

Paddy Procurement Data Released: ଧାନ କିଣା ତଥ୍ୟ ଜାରି କଲେ ରାଜ୍ୟ ସରକାର

ରାଜ୍ୟରେ ଆଜି ସୁଦ୍ଧା ଧାନ କିଣା ତଥ୍ୟ ଜାରି କରିଛନ୍ତି ରାଜ୍ୟ ସରକାର । ବର୍ତ୍ତମାନ ସୁଦ୍ଧା ମଣ୍ଡିକୁ ୫୯ ଲକ୍ଷ ୯୨ ହଜାର ୮୬୪ ମେଟ୍ରିକ ଟନ୍‌ ଧାନ ଆସିଛି । ୫୯ ଲକ୍ଷ ୭୩ ହଜାର ୫୫୨ ମେଟ୍ରିକ…

Odisha Assembly Adjourned: ଧାନମଣ୍ଡି ସମସ୍ୟାକୁ ନେଇ ବିରୋଧୀଙ୍କ ପ୍ରତିବାଦ; ଗୃହ ୪ଟା ଯାଏଁ ମୁଲତବି

ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ଦିନରେ ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଥିଲା । କଂଗ୍ରେସ ଓ ବିଜେଡି ସଦସ୍ୟଙ୍କ ନାରାବାଜିରେ ଚାଲିପାରୁନି ଗୃହ । ଧାନମଣ୍ଡି ସମସ୍ୟାକୁ ନେଇ ବିଜେଡି ଓ କଂଗ୍ରେସ ସଦସ୍ୟ ପ୍ରତିବାଦ କରିବା…