ତାଜା ଖବର ରାଜନୀତି ରାଜ୍ୟ Odisha Assembly Budget Session: ବିଧାନସଭା ବଜେଟ ଅଧିବେଶନ ପାଇଁ ବିଜେପି ବିଧାୟକ ଦଳ ବୈଠକ February 16, 2026 Papirani ଆସନ୍ତା କାଲିଠାରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ବଜେଟ ଅଧିବେସନ । ଏହି ଅଧିବେସନ ଆସନ୍ତା କାଲିରୁ ଆରମ୍ଭ ହୋଇ ୨ଟି ପର୍ଯ୍ୟାୟରେ ଏପ୍ରିଲ ୮ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରଥମ ପର୍ଯ୍ୟାୟ ଫେବୃଆରୀ ୨୪ ତାରିଖ ପର୍ଯ୍ୟନ୍ତ ଏବଂ…
ତାଜା ଖବର ରାଜନୀତି ରାଜ୍ୟ Budget Session Of Odisha Assembly: ବଜେଟ ଅଧିବେଶନକୁ ନେଇ ପିସିସି ସଭାପତିଙ୍କ ଉପସ୍ଥିତିରେ କଂଗ୍ରେସ ବିଧାୟକ ଦଳର ଆଲୋଚନା February 16, 2026 Papirani ଓଡ଼ିଶା ବିଧାନସଭାର ଆଗାମୀ ବଜେଟ ଅଧିବେଶନ ପୂର୍ବରୁ ବିଧାନସଭା ପରିସରରେ କଂଗ୍ରେସ ବିଧାୟକ ଦଳ ବୈଠକରେ ପିସିସି ସଭାପତି ଭକ୍ତ ଚରଣ ଦାସ ଯୋଗଦେଇ ଦଳର ରଣନୀତି ଉପରେ ଆଲୋଚନା କରିଛନ୍ତି । ଗଣମାଧ୍ୟମକୁ ବିବୃତି ଦେଇ ଭକ୍ତ ଦାସ କହିଛନ୍ତି…
ବ୍ୟବସାୟ Odisha Assembly Budget Session 2026: ବଜେଟ ଅଧିବେଶନ ପୁର୍ବରୁ ବିଧାନସଭା ପରିସରରେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ February 16, 2026 Papirani ବଜେଟ ଅଧିବେଶନ ପୁର୍ବରୁ ବିଧାନସଭା ପରିସରରେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ । ମଙ୍ଗଳବାର ଦିନ ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେବାକୁ ଯାଉଥିବାରୁ, ସୋମବାର ଦିନ ପରିସରରେ ସୁରକ୍ଷା ବ୍ୟବସ୍ଥାର ପୁଙ୍ଖାନୁପୁଙ୍ଖ ସମୀକ୍ଷା କରାଯାଇଥିଲା। ପୋଲିସ କମିଶନର ସୁରେଶ ଦେବଦତ୍ତ…
ରାଜ୍ୟ Missing Ratna Bhandar Key: ରତ୍ନଭଣ୍ଡାର ଚାବି ହଜିବା ରିପୋର୍ଟ ବିଧାନସଭା ଅଧିବେଶନରେ ଉପସ୍ଥାପନ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ February 12, 2026 Nirvay ଶ୍ରୀଜଗନ୍ନାଥ ମନ୍ଦିର ରତ୍ନଭଣ୍ତାର ଚାବି ହଜିବା ଘଟଣାର ତଦନ୍ତ ପ୍ରସଙ୍ଗରେ ଓଡିଶା ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି । ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ କରିଥିବା ଜଷ୍ଟିସ ରଘୁବୀର ଦାସ କମିଶନଙ୍କ ରିପୋର୍ଟ ଆସନ୍ତା ବିଧାନସଭା ଅଧିବେଶନରେ ଉପସ୍ଥାପନ କରିବାକୁ…
ତାଜା ଖବର ରାଜ୍ୟ New Assembly Building: ଭଙ୍ଗା ନଯାଇ ସନ୍ତକ ହିସାବରେ ରଖାଯିବ ବର୍ତ୍ତମାନର ବିଧାନସଭା: ପୃଥ୍ବୀରାଜ ହରିଚନ୍ଦନ January 13, 2026 Papirani ରାଜ୍ୟରେ ବିଧାନ ପରିଷଦ ଗଠନ ନେଇ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି ଭଙ୍ଗା ଯିବନି ବର୍ତ୍ତମାନର ବିଧାନସଭା । ଏହାକୁ ସନ୍ତକ ହିସାବରେ ରଖାଯିବ । ମ୍ୟୁଜିୟମ ଭାବେ ବ୍ୟବହାର କରାଯିବ । ଭବିଷ୍ୟତରେ ଯଦି ବିଧାନ ପରିଷଦ ଗଠନ…
ତାଜା ଖବର ରାଜ୍ୟ New Lok Seva Bhawan: ବିଧାନସଭାରେ ବଢ଼ିପାରେ ସିଟ ସଂଖ୍ୟା January 12, 2026 Papirani ବିଧାନସଭାରେ ବଢ଼ିପାରେ ସିଟ ସଂଖ୍ୟା। ପ୍ରାୟ ୫୦ ପାଖାପାଖି ସିଟ୍ ବଢ଼ିବାର ସମ୍ଭାବନା ରହିଛି । ଏବେ ୧୪୭ ସିଟ୍ ଥିବା ବେଳେ ଏହାକୁ ୨୦୦କୁ ବଢିପାରେ। ଏହାକୁ ଲକ୍ଷ୍ୟ ରଖି ୩୦୦ ସଦସ୍ୟ ବସିବା ଭଳି ନୂଆ ବିଧାନସଭା ନିର୍ମାଣ…
ତାଜା ଖବର ରାଜ୍ୟ Odisha Assembly: ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହେଲା ଶୀତକାଳୀନ ଅଧିବେଶନ; ଅନିର୍ଦ୍ଦିଷ୍ଟ କାଳ ପାଇଁ ଗୃହ ମୁଲତବୀ December 9, 2025 Papirani ଶେଷ ହେଲା ବିଧାନସଭାର ଶୀତକାଳୀନ ଅଧିବେଶନ। ଅନିର୍ଦ୍ଧିଷ୍ଟ କାଳ ପାଇଁ ଗୃହକୁ ମୁଲତବୀ ଘୋଷଣା କଲେ ବାଚସ୍ପତି। ମଙ୍ଗଳବାର ଦିନ ମାତ୍ର ୧୧ କାର୍ଯ୍ୟ ଦିବସ ସମାପ୍ତ ହେବା ପରେ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ…
ରାଜ୍ୟ Odisha Assembly: ରାଜ୍ୟରେ ୭୭.୧୦% ଘରେ ପହଞ୍ଚିଲାଣି ପିଇବା ପାଣି December 9, 2025 Nirvay ମେଗା ପାନୀୟ ଜଳ ପ୍ରକଳ୍ପକୁ ନେଇ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାଏକ ବିଧାନସଭା ଗୃହରେ ଉତ୍ତର ରଖି କହିଛନ୍ତି ଯେ, ରାଜ୍ୟରେ ୭୭.୧୦% ଲୋକଙ୍କ ଘରେ ପିଇବା ପାଣି ପହଞ୍ଚିଲାଣି । ୮୮.୬୬ ଲକ୍ଷ ପରିବାରରୁ…
ରାଜ୍ୟ Additional Appropriation Bill: ବିଧାନସଭାରେ ପାରିତ ହେଲା ଅତିରିକ୍ତ ବ୍ୟୟମଞ୍ଜୁରୀ ବିଲ୍ December 8, 2025 Nirvay ଚଳିତ ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ୧୭,୪୪୦ କୋଟି ଟଙ୍କାର ପ୍ରଥମ ଅତିରିକ୍ତ ବ୍ୟୟ ମଞ୍ଜୁରି ବିଲ୍ ଆଜି ବିଧାନସଭାରେ ପାରିତ ହୋଇଛି । ଅର୍ଥ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିବା…
ତାଜା ଖବର ରାଜ୍ୟ Doctor Vacancy: ଓଡ଼ିଶାରେ ଅଭାବ ଡାକ୍ତର; ଖାଲିପଡ଼ିଛି ୬୦% ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ December 8, 2025 Papirani ଓଡ଼ିଶାରେ ଡାକ୍ତର ଅଭାବ। ୬୦ ପ୍ରତିଶତ ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି ପଡିଥିବା ନେଇ ଆଜି ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ଆଜି ବିଧାନସଭାରେ ବିଜେଡି ବିଧାୟକ ଗଣେଶ୍ୱର ବେହେରାଙ୍କ ଅଣତାରକା ପ୍ରଶ୍ନ କେଉଁ ଜିଲାରେ କେତେ…