Tag: odisha assembly

Budget Session 2026: ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ଉଦବେଗ ପ୍ରକାଶ କଲେ ବିରୋଧୀ ଦଳ ନେତା ନବୀନ

ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ଉଦବେଗ ପ୍ରକାଶ କଲେ ବିରୋଧୀ ଦଳ ନେତା ନବୀନ। ମଙ୍ଗଳବାର ଦିନ ରାଜ୍ୟ ବିଧାନସଭାରେ ବଜେଟ ଅଧିବେଶନ ଆରମ୍ଭ ହେବା ଅବସରରେ ରାଜ୍ୟପାଳଙ୍କ ଉଦଘାଟନୀ ଭାଷଣ ପରେ ରାଜ୍ୟ ବିଧାନସଭାର ବିରୋଧୀ ଦଳ ନେତା ତଥା…

Odisha Assembly: ବିଧାନସଭାରେ ବଦଳିଲେ ସନାତନ ମହାକୁଡ ଓ ଅରବିନ୍ଦ ମହାପାତ୍ରଙ୍କ ସିଟ୍

ଆଜିଠାରୁ ବିଧାନସଭା ଅଧିବେଶନ ଆରମ୍ଭ ହୋଇଛି । ଏହାରି ମଧ୍ୟରେ ଗୃହରେ ସନାତନ ମହାକୁଡ ଓ ଅରବିନ୍ଦ ମହାପାତ୍ରଙ୍କ ଆସନ ପରିବର୍ତ୍ତନ ହୋଇଛି । ବିଜୁ ଜନତା ଦଳରୁ ନିଲମ୍ବିତ ହେବା ପରେ ଦୁଇ ବିଧାୟକ ସନାତନ ମହାକୁଡ଼ ଏବଂ ଅରବିନ୍ଦ…

Odisha Assembly Budget Session: ବିଧାନସଭା ବଜେଟ ଅଧିବେଶନ ପାଇଁ ବିଜେପି ବିଧାୟକ ଦଳ ବୈଠକ 

ଆସନ୍ତା କାଲିଠାରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ବଜେଟ ଅଧିବେସନ । ଏହି ଅଧିବେସନ ଆସନ୍ତା କାଲିରୁ ଆରମ୍ଭ ହୋଇ ୨ଟି ପର୍ଯ୍ୟାୟରେ ଏପ୍ରିଲ ୮ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରଥମ ପର୍ଯ୍ୟାୟ ଫେବୃଆରୀ ୨୪ ତାରିଖ ପର୍ଯ୍ୟନ୍ତ ଏବଂ…

Budget Session Of Odisha Assembly: ବଜେଟ ଅଧିବେଶନକୁ ନେଇ ପିସିସି ସଭାପତିଙ୍କ ଉପସ୍ଥିତିରେ କଂଗ୍ରେସ ବିଧାୟକ ଦଳର ଆଲୋଚନା

ଓଡ଼ିଶା ବିଧାନସଭାର ଆଗାମୀ ବଜେଟ ଅଧିବେଶନ ପୂର୍ବରୁ ବିଧାନସଭା ପରିସରରେ କଂଗ୍ରେସ ବିଧାୟକ ଦଳ ବୈଠକରେ ପିସିସି ସଭାପତି ଭକ୍ତ ଚରଣ ଦାସ ଯୋଗଦେଇ ଦଳର ରଣନୀତି ଉପରେ ଆଲୋଚନା କରିଛନ୍ତି । ଗଣମାଧ୍ୟମକୁ ବିବୃତି ଦେଇ ଭକ୍ତ ଦାସ କହିଛନ୍ତି…

Odisha Assembly Budget Session 2026: ବଜେଟ ଅଧିବେଶନ ପୁର୍ବରୁ ବିଧାନସଭା ପରିସରରେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ

ବଜେଟ ଅଧିବେଶନ ପୁର୍ବରୁ ବିଧାନସଭା ପରିସରରେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ । ମଙ୍ଗଳବାର ଦିନ ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେବାକୁ ଯାଉଥିବାରୁ, ସୋମବାର ଦିନ ପରିସରରେ ସୁରକ୍ଷା ବ୍ୟବସ୍ଥାର ପୁଙ୍ଖାନୁପୁଙ୍ଖ ସମୀକ୍ଷା କରାଯାଇଥିଲା। ପୋଲିସ କମିଶନର ସୁରେଶ ଦେବଦତ୍ତ…

Missing Ratna Bhandar Key: ରତ୍ନଭଣ୍ଡାର ଚାବି ହଜିବା ରିପୋର୍ଟ ବିଧାନସଭା ଅଧିବେଶନରେ ଉପସ୍ଥାପନ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଶ୍ରୀଜଗନ୍ନାଥ ମନ୍ଦିର ରତ୍ନଭଣ୍ତାର ଚାବି ହଜିବା ଘଟଣାର ତଦନ୍ତ ପ୍ରସଙ୍ଗରେ ଓଡିଶା ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି । ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ କରିଥିବା ଜଷ୍ଟିସ ରଘୁବୀର ଦାସ କମିଶନଙ୍କ ରିପୋର୍ଟ ଆସନ୍ତା ବିଧାନସଭା ଅଧିବେଶନରେ ଉପସ୍ଥାପନ କରିବାକୁ…

New Assembly Building: ଭଙ୍ଗା ନଯାଇ ସନ୍ତକ ହିସାବରେ ରଖାଯିବ ବର୍ତ୍ତମାନର ବିଧାନସଭା: ପୃଥ୍ବୀରାଜ ହରିଚନ୍ଦନ

ରାଜ୍ୟରେ ବିଧାନ ପରିଷଦ ଗଠନ ନେଇ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି ଭଙ୍ଗା ଯିବନି ବର୍ତ୍ତମାନର ବିଧାନସଭା । ଏହାକୁ ସନ୍ତକ ହିସାବରେ ରଖାଯିବ । ମ୍ୟୁଜିୟମ ଭାବେ ବ୍ୟବହାର କରାଯିବ । ଭବିଷ୍ୟତରେ ଯଦି ବିଧାନ ପରିଷଦ ଗଠନ…

New Lok Seva Bhawan: ବିଧାନସଭାରେ ବଢ଼ିପାରେ ସିଟ ସଂଖ୍ୟା

ବିଧାନସଭାରେ ବଢ଼ିପାରେ ସିଟ ସଂଖ୍ୟା। ପ୍ରାୟ ୫୦ ପାଖାପାଖି ସିଟ୍‌ ବଢ଼ିବାର ସମ୍ଭାବନା ରହିଛି । ଏବେ ୧୪୭ ସିଟ୍‌ ଥିବା ବେଳେ ଏହାକୁ ୨୦୦କୁ ବଢିପାରେ। ଏହାକୁ ଲକ୍ଷ୍ୟ ରଖି ୩୦୦ ସଦସ୍ୟ ବସିବା ଭଳି ନୂଆ ବିଧାନସଭା ନିର୍ମାଣ…

Odisha Assembly: ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହେଲା ଶୀତକାଳୀନ ଅଧିବେଶନ; ଅନିର୍ଦ୍ଦିଷ୍ଟ କାଳ ପାଇଁ ଗୃହ ମୁଲତବୀ

ଶେଷ ହେଲା ବିଧାନସଭାର ଶୀତକାଳୀନ ଅଧିବେଶନ। ଅନିର୍ଦ୍ଧିଷ୍ଟ କାଳ ପାଇଁ ଗୃହକୁ ମୁଲତବୀ ଘୋଷଣା କଲେ ବାଚସ୍ପତି। ମଙ୍ଗଳବାର ଦିନ ମାତ୍ର ୧୧ କାର୍ଯ୍ୟ ଦିବସ ସମାପ୍ତ ହେବା ପରେ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ…

Odisha Assembly: ରାଜ୍ୟରେ ୭୭.୧୦% ଘରେ ପହଞ୍ଚିଲାଣି ପିଇବା ପାଣି

ମେଗା ପାନୀୟ ଜଳ ପ୍ରକଳ୍ପକୁ ନେଇ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାଏକ ବିଧାନସଭା ଗୃହରେ ଉତ୍ତର ରଖି କହିଛନ୍ତି ଯେ, ରାଜ୍ୟରେ ୭୭.୧୦% ଲୋକଙ୍କ ଘରେ ପିଇବା ପାଣି ପହଞ୍ଚିଲାଣି । ୮୮.୬୬ ଲକ୍ଷ ପରିବାରରୁ…